ଗୋବରୀ ମହୋତ୍ସବ ଅନୁଷ୍ଠିତ ରାଜ୍ୟର ବହୁ ପ୍ରତିଭା ସମ୍ବର୍ଦ୍ଧିତ

କେନ୍ଦ୍ରାପଡା,୨୩ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗଣ୍ଡାଖିଆ ଠାରେ ମୁର୍ଛନା ଏବଂ ଓଡିଶା କଲଚର ଆର୍ଟ ଏକାଡେମୀ, ଓଡିଶା ପକ୍ଷରୁ ଗୋବରୀ ମହୋତ୍ସବ-୨୦୨୫ ଅନୁଷ୍ଠିତ ହୋଇଯାଇଛି। ମୁର୍ଛନାର ନିର୍ଦେଶକ ବସନ୍ତ କୁମାର ଦାସଙ୍କ ପୈାରହିତ୍ୟରେ ଏବଂ ସଂଗୀତ ନିର୍ଦେଶକ ଦୀନେଶ ମଲ୍ଲିକଙ୍କ ସଂଯୋଜନାରେ…

ଡେଲି ପାସେଞ୍ଜର୍ ରେଳଗାଡି ଚାଲିବା ପାଇଁ ରେଳମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦ୍ରାପଡ଼ା,୨୩ା୨: ପାରାଦ୍ୱୀପ-ହରିଦାସପୁର ରେଳପଥରେ କେନ୍ଦ୍ରାପଡା ଷ୍ଟେସନ୍‌ରୁ କଟକରୁ ଭୁବନେଶ୍ୱର ଡେଲି ପାସେଞ୍ଜର ଚାଲିବା ପାଇଁ ରେଳମନ୍ତ୍ରୀଙ୍କୁ ସମାଜସେବୀ ସମୀର ଚାନ୍ଦ କେନ୍ଦ୍ରାପଡା ଷ୍ଟେସନ୍ ମାଷ୍ଟର୍ କାହ୍ନୁଚରଣ ସେଠୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ଏଥିସହିତ ରେଳମନ୍ତ୍ରୀ, ପ୍ରଧାନମନ୍ତ୍ରୀ, କେନ୍ଦ୍ରାପଡା ସାଂସଦ,…

ପଟ୍ଟାମୁଣ୍ଡାଇ : ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ନା ଆତ୍ମହତ୍ୟା!, ଥାନାରେ ଅଭିଯୋଗ

ପଟ୍ଟାମୁଣ୍ଡାଇ ୨୨/୨ – ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ବିଲିକଣା ପଂଚାୟତ ଧଣିଆପଲ୍ଲୀ ଗ୍ରାମରେ ଶନିବାର ଏକ ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନାରେ ଅଭିଯୋଗ ହୋଇଛି । ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦ୍ଦେଶ ନପାଇବା ପ୍ରତିବାଦରେ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ସମ୍ମୁଖରେ ଅନଶନ ୨୪ରେ

କେନ୍ଦ୍ରାପଡା,୨୨ା୨: ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ରେ ଗୃହ ନିର୍ମାଣ ପାଇଁ କାର୍ଯ୍ୟାଦ୍ଦେଶ ନମିଳିବାରୁ ଆସନ୍ତା ୨୪ତାରିଖରେ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ସମ୍ମୁଖରେ ଅନଶନ କରିବାକୁ କେତେକ ହିତାଧିକାରୀ ପ୍ରଶାସନକୁ ଚେତାବନୀ ଦେଇଛନ୍ତି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ରାଜନଗର…

ଓସ୍ତପୁର ମଣ୍ଡିରେ ଚାଷୀଙ୍କୁ ଶୋଷଣ ଟୋକନ ପାଇବା ପରେବି ବିକ୍ରୀ ହେଉନି ଧାନ

କେନ୍ଦ୍ରାପଡା,୨୨ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଓସ୍ତପୁର ଧାନମଣ୍ଡିରେ ଚାଷୀମାନଙ୍କୁ ଶୋଷଣ କରାଯାଉଥିବା ନେଇ ବେଷାମରିକ ଯୋଗାଣ ଅଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଛି । ନବନିର୍ମାଣ କୃଷକ ସଙ୍ଘର ଏକ ପ୍ରତିନିଧିଦଳ ଏହି ଅଭିଯୋଗ ଆଣିଛନ୍ତି । ସଙ୍ଘ କହିଛି ଯେ ୪ଶହରୁ…

ଜିଲ୍ଲା ଓକିଲ ସଂଘ ଦ୍ୱାରା ନୂତନ ଫୌଜଦାରୀ ଆଇନ ସମ୍ପର୍କରେ ଆଲୋଚନା ଚକ୍ର

କେନ୍ଦ୍ରାପଡା,୨୨ା୨: କେନ୍ଦ୍ରାପଡା ଜିଲ୍ଲା ଓକିଲ ସଂଘ ଦ୍ୱାରା ଆୟୋଜିତ ନୂତନ ଫୌଜଦାରୀ ସଂଶୋଧିତ ଆଇନ ଯାହାକି ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା, ଭାରତୀୟ ସାକ୍ଷ୍ୟ ଅଧିନିୟମ ସମ୍ପର୍କରେ ଏକ ଆଲୋଚନା ଚକ୍ର ଜିଲ୍ଲା ଓକିଲ ସଂଘ ସଭାପତି…