କଜଳା ବିଲେଶ୍ୱର ମହାଦେବଙ୍କ ଜାଗର ଯାତ୍ରା

କେନ୍ଦ୍ରାପଡା୨୬/୨-କେନ୍ଦ୍ରାପଡା କଜଳା ବିଲେଶ୍ୱର ମହାଦେବଙ୍କ କାଗର ଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରାତ ୪ଟା ସମୟରେ ମହାସ୍ନାନ କାରାଯାଇ ପ୍ରାତ ୫ଟା ସମୟରେ ମଙ୍ଗଳା ଆରତି କାରାଯିବା ପରେ ବଡସିଂହାର ବେଷ ଅନୁଷ୍ଠିତ ହୋଇଥିଲା । ହଜାର…

ପଟ୍ଟାମୁଣ୍ଡାଇରେ ମହାଶିବରାତ୍ରି ଓ ଜାଗରଯାତ୍ରା

ପଟ୍ଟାମୁଣ୍ଡାଇ ତା ୨୬/୨-ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଞ୍ଚଳର ବିଭିନ୍ନ ସ୍ଥାନରେ ପବିତ୍ର ମହାଶିବରାତ୍ରି ଓ ଜାଗର ଯାତ୍ରା ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି ।  ପଟ୍ଟାମୁଣ୍ଡାଇ ଉତିକଣ ଅଂଚଳର ପ୍ରସିଦ୍ଧ ଶୈବ ପୀଠ ଚନ୍ଦନନଗର ଚନ୍ଦ୍ରମଉଳି ପୀଠରେ ମହାଶିବ ରାତ୍ରି ଉପଲକ୍ଷେ…

ତୁଳସୀକ୍ଷେତ୍ରରେ ମହାଶିବରାତ୍ରୀ ପାଳିତ

କେନ୍ଦ୍ରାପଡା,୨୬ା୨: ତୁଳସୀ କ୍ଷେତ୍ରରେ ବୁଧବାର ପବିତ୍ର ମହାଶିବରାତ୍ରି ଜାଗର ଯାତ୍ରା ନୀତି ଧୁମ୍‌ଧାମରେ ପାଳିତ ହୋଇଯାଇଛି। କ୍ଷେତ୍ର ମଧ୍ୟସ୍ଥ ବ୍ୟକଣ୍ଠେସ୍ୱର, କାଶୀବିଶ୍ୱନାଥ, ସିଦ୍ଧେଶ୍ୱ. ୟେଶାନିଶ୍ୱର୍‌, କ୍ଷେତ୍ର ପାର୍ଶ୍ୱବର୍ତ୍ତୀ ବୈଦ୍ୟନା. ଦେଉଳେଶ୍ୱର, ଦଣ୍ଡେଶ୍ୱର କୁମାରେଶ୍ୱର୍ ଭରତପୁରର ବଟେଶ୍ୱର ଓ ପ୍ରସିଦ୍ଧ ଅମରେଶ୍ୱର ପ୍ରଭୃତି…

ଦୁଷ୍କର୍ମ ଉଦ୍ୟମ ଅପରାଧରେ ଦୋଷୀଙ୍କୁ ସାଢେ ୩ବର୍ଷ ଜେଲଦଣ୍ଡ

କେନ୍ଦ୍ରାପଡା,୨୫ା୨: ଏକ ଦୁଷ୍କର୍ମ ଉଦ୍ୟମ ମାମଲାର ବିଚାର କରି କେନ୍ଦ୍ରାପଡା ଫାଷ୍ଟଟ୍ରାକ୍ ଅତିରିକ୍ତ ଜିଲ୍ଲାଜଜ ତ୍ରିବିକ୍ରମକେଶରୀ ଚିନ୍ନାରା ଦୋଷୀଙ୍କୁ ସାଢେ ତିନି ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ମାମଲାର ବିବରଣୀରୁ ପ୍ରକାଶ ଯେ କେନ୍ଦ୍ରାପଡା ଟାଉନ ଥାନା ଅଞ୍ଚଳର ଜନୈକ ଲୋକଙ୍କର…

ଶ୍ରୀ ଶ୍ରୀ ତ୍ରିବାଙ୍କେଶ୍ୱର ମନ୍ଦିର ତୃତୀୟ ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା, ୨୫/୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମର ଗୋବରୀ ନଦୀ କୂଳରେ ଅବସ୍ଥିତ ଶ୍ରୀ ଶ୍ରୀ ତ୍ରିବାଙ୍କେଶ୍ୱର ଶିବ ମନ୍ଦିରର ତୃତୀୟ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଗତ ରବିବାର ଦିନ ଅଙ୍କୁରାରୋପାଣ କରାଯାଇଥିଲା ।…

ମହାକୁମ୍ଭ କବିତା ଆସର

କେନ୍ଦ୍ରାପଡା: ରାଷ୍ଟ୍ରବାଦୀ ସାମାଜିକ ସଂଗଠନ “ଜୟରାଷ୍ଟ୍ର ଚାରିଟେବୁଲ୍ ଟ୍ରଷ୍ଟ’ ପକ୍ଷରୁ ସ୍ଥାନୀୟ ପବ୍ଲିକ୍ ରିଡ଼ିଙ୍ଗରୁମ୍ ଠାରେ ମହାକୁମ୍ଭ କବିତା ଆସର ଅନୁଷ୍ଠିତ ହୋଇଯାଇଛି । “ମହାକୁମ୍ଭ କବିତା ନୈବେଦ୍ୟ’ ଶୀର୍ଷକ ଏହି ଆସରକୁ ବିଶିଷ୍ଟ କବି ଡାକ୍ତର ଅମିୟ ରଞ୍ଜନ ମହାପାତ୍ର…