ଜୋର ଧରିଲା ପଟ୍ଟାମୁଣ୍ଡାଇ ବିଧାନସଭା ଆସନ ମାନ୍ୟତା ଦାବୀ

ପଟ୍ଟାମୁଣ୍ଡାଇ ୧୭/୨ – ଦେଶ ସ୍ୱାଧିନତା ପରେ ଓଡିଶାର ଗୁରୁତ୍ୱପୂର୍ଣ୍ଣ ବିଧାନସଭା ଆସନ ମଧ୍ୟରୁ ପଟ୍ଟାମୁଣ୍ଡାଇ ନିର୍ବାଚନ ମଣ୍ଡଳୀ ଗୁରୁତ୍ୱ ବହନକରି ଆସୁଥିଲା । ୨୦୦୮ରେ ସୀମା ନିର୍ଦ୍ଧାରଣ ବେଳେ ପଟ୍ଟାମୁଣ୍ଡାଇ ବାଦ୍ ଦିଆଯାଇ ଭାଗଭାଗ କରି ଅନ୍ୟ ତିନି ନିର୍ବାଚନ…

ଜିଲ୍ଲା କୋଷାଗାର ତରଫରୁ ସ୍ୱାସ୍ଥ୍ୟ ଶିବିର

କେନ୍ଦ୍ରାପଡା,୧୮ା୨: କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ଅନୁରୋଧ କ୍ରମେ ଜିଲ୍ଲା କୋଷାଗାର ତରଫରୁ ପେନ୍‌ସନ୍‌ଭୋଗୀଙ୍କ ନିମନ୍ତେ ଏକ ସ୍ୱାସ୍ଥ୍ୟ ଶିବିର କୋଷାଗାର କାର୍ଯ୍ୟାଳୟ ପରିସରରେ ଆୟୋଜନ କରାଯାଇଥିଲା । ଏହି ସ୍ୱାସ୍ଥ୍ୟ ଶିବିରକୁ ଜିଲ୍ଲା କୋଷାଗାର ଅଧିକାରୀ ପ୍ରମୋଦ…

ଆଇଡିଆଲ ପବ୍ଲିକ ସ୍କୁଲର ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା,୧୮ା୨:ଆଇଡିଆଲ ପବ୍ଲିକ ସ୍କୁଲର ୩୪ତମ ବାର୍ଷିକ ଉତ୍ସବ ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ରୂପେ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ଅଭିଜିତ ବୋଷ ଯୋଗଦେଇ ଶିକ୍ଷାର୍ଥୀ ମାନଙ୍କର ଉତ୍ତମ ଚରିତ୍ର ଗଠନ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ।…

ପୋଖରୀଆପଡା ସ୍କୁଲରେ ନିପୁଣ ମେଳା

ପଟ୍ଟାମୁଣ୍ଡାଇ ତା୧୮/୨- ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ପୋଖରୀଆ ପଡା କ୍ଲଷ୍ଟର ପକ୍ଷରୁ ପୋଖରୀଆ ପଡା ନୋଡାଲ ସ୍କୁଲ ଠାରେ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ ହୋଇଯାଇଛି । ସରକାରଙ୍କ ନୂତନ ଶିକ୍ଷା ପଦ୍ଧତିରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ଶ୍ରେଣୀ ଛାତ୍ରୀଛାତ୍ର…