କେନ୍ଦ୍ରାପଡା,୨୩ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗଣ୍ଡାଖିଆ ଠାରେ ମୁର୍ଛନା ଏବଂ ଓଡିଶା କଲଚର ଆର୍ଟ ଏକାଡେମୀ, ଓଡିଶା ପକ୍ଷରୁ ଗୋବରୀ ମହୋତ୍ସବ-୨୦୨୫ ଅନୁଷ୍ଠିତ ହୋଇଯାଇଛି। ମୁର୍ଛନାର ନିର୍ଦେଶକ ବସନ୍ତ କୁମାର ଦାସଙ୍କ ପୈାରହିତ୍ୟରେ ଏବଂ ସଂଗୀତ ନିର୍ଦେଶକ ଦୀନେଶ ମଲ୍ଲିକଙ୍କ ସଂଯୋଜନାରେ ଏହି ମହୋତ୍ସବ ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବରେ ଶିକ୍ଷାବିତ ତଥା ସମାଜସେବୀ ଶଶଧର ପଣ୍ଡା ମୁଖ୍ୟଅତିଥି, ବିଶିଷ୍ଟ ସମାଜସେବୀ ତପନ କୁମାର ଦାସ ମୁଖ୍ୟବକ୍ତା, ରାଜ୍ୟ ସଂସ୍କୃତି […]
Day: 23 February 2025
କେନ୍ଦ୍ରାପଡ଼ା,୨୩ା୨: ପାରାଦ୍ୱୀପ-ହରିଦାସପୁର ରେଳପଥରେ କେନ୍ଦ୍ରାପଡା ଷ୍ଟେସନ୍ରୁ କଟକରୁ ଭୁବନେଶ୍ୱର ଡେଲି ପାସେଞ୍ଜର ଚାଲିବା ପାଇଁ ରେଳମନ୍ତ୍ରୀଙ୍କୁ ସମାଜସେବୀ ସମୀର ଚାନ୍ଦ କେନ୍ଦ୍ରାପଡା ଷ୍ଟେସନ୍ ମାଷ୍ଟର୍ କାହ୍ନୁଚରଣ ସେଠୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ଏଥିସହିତ ରେଳମନ୍ତ୍ରୀ, ପ୍ରଧାନମନ୍ତ୍ରୀ, କେନ୍ଦ୍ରାପଡା ସାଂସଦ, କେନ୍ଦ୍ରାପଡା ବିଧାୟକଙ୍କୁ ଦାବିପତ୍ର ଦେଇଛନ୍ତି । ପ୍ରତ୍ୟେକ ଦିନ କଟକ, ଭୁବନେଶ୍ୱରକୁ ରେଳ ଚାଲିଲେ । ସାଧାରଣ ଲୋକେ ଅନେକ ଉପକୃତ ହେବେ । କଟକ, ଭୁବନେଶ୍ୱରରେ […]
ପଟ୍ଟାମୁଣ୍ଡାଇ ୨୨/୨ – ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ ବିଲିକଣା ପଂଚାୟତ ଧଣିଆପଲ୍ଲୀ ଗ୍ରାମରେ ଶନିବାର ଏକ ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନାରେ ଅଭିଯୋଗ ହୋଇଛି । ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଂଚି ମୃତ ମହିଳାଙ୍କ ଶବ ଜବତ କରିବା ସହିତ ବ୍ୟବଛେଦ ପାଇଁ ପଠାଇଛି । ଗ୍ରାମାଂଚଳ ଥାନା ପୋଲିସ ଏ ସମ୍ପର୍କରେ ମାମଲା ୭୦/୨୦୨୫ ରୁଜୁ କରି […]
କେନ୍ଦ୍ରାପଡା,୨୨ା୨: ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ରେ ଗୃହ ନିର୍ମାଣ ପାଇଁ କାର୍ଯ୍ୟାଦ୍ଦେଶ ନମିଳିବାରୁ ଆସନ୍ତା ୨୪ତାରିଖରେ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ସମ୍ମୁଖରେ ଅନଶନ କରିବାକୁ କେତେକ ହିତାଧିକାରୀ ପ୍ରଶାସନକୁ ଚେତାବନୀ ଦେଇଛନ୍ତି । ଘଟଣାରୁ ପ୍ରକାଶ ଯେ କେନ୍ଦ୍ରାପଡା ଜିଲ୍ଲାର ରାଜନଗର ବ୍ଲକ ଅନ୍ତର୍ଗତ ଦେବେନ୍ଦ୍ରନଗର ଗ୍ରାମର ସ୍ୱର୍ଗତ ବିଜୟ ସାହାଣୀଙ୍କ ପତ୍ନୀ କୈାଶଲ୍ୟା ସାହାଣୀବ୍ସେହି ବ୍ଲକର କବିତା ସ୍ୱାଇଁ, ବାସନ୍ତୀ ବଳ, ପଟ୍ଟାମୁଣ୍ଡାଇ ବ୍ଲକର ମୀନତି ଜେନା, ସଂଯୁକ୍ତା […]
କେନ୍ଦ୍ରାପଡା,୨୨ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଓସ୍ତପୁର ଧାନମଣ୍ଡିରେ ଚାଷୀମାନଙ୍କୁ ଶୋଷଣ କରାଯାଉଥିବା ନେଇ ବେଷାମରିକ ଯୋଗାଣ ଅଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଛି । ନବନିର୍ମାଣ କୃଷକ ସଙ୍ଘର ଏକ ପ୍ରତିନିଧିଦଳ ଏହି ଅଭିଯୋଗ ଆଣିଛନ୍ତି । ସଙ୍ଘ କହିଛି ଯେ ୪ଶହରୁ ଅଧିକ ଚାଷୀ ମେସେଜ ପାଇଥିଲେ ମଧ୍ୟ ଟୋକନ ପାଇବାରୁ ବଞ୍ଚିତ ହୋଇଛନ୍ତି । ସେହିପରି କେତେକ ଚାଷୀ ଟୋକନ ପାଇଥିଲେବି ଧାନ ବିକ୍ରୀ କରିପାରିନାହାନ୍ତି । ଜାନୁଆରୀ […]
କେନ୍ଦ୍ରାପଡା,୨୨ା୨: କେନ୍ଦ୍ରାପଡା ଜିଲ୍ଲା ଓକିଲ ସଂଘ ଦ୍ୱାରା ଆୟୋଜିତ ନୂତନ ଫୌଜଦାରୀ ସଂଶୋଧିତ ଆଇନ ଯାହାକି ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା, ଭାରତୀୟ ସାକ୍ଷ୍ୟ ଅଧିନିୟମ ସମ୍ପର୍କରେ ଏକ ଆଲୋଚନା ଚକ୍ର ଜିଲ୍ଲା ଓକିଲ ସଂଘ ସଭାପତି ଆଇନଜୀବୀ ଧ୍ରୁବଚରଣ ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ବାର୍ କାଉନ୍ସିଲ୍ ଓ ରାଜ୍ୟ ଆଇନଜୀବୀ ସଂଘର ପୂର୍ବତନ […]










