କେନ୍ଦ୍ରାପଡ଼ା,୧୩ା୨: କେନ୍ଦ୍ରାପଡ଼ା ଜିଲ୍ଲାର ଇନ୍ସପେକ୍ଟର ସ୍ତରରେ ଆରକ୍ଷୀ ଅଧୀକ୍ଷକ ଅଦଳବଦଳ କରିଛନ୍ତି। ସେହି ଅନୁଯାୟୀ ଜିଲ୍ଲା ପୋଲିସ ମୁଖ୍ୟାଳୟରେ ଥିବା ଇନ୍ସପେକ୍ଟର (ଆରକ୍ଷୀ ନିରୀକ୍ଷକ) ସରୋଜ ସାହୁଙ୍କୁ ଡେରାବିଶ ଥାନାରେ ଅବସ୍ଥାପିତ କରାଯାଇଥିବା ବେଳେ ମୁଖ୍ୟାଳୟରେ ଥିବା ତପନ କୁମାର ନାୟକଙ୍କୁ ଆଳି ଥାନାକୁ, ମୁଖ୍ୟାଳୟରେ ଥିବା ବନ୍ଦନା ପାତ୍ରଙ୍କୁ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା, ମହାକାଳପଡ଼ା ଥାନାଧିକାରୀ ଧୀରଜ ଲେଙ୍କାଙ୍କୁ ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନାକୁ ଅବସ୍ଥାପିତ କରାଯାଇଛି, ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ […]
Day: 13 February 2025
କେନ୍ଦ୍ରାପଡ଼ା, ୧୩ା୨: ରାଜ୍ୟ ଷଷ୍ଠ ଅର୍ଥ ଆୟୋଗର ଅଧ୍ୟକ୍ଷ ଡ. ଅରୁଣ କୁମାର ପଣ୍ଡା, ଭାରତୀୟ ପ୍ରଶାସନିକ ସେବାର ସେବା ନିବୃତ୍ତଅଧିକାରୀ କ୍ଷେତ୍ର ପରିଦର୍ଶନରେ ଆସି କେନ୍ଦ୍ରାପଡା ଜିଲ୍ଲାରେ ପହଞ୍ଚିଥିଲେ। ଏହି ପରିପ୍ରେକ୍ଷୀରେ ଅଧ୍ୟକ୍ଷ ଏବଂ ସଦସ୍ୟମାନେ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ସହିତ ସର୍ବ ପ୍ରଥମେ ମହାକାଳପଡ଼ା ବ୍ଲକର ବଡ଼କୁଳ ପଞ୍ଚାୟତ, ପରେ ପରେ କେନ୍ଦ୍ରାପଡା ବ୍ଲକର ଓସ୍ତପୁର ପଞ୍ଚାୟତ ଏବଂ ଶେଷରେ କେନ୍ଦ୍ରାପଡା ପୌରପାଳିକା ଗସ୍ତ କରି […]
କେନ୍ଦ୍ରାପଡ଼ା,୧୩ା୨: କେନ୍ଦ୍ରାପଡ଼ା ସହର ଗୋପଛକ ନିକଟ ଟିଭି ସେଣ୍ଟର ଠାରେ ଅଷ୍ଟମ ପ୍ରହର ନାମଯଜ୍ଞ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଗୀତା ଯଜ୍ଞ, ଗୋ-ପୂଜା, ଭଜନ ସନ୍ଧ୍ୟା, ପ୍ରବଚନ ଇତ୍ୟାଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପୂଜକ ସୁରେନ୍ଦ୍ର ନାଥ ଶତପଥିଙ୍କ ଦ୍ୱାରା ଅନୁଷ୍ଠିତ ପୂଜାର୍ଚ୍ଚନାରେ କର୍ତ୍ତା ଭାବେ ବିକ୍ରମ କୁମାର ମଲ୍ଲ ଓ ଜୟନ୍ତୀ ମଲ୍ଲ ଯୋଗଦେଇଥିଲେ। ଏଥିରେ ୫ ଦଳ ସଂକୀର୍ତ୍ତନ ମଣ୍ଡଳୀ ଯୋଗଦେଇ ସଂକୀର୍ତ୍ତନ କରିଥିଲେ। ଅନ୍ୟମାନଙ୍କ […]
କେନ୍ଦ୍ରାପଡା,୧୩ା୨: ଭିନ୍ନକ୍ଷମତା ସହିତ ଆର୍ôଥକ ଅନାଗ୍ରସରତା ସର୍ବଦା ଓତଃପ୍ରୋତ ଭାବେ ଜଡ଼ିତ ଥାଏ । ବିଶେଷ କରି ଯେଉଁ ଛାତ୍ରଛାତ୍ରୀମାନେ ଗୁରୁତର ଭିନ୍ନକ୍ଷମତା ସହ ନିମ୍ନ ଆର୍ôଥକ ବର୍ଗରୁ ଆସିଥାନ୍ତି, ସେମାନଙ୍କ ନିମନ୍ତେ ଉଚ୍ଚଶିକ୍ଷା ସମାପନର ଲକ୍ଷ୍ୟ ଦୁରୁହ ହୋଇ ପଡିଥାଏ । ଫଳରେ ସେମାନଙ୍କ ମଧ୍ୟରୁ ଅନେକ ଅଧାରୁ ପାଠ ବନ୍ଦ କରିବାକୁ ବାଧ୍ୟ ହୋଇଥାନ୍ତି। କେନ୍ଦ୍ରାପଡା ଜିଲ୍ଲାର ବିଭିନ୍ନ ଡିଗ୍ରୀ ମହାବିଦ୍ୟାଳୟରେ ଏହିପରି ଗୁରୁତର ଭିନ୍ନକ୍ଷମ ଓ […]
କେନ୍ଦ୍ରାପଡା,୧୩ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ସୁଜାନଗର ଗ୍ରାମସ୍ଥିତ ତୈଳିକ ବୈଷ୍ୟ ସମାଜର ଇଷ୍ଟ ଦେବତା ମଦନମୋହନଜୀଉ ମନ୍ଦିରର ଦ୍ୱିତୀୟ ବାର୍ଷିକ ଉତ୍ସବ ବୁଧବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଗତ ମଙ୍ଗଳବାର ଦିନ ଘଟ ସ୍ଥାପନ ପରେ ଶୁଭାଧିବାସ କରାଯାଇ ପୂଜାର୍ଚ୍ଚନା କରାଯାଇଥିଲା । ବୁଧବାର ଦିନ ମାଘ ପୂର୍ଣ୍ଣିମା ଅବସରରେ ଅଷ୍ଟମ ପ୍ରହର ଅହୋରାତ୍ର ନାମଯଜ୍ଞ ଅନୁଷ୍ଠିତ ହୋଇଥିଲା । ଆଖପାଖ ଅଞ୍ଚଳର ୬ଟି କୀର୍ତ୍ତନ […]
କେନ୍ଦ୍ରାପଡ଼ା,୧୨।୨: ରାଜ୍ୟର ଅଗ୍ରଣୀ ବେସରକାରୀ ଶିକ୍ଷାନୁଷ୍ଠାନ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ୬୭ ତମ ସ୍ୱନକ୍ଷତ୍ର ଦିବସ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ବୁଧବାର ପାଳିତ ହୋଇଯାଇଛି। ଚଳିତ ବର୍ଷ ପାଇଁ ବରିଷ୍ଠ କୃଷି ବିଜ୍ଞାନୀ ତଥା ମୃତ୍ତିକା ବିଶେଷଜ୍ଞ ତଥା କଟକ ଜାତୀୟ ଧାନ ଗବେଷଣା କେନ୍ଦ୍ରର ନିର୍ଦ୍ଦେଶକ ଡ. ଅମରେଶ ନାୟକଙ୍କୁ ଦୀନବନ୍ଧୁ ସାହୁ ସ୍ମାରକୀ ସମ୍ମାନ ପ୍ରଦାନ କରାଯାଇଥିଲା। ସେଥିପାଇଁ ଉପାୟନ, ମାନପତ୍ର ଓ ତିରିଶ ହଜାର ଟଙ୍କାର […]










