ଅସାମାଜିକତତ୍ୱଙ୍କ ଚରାଭୂଇଁ ପାଲଟିଛି କେନ୍ଦ୍ରାପଡା ଜିଲ୍ଲା : ସିପିଆଇ(ଏମ୍‌)ର ଦାବି

କେନ୍ଦ୍ରାପଡ଼ା,୧୪ା୨: ରାଜ୍ୟରେ ଡବଲ ଇଞ୍ଜିନ୍ ସରକାର ଆସିବା ପରେ କେନ୍ଦ୍ରାପଡା ଜିଲ୍ଲାରେ ଆଇନ ଶୃଙ୍ଖଳା ପରିସ୍ଥିତି କ୍ରମାଗତ ଭାବେ ବିପର୍ଯ୍ୟସ୍ତ ହେବାରେ ଲାଗିଛି । ହେଲେ, ଅପରାଧକୁ ରୋକିବା ପାଇଁ ଜିଲ୍ଲା ପୋଲିସ ଯେମିତି ତତ୍ପରତା ଦେଖାଇବା କଥା ସେପରି ଦେଖାଯାଉନାହିଁ…

ମା’ ସ୍ତରକୁ ନଆସିଲେ ଜଣେ ଆଦର୍ଶ ଶିକ୍ଷକ ହୋଇପାରିବ ନାହିଁ : ପ୍ରେରଣା ତାଲିମ୍ କେନ୍ଦ୍ରରେ ଯୋଗଦେଇ ଜିଲ୍ଲା ଶିକ୍ଷା ଅଧିକାରୀ ବସନ୍ତ ନାୟକଙ୍କ ପରାମର୍ଶ

କେନ୍ଦ୍ରାପଡା,୧୪ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଉଚ୍ଚ ବିଦ୍ୟାଳୟରେ ଜିଲ୍ଲାର ନବ ନିଯୁକ୍ତ କନିଷ୍ଠ ଶିକ୍ଷକମାନଙ୍କୁ ତାଲିମ ଦେବା ନିମନ୍ତେ ୫୦ଜଣ ବରିଷ୍ଠ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ୫ ଦିନ ବ୍ୟାପି ପ୍ରେରଣା ତାଲିମ ପ୍ରଦାନ କରାଯାଇଛି । ଚଳିତ ମାସ…

କୁତରଙ୍ଗ ପଞ୍ଚାୟତ ହାଇସ୍କୁଲ ରେ ପ୍ରତିମୂର୍ତ୍ତି ଉନ୍ମୋଚନ ଓ ସମ୍ବର୍ଦ୍ଧନା ସମାରୋହ

କେନ୍ଦ୍ରାପଡ଼ା,୧୪ା୨: କେନ୍ଦ୍ରାପଡ଼ା ବ୍ଲକ୍ ଅନ୍ତର୍ଗତ କୁତରଙ୍ଗ ପଞ୍ଚାୟତ ହାଇସ୍କୁଲରେ ଜାତିର ପିତା ମହାତ୍ମା ଗାନ୍ଧୀ, ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁ ଦାସ ଓ ସ୍କୁଲର ପ୍ରତିଷ୍ଠାତା ପଦ୍ମନାଭ ଛାଟୋଇଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦ…

ପୂର୍ବତନ ସୈନିକ ସଂଘ କେନ୍ଦ୍ରାପଡା ଦ୍ୱାରା ପୁଲବାମା ସହିଦ ଦିବସ ପାଳିତ

କେନ୍ଦ୍ରାପଡା,୧୪ା୨: ପୂର୍ବତନ ସୈନିକ ସଂଘ କେନ୍ଦ୍ରାପଡାର ସାଧାରଣ ସମ୍ପାଦକ ସୁବେଦାର ମେଜର ବୀରବର ପାତ୍ରଙ୍କ ସଭାପତିତ୍ୱରେ ପୁଲବାମା ସହିଦ ଦିବସ କାର୍ଯ୍ୟକ୍ରମ ତିନିମୁହାଣ ଛକସ୍ଥିତ ଅମର ଯବାନ ସହିଦ ସ୍ତମ୍ବ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ସଂଘର ସାଧାରଣ ସମ୍ପାଦକ…