କେନ୍ଦ୍ରାପଡ଼ା,୧୪ା୨: ରାଜ୍ୟରେ ଡବଲ ଇଞ୍ଜିନ୍ ସରକାର ଆସିବା ପରେ କେନ୍ଦ୍ରାପଡା ଜିଲ୍ଲାରେ ଆଇନ ଶୃଙ୍ଖଳା ପରିସ୍ଥିତି କ୍ରମାଗତ ଭାବେ ବିପର୍ଯ୍ୟସ୍ତ ହେବାରେ ଲାଗିଛି । ହେଲେ, ଅପରାଧକୁ ରୋକିବା ପାଇଁ ଜିଲ୍ଲା ପୋଲିସ ଯେମିତି ତତ୍ପରତା ଦେଖାଇବା କଥା ସେପରି ଦେଖାଯାଉନାହିଁ । ଫଳରେ ଜିଲ୍ଳାରେ ଅପରାଧିକ କାର୍ଯ୍ୟକଳାପ ବଢ଼ୁଥିବା ବେଳେ ଲୋକଙ୍କ ଭିତରେ ଭୟ ଓ ଆତଙ୍କ ସୃଷ୍ଟି କରୁଛି। ଏହାର ପ୍ରତିବାଦରେ ଶୁକ୍ରବାର ଭାରତର କମ୍ୟୁନିଷ୍ଟ ପାର୍ଟି […]
Day: 14 February 2025
କେନ୍ଦ୍ରାପଡା,୧୪ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଉଚ୍ଚ ବିଦ୍ୟାଳୟରେ ଜିଲ୍ଲାର ନବ ନିଯୁକ୍ତ କନିଷ୍ଠ ଶିକ୍ଷକମାନଙ୍କୁ ତାଲିମ ଦେବା ନିମନ୍ତେ ୫୦ଜଣ ବରିଷ୍ଠ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ୫ ଦିନ ବ୍ୟାପି ପ୍ରେରଣା ତାଲିମ ପ୍ରଦାନ କରାଯାଇଛି । ଚଳିତ ମାସ ୧୦ ତାରିଖରେ ଆରମ୍ଭ ହୋଇଥିବା ତାଲିମର ଆଜି ଅନ୍ତିମ ଦିବସରେ ଜିଲ୍ଲା ଶିକ୍ଷାଧିକାରୀ ବସନ୍ତ କୁମାର ନାୟକ ଯୋଗଦାନ କରି କହିଲେ ଶିକ୍ଷକମାନେ ଜଗତଜନନୀଙ୍କୁ ଆରାଧନା କରି […]
କେନ୍ଦ୍ରାପଡ଼ା,୧୪ା୨: କେନ୍ଦ୍ରାପଡ଼ା ବ୍ଲକ୍ ଅନ୍ତର୍ଗତ କୁତରଙ୍ଗ ପଞ୍ଚାୟତ ହାଇସ୍କୁଲରେ ଜାତିର ପିତା ମହାତ୍ମା ଗାନ୍ଧୀ, ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁ ଦାସ ଓ ସ୍କୁଲର ପ୍ରତିଷ୍ଠାତା ପଦ୍ମନାଭ ଛାଟୋଇଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦ ସଭାପତି ସୁଶ୍ରୀ ଲିଲିତା ଦାସ ମୁଖ୍ୟ ଅତିଥି, ବର୍ଷିୟାନ ଶିକ୍ଷାବିତ୍ ରଘୁନାଥ ରାଉତ ମୁଖ୍ୟବକ୍ତା ଓ ବରିଷ୍ଠ ସାମ୍ବାଦିକ ଗଣେଶ ଚନ୍ଦ୍ର ସାମଲ ସମ୍ମାନୀତ ଅତିଥି ଭାବେ […]
କେନ୍ଦ୍ରାପଡା,୧୪ା୨: ପୂର୍ବତନ ସୈନିକ ସଂଘ କେନ୍ଦ୍ରାପଡାର ସାଧାରଣ ସମ୍ପାଦକ ସୁବେଦାର ମେଜର ବୀରବର ପାତ୍ରଙ୍କ ସଭାପତିତ୍ୱରେ ପୁଲବାମା ସହିଦ ଦିବସ କାର୍ଯ୍ୟକ୍ରମ ତିନିମୁହାଣ ଛକସ୍ଥିତ ଅମର ଯବାନ ସହିଦ ସ୍ତମ୍ବ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ସଂଘର ସାଧାରଣ ସମ୍ପାଦକ ଏବଂ ସୁବେଦାର ମେଜର ହନରାରି ଲେଫ୍ଟନାଣ୍ଟ ବ୍ରଜ କିଶୋର ସାହୁ ସହିଦ ସ୍ତମ୍ବରେ ସାମୁହିକ ରିତ ଅର୍ପଣ କରିଥିଲେ ଓ ଦୀପକ ପ୍ରଜ୍ୱଳନ କରିଥିଲେ। ସହ ସମ୍ପାଦକ […]










