ହାଇୱା ଧକ୍କାରେ ମହିଳା ମୃତ , ପ୍ରତିବାଦରେ ଟାୟାର ଜାଳି ରାସ୍ତା ରୋକ

କେନ୍ଦ୍ରାପଡ଼ା,୨୪ା୨: କେନ୍ଦ୍ରାପଡ଼ା ଟାଉନ୍ ଥାନା ଅନ୍ତର୍ଗତ ତିନିମୁହାଣୀ ଚଟିପୋଲ ନିକଟ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ସମ୍ମୁଖ କଟକ- ଚାନ୍ଦବାଲି ରାଜପଥରେ ଏକ ହାଇୱା ଧକ୍କାରେ ସୋମବାର ପୂର୍ବାହ୍ଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଉଛନ୍ତି କେନ୍ଦ୍ରାପଡ଼ା ଟାଉନ…

ଆଜାଦ୍ କ୍ଲବ ପକ୍ଷରୁ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ , ଫୁଲବାଣୀର ଜେଡି କ୍ଲବ କଟକର ଟାର୍ଜନ କ୍ଲବକୁ ୧-୦ଗୋଲରେ ହରାଇ ଚମ୍ପିୟନ

କେନ୍ଦ୍ରାପଡ଼ା,୨୪ା୨: କେନ୍ଦ୍ରାପଡା ସହରର ଫକିରାବାଦ୍ ଆଜାଦ୍ କ୍ଲବ ପକ୍ଷରୁ ଅନୁଷ୍ଠିତ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ୍ ର ଫାଇନାଲ ମ୍ୟାଚ୍ ଅନୁଷ୍ଠିିତ ହୋଇଯାଇଛି। ଏହି ଉପଲକ୍ଷେ ଆଜାଦ୍ କ୍ଲବର ସଭାପତି ହିବଜୁର ରହେମାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ…

କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କର ୩୮ତମ ସ୍ୱନକ୍ଷତ୍ର ଦିବସ , ଉତ୍କଳ ଗୌରବ ମଧୁବାବୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ

କେନ୍ଦ୍ରାପଡ଼ା,୨୪ା୨: ରାଜ୍ୟର ଅଗ୍ରଣୀ ସମବାୟ ଅନୁଷ୍ଠାନ କେନ୍ଦ୍ରାପଡା ଅର୍ବାନ କୋ-ଅପରେଟିଭ୍ ବ୍ୟାଙ୍କର ୩୮ତମ ପ୍ରତିଷ୍ଠା ଦିବସ ବ୍ୟାଙ୍କର ମୁଖ୍ୟ କାର୍ଯ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଅବସରରେ ବ୍ୟାଙ୍କ ପରିଚାଳନା ପରିଷଦର ସଭାପତି ଗୁରୁପ୍ରସାଦ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ…

ବାଲିପାଟଣାରେ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର

ପଟ୍ଟାମୁଣ୍ଡାଇ ତା ୨୪/୨- ହରା ଭାରତ ଓ ଭୁବନେଶ୍ୱର ଉତ୍କଳ ହସ୍ପିଟାଲ ମିଳିତ ଆନୁକୁଲ୍ୟରେ ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କ ନିମନ୍ତେ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଟିତ ହୋଇଯାଇଛି। ଏଥିରେ ଉତ୍କଳ ହସ୍ପିଟାଲର ଅଭିଜ୍ଞ ଡାକ୍ତର ଦୀପକ ବେହେରା (ହୃଦରୋଗ ବିଶେଷଜ୍ଞ), ଡାକ୍ତର ଦୀପକ…

ଆଜାଦ୍ କ୍ଲବ ପକ୍ଷରୁ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ , ବନ୍ଧୁତ୍ୱପୂର୍ଣ୍ଣ ବାଳିକା ମ୍ୟାଚରେ ୩-୦ଗୋଲରେ କେନ୍ଦ୍ରାପଡା ବିଜୟୀ

କେନ୍ଦ୍ରାପଡ଼ା,୨୩ା୨: କେନ୍ଦ୍ରାପଡା ସହରର ଫକିରାବାଦ୍ ଆଜାଦ୍ କ୍ଲବ ପକ୍ଷରୁ ଅନୁଷ୍ଠିତ ଜାତୀୟ ସ୍ତରୀୟ ଦିବାରାତ୍ର ଫୁଟବଲ ଟୁର୍ଣ୍ଣାମେଣ୍ଟ୍ ର ଏକ ବନ୍ଧୁତ୍ୱପୂର୍ଣ୍ଣ ବାଳିକା ଫୁଟବଲ ମ୍ୟାଚ୍ ରବିିବାର ସନ୍ଧ୍ୟାରେ ଅନୁଷ୍ଠିିତ ହୋଇଯାଇଛି। ଏହି ଉପଲକ୍ଷେ ଆଜାଦ୍ କ୍ଲବର ସଭାପତି ହିବଜୁର ରହେମାନଙ୍କ…