କେନ୍ଦ୍ରାପଡ଼ା,୨୨ା୨: କେନ୍ଦ୍ରାପଡା ସହରର ଫକିରାବାଦ୍ ଆଜାଦ୍ କ୍ଲବ ପକ୍ଷରୁ ଅନୁଷ୍ଠିତ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ୍ ର ପ୍ରଥମ ସେମିଫାଇନାଲ ମ୍ୟାଚ୍ ଶୁକ୍ରବାର ସନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି । ଏହି ଉପଲକ୍ଷେ ଆଜାଦ୍ କ୍ଲବର ସଭାପତି ହିବଜୁର ରହେମାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ରାଜନଗର ବିଧାୟକ ଧ୍ରୁବ ଚରଣ ସାହୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି ମ୍ୟାଚ୍କୁ ଉଦଘାଟନ କରିଥିଲେ । ସମ୍ମାନୀତ ଅତିଥି ଭାବେ କୃଷକ ସଙ୍ଘର […]










