ସାମାଜିକ ପରିବର୍ତନରେ ସ୍ୱାଧୀନତା ଓ ମୌଳିକ ଶିକ୍ଷା ତାଙ୍କର ଲକ୍ଷ୍ୟ ଥିଲା

ସ୍ୱାଧୀନତା ସଂଗ୍ରାମୀ ଅକ୍ରୁର ଚରଣ ଜେନାଙ୍କ ଶ୍ରଦ୍ଧାଞ୍ଜଳୀ ସଭା କେନ୍ଦ୍ରାପଡ଼ା,୨୦ା୨: କେନ୍ଦ୍ରାପଡ଼ାର ଅସ୍ମିତା, ଗର୍ବ ଗୌରବ ଭୂମିପୁତ୍ର, ପରିବେଶବିତ୍ ତଥା ସ୍ୱାଧୀନତା ସଂଗ୍ରାମୀ ସ୍ୱର୍ଗତ ଅକ୍ରୁର ଚରଣ ଜେନାଙ୍କ ୪୯ତମ ଶ୍ରଦ୍ଧାଞ୍ଜଳୀ ସଭା ଆଜି ଜନ୍ମମାଟି ଜମପଡା ଅଗରବିନ୍ଦାଠାରେ ଅନୁଷ୍ଠିତ ହୋଇଯାଇଛି…

ଅଦିନିଆ ବର୍ଷା, ଫସଲ ନଷ୍ଟ

ପଟ୍ଟାମୁଣ୍ଡାଇ ୧୯/୨ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ବିଭିନ୍ନ ସ୍ଥାନରେ ବୁଧବାର ସନ୍ଧ୍ୟାରେ ଅଦିନିଆ ଘଡଘଡି ସହ ବର୍ଷା ଓ କେତେକ ସ୍ଥାନରେ କୁଆପଥର ବୃଷ୍ଟି ହୋଇଛି। ପ୍ରାୟ ଅଧଘଂଟା ଧରି ବର୍ଷା ହେବାରୁ ଚାଷୀ ଭୟ ଭିତ ହୋଇଯାଇଥିଲେ। କୁଆପଥର…

କେନ୍ଦ୍ରାପଡା କଲେଜ ଇତିହାସ ବିଭାଗ ଆଲୁମିନି ମିଟ୍‌

କେନ୍ଦ୍ରାପଡା,୧୯ା୨: କନ୍ଦ୍ରୋପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ଇତିହାସ ବିଭାଗ ପୁରାତନ ଛାତ୍ରମାନଙ୍କ ଆଲୁମିନି ମିଟ୍ ସଭାପତି କୈଳାସ ଚନ୍ଦ୍ର ବରାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତଥା ମହାବିଦ୍ୟାଳୟ ପରିଚାଳନା ପରିଷଦ ସଭାପତି ନିଲୁ ମହାପାତ୍ର ଯୋଗଦେଇ…

ବିଜେଡି ଯୁବନେତାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା , କାର୍ଯ୍ୟାନୁଷ୍ଠାନ ନେଉନି ପୋଲିସ, ଜିଲ୍ଲାପାଳଙ୍କୁ ଫେରାଦ

କେନ୍ଦ୍ରାପଡା,୧୯ା୨: ଆଳି ବ୍ଲକର ବିଜେଡି ଯୁବ ସଭାପତି କେଦାରନାଥ ବେହେରାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୁକ୍ତମାନଙ୍କୁ ପୋଲିସ ଗିରଫ କରୁନାହିଁ। ଯାହା ଫଳରେ ଏହି ଅଭିଯୁକ୍ତମାନେ ଅଭିଯୋଗକାରୀଙ୍କୁ ମାମଲା ଉଠାଇଦେବା ପାଇଁ ହତ୍ୟା ଧମକ ଦେଉଛନ୍ତି। ଥାନାରୁ ନ୍ୟାୟ ନମିଳିବା ପରେ…