ପଟ୍ଟାମୁଣ୍ଡାଇ ତା ୧୬/୨- ନିଖିଳ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘ ଜିଲ୍ଲା ସମ୍ମିଳନୀ ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦୋଷିଆ ୟୁ ଜି ୟୁ ପି ସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି । ସଂଘର ଜିଲ୍ଲା ସଭାପତି କରୁଣାକର ଭଳଙ୍କ ପୌରହିତ୍ୟରେ ଆୟୋଜିତ ସମ୍ମିଳନୀରେ ଶିକ୍ଷକ ନେତା ଅବନୀ ମହାନ୍ତି ମୁଖ୍ୟଅତିଥି, ବିଜୟ ଜେନା ମୁଖ୍ୟବକ୍ତା, ନିଖିଳ ଉତ୍କଳ ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘ ରାଜ୍ୟ ଉପସଭାପତି ଧନେଶ୍ୱର ପାତ୍ର, […]
Day: 16 February 2025
କେନ୍ଦ୍ରାପଡ଼ା,୧୬ା୨:କେନ୍ଦ୍ରାପଡା ଜିଲ୍ଲାର ଗରଦପୁର ତହସିଲ ଅନ୍ତର୍ଗତ ବିଞ୍ଚଣା ଅଞ୍ଚଳରେ ଚାଲିଥିବା ହରିଦାସପୁର ବେଆଇନ୍ ବାଲିଘାଟ ଉପରେ ଜିଲ୍ଲା ପ୍ରଶାସନ, ଖଣି ବିଭାଗ ଏବଂ ପାଟକୁରା ଥାନା ପକ୍ଷରୁ ମିଳିତ ଭାବେ ଚଢ଼ାଉ କରାଯାଇଛି। ଚଢଉ ବେଳେ ୧୯ଟି ହାଇୱା ସମେତ ୨ଟି ପ୍ରୋକଲିନ ମେସିନ ଜବତ୍ କରାଯାଇଛି। ଜବତ ଗାଡିଗୁଡିକୁ ପାଟକୁରା ଥାନାର ଜିମା ଦିଆଯାଇଛି। ଖଣି ଅଧିକାରୀ ରଞ୍ଜିତ ବେହେରା ସୂଚନା ଦେଇଛନ୍ତି ଯେ କେନ୍ଦ୍ରାପଡ଼ା ଜିଲ୍ଲାର ବିଭିନ୍ନ […]
କେନ୍ଦ୍ରାପଡ଼ା,୧୬ା୨: କେନ୍ଦ୍ରାପଡ଼ା ପୌରାଞ୍ଚଳ ଅନ୍ତର୍ଗତ ୧୩ ନମ୍ବର ୱାର୍ଡ ରଣପଡା ମାଦ୍ରାସା ବାହାରୁଲ ଓଲୁମଠାରେ ଭାରତର ପୂର୍ବତନ ରାଷ୍ଟ୍ରପତି ଜାକିର ହୁସେନଙ୍କ ଜନ୍ମ ଜୟନ୍ତୀ କୁନିକୁନି ଛାତ୍ରଛାତ୍ରୀଙ୍କ ଗହଣରେ ପାଳନ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଆୟୋଜକ ସମାଜସେବୀ ସେକ ଶାବିର ହୁସେନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଏହି ପବିତ୍ର ଦିବସରେ କୁନିକୁନି ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଭାରତର ପୂର୍ବତନ ରାଷ୍ଟ୍ରପତି ଜାକିର ହୁସେନଙ୍କ ଜୀବନୀ ସମ୍ପର୍କରେ ବକ୍ତବ୍ୟ ପ୍ରତିଯୋଗିତା […]
ପଟ୍ଟାମୁଣ୍ଡାଇ ତା ୧୬/୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସାନମୂଳବସନ୍ତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାମନ୍ଦିର ପରିଚାଳନା ସମିତି ସମ୍ପାଦକ ସଂଗ୍ରାମ ସ୍ୱାଇଁଙ୍କ ପୌର ହିତ୍ୟ ଓ ଆଚାର୍ଯ୍ୟା ଶିବାନୀ ଦାଶ ଙ୍କ ସଂଯୋଜନାରେ ଆୟୋଜିତ ଉତ୍ସବରେ ପଟ୍ଟାମୁଣ୍ଡାଇ ସଂକୁଳ ପ୍ରମୁଖ ଗୋଲକ ବିହାରୀ ଭୂୟାଁ, ବଡ଼ ମୂଳବସନ୍ତ ସରପଞ୍ଚ ସନ୍ତୋଷ ସେଠୀ, ସି ଆର ସି ସି ସଞ୍ଜୟ ସାହୁ ସମ୍ମାନିତଅତିଥି […]
ପଟ୍ଟାମୁଣ୍ଡାଇ ତା ୧୬/୨- ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ଅରଡ଼ା ବଜ୍ର ମହାକାଳୀ ଯୁବକ ସଂଘ ଓ ଆମ ଓଡିଶା ମିଳିତ ଆନୁକୂଲ୍ୟରେ ଡିଭାଇନ ପ୍ୟାଲେସ ଠାରେ ଏକ ସ୍ଵେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଯୁବକ ସଂଘ ସଭାପତି ଆଡ଼ଭୋକେଟ ମନୋଜ କୁମାର ନାୟକଙ୍କ ପୌରହିତ୍ୟରେ ଆୟୋଜିତ ସ୍ବେଛାକୃତ ରକ୍ତଦାନ ଶିବିରକୁ ରାଜନଗର ବିଧାୟକ ଧ୍ରୁବ ସାହୁ ଉଦଘାଟନ କରିଥିଲେI ଏହି ଶିବିରରେ ପଟ୍ଟାମୁଣ୍ଡାଇ ପୌର ପରିଷଦ ଅଧକ୍ଷ […]
ପଟ୍ଟାମୁଣ୍ଡାଇ ତା ୧୬/୨-ଓଡିଶାର ବିଭିନ୍ନ ସମସ୍ୟା ନେଇ ଜନଶକ୍ତି ପାର୍ଟି ସ୍ୱର ଉତ୍ତୋଳନ କରିବା ସହିତ ଆନ୍ଦୋଳନ କରିଆସୁଛି । ସମ୍ପ୍ରତି ୫ଦାବୀ ଦାବୀ ନେଇ ଏକ ଜନ ସଚେତନତା ଯାତ୍ରା କରିବାକୁ ପାର୍ଟି ଯୋଜନା କରିଛି । ଏ ସମ୍ପର୍କରେ ସାମ୍ବାଦିକମାନଙ୍କୁ ସୂଚନା ଦେଇ ଜନଶକ୍ତି ପାର୍ଟି ରାଜ୍ୟ ସଭାପତି ଆଡ଼ଭୋକେଟ ପ୍ରଦୀପ ଦାଶ କହିଛନ୍ତି ଯେ ଉଚ୍ଚଶିକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ସୁଧମୁକ୍ତ ଶିକ୍ଷା ଋଣ,ଅନେକ ରାଜ୍ୟରେ ବିଦ୍ୟୁତ […]
କେନ୍ଦ୍ରାପଡା,୧୫ା୨: କେନ୍ଦ୍ରାପଡା ଜିଲ୍ଲାରେ ପ୍ରଶାସନିକ ଅଚଳାବସ୍ଥା ଯୋଗୁଁ କର୍ମଚାରୀଙ୍କ ପଦୋନ୍ନତି ପାଇଁ ରହିଥିବା ବିଧି ବ୍ୟବସ୍ଥା ଡି.ପି.ସି.(ବିଭାଗୀୟ ପଦୋନ୍ନତି କମିଟି)ବସିପାରୁନାହିଁ। ଏହାଦ୍ୱାରା କର୍ମଚାରୀମାନେ ପଦୋନ୍ନତି ପାଇପାରୁନାହାନ୍ତି। ଫଳରେ ସେମାନେ ଦୀର୍ଘବର୍ଷ ଧରି ଯେଉଁ ପଦରେ କାର୍ଯ୍ୟ କରୁଛନ୍ତି ସେହି ପଦରେ ସୀମିତ ରହିବାକୁ ବାଧ୍ୟ ହେଉଛନ୍ତି। ଏହାଦ୍ୱାରା ସେମାନଙ୍କ ଦରମା ବୃଦ୍ଧି ପାଇ ପାରୁନାହିଁ କି ର୍ୟାଙ୍କ ମଧ୍ୟ ବଢୁନାହିଁ। ଫଳରେ ସେମାନଙ୍କ ଚାକିରୀ ସର୍ତ୍ତାବଳୀ ଉଲ୍ଲଙ୍ଘନ ହେଉଥିବା କେତେକ […]










