ପଟ୍ଟାମୁଣ୍ଡାଇ କୋର୍ଟ ପରିସରରୁ ମୋଟର ସାଇକେଲ ଚୋରୀ

ପଟ୍ଟାମୁଣ୍ଡାଇ ତା ୨୧/୯-ପଟ୍ଟାମୁଣ୍ଡାଇ କୋର୍ଟ ପରିସରରୁ ଆଜି ସନ୍ଧ୍ୟା ସମୟରେ ଏକ ହିରୋ ହୋଣ୍ଡା ମୋଟର ସାଇକେଲ ଚୋରୀ ହୋଇଯାଇଛି I ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ଆଦର୍ଶ ଥାନାରେ ଅଭିଯୋଗ ହୋଇଛି I ସ୍ଥାନୀୟ ପୋଲିସ ଏ ସମ୍ପର୍କରେ ଏକ ମୋକଦମା…

ଶାସନ ନୋଡାଲ ହାଇସ୍କୁଲରେ ଅନ୍ତର୍ଜାତୀୟ ଭାଷା ଦିବସ

ପଟ୍ଟାମୁଣ୍ଡାଇ : ୨୧/୦୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନିମପୁର ଶାସନ ହାଇସ୍କୁଲରେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇ ଯାଇଛି ।  ଏହି ଉପଲକ୍ଷେ ପ୍ରଧାନ ଶିକ୍ଷକ ତପନ କୁମାର ରାୟଙ୍କ ପୈାରହିତ୍ୟରେ ଆୟୋଜିତ ସଭାରେ କଥାକାର ପ୍ରଦୀପ ନାୟକ ,…

ଖଡ଼ିଅଣ୍ଟାରେ ନୂତନ ଶିବ ମନ୍ଦିର ପ୍ରତିଷ୍ଠା ଉତ୍ସବ

ପଟ୍ଟାମୁଣ୍ଡାଇ ୨୧/୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଖଡିଅଣ୍ଟା ଗ୍ରାମର ଶ୍ରୀ ଶ୍ରୀ କପିଳେଶ୍ୱର ମହାଦେବ ମନ୍ଦିର ପ୍ରତିଷ୍ଠା ଉତ୍ସବ ୩ ଦିନ ଧରି ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ କଳସ ଶୋଭାଯାତ୍ରାରେ ଗ୍ରାମର ମହିଳା ଓ ପୁରୁଷମାନେ ସାମିଲ…

ଅନ୍ତାଲୋ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅଙ୍ଗନୱାଡିକେନ୍ଦ୍ର ଗୃହ ନିର୍ମାଣ କରାଯିବାକୁ ଗ୍ରାମବାସୀଙ୍କ ଦାବି

କେନ୍ଦ୍ରାପଡ଼ା,୨୧ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଚକ୍ରୋଡା ଗ୍ରାମପଞ୍ଚାୟତର ଅନ୍ତାଲୋ ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅଙ୍ଗନୱାଡିକେନ୍ଦ୍ର ଗୃହ ନିର୍ମାଣ କରାଯିବାକୁ ଗ୍ରାମବାସୀଙ୍କ ପକ୍ଷରୁ ଦାବି କରାଯାଇଛି। ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି ଯେ ଗତ ୧୯୭୮ମସିହାରୁ ଅନ୍ତାଲୋ ଗ୍ରାମର ମଧ୍ୟଭାଗରେ…

ଜିଲ୍ଲାରେ ମଣ୍ଡି ବ୍ୟବସ୍ଥାର ସଂପ୍ରସାରଣ, ନିଯୁକ୍ତି, ଦରବୃଦ୍ଧି ନିୟନ୍ତ୍ରଣ ଦାବିରେ ସିପିଆଇର ଜୋନ ସମ୍ମିଳନୀ

କେନ୍ଦ୍ରାପଡ଼ା,୨୧ା୨: କେନ୍ଦ୍ରାପଡ଼ା ଜିଲ୍ଲାରେ ମଣ୍ଡି ବ୍ୟବସ୍ଥାର ସଂପ୍ରସାରଣ, ନିଯୁକ୍ତି, ଦରବୃଦ୍ଧି ନିୟନ୍ତ୍ରଣ ପ୍ରଭୃତି ଦାବିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଏକ ଜୋନସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀକୁ ଉଦଘାଟନ କରି ଜିଲ୍ଲା ସାଧାରଣ ସମ୍ପାଦକ ଆଇନଜୀବୀ ରମଣୀରଞ୍ଜନ ରାଉତରାୟ…

ସାଇ ଗୃପ ଅଫ ଇନ୍‌ଷ୍ଟିଚ୍ୟୁସନ୍ ପକ୍ଷରୁ ବୃକ୍ଷରୋପଣ

କେନ୍ଦ୍ରାପଡ଼ା,୨୧ା୨: ସାଇ ଗ୍ରୁପ ଅଫ ଇନ୍‌ଷ୍ଟିଚ୍ୟୁସନ୍ ପକ୍ଷରୁ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗ୍ରୁପ୍‌ର ଅଧ୍ୟକ୍ଷ ଚନ୍ଦ୍ରଶେଖର ନାୟକଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନ ଓ ଅଧ୍ୟକ୍ଷତାରେ ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ…