ପଟ୍ଟାମୁଣ୍ଡାଇ ବ୍ଲକରେ ସୁଶାସନ ଓ ବିକାଶ କର୍ମଶାଳା

ପଟ୍ଟାମୁଣ୍ଡାଇ ୨୭/ – ରାଜ୍ୟ ସରକାରଙ୍କ ପଂଚାୟତରାଜ ବିଭାଗ ନିର୍ଦେଶରେ ପଟ୍ଟାମୁଣ୍ଡାଇ ବ୍ଲକ ସମ୍ମିଳନୀ କକ୍ଷରେ ସୁଶାସନ ଓ ବିକାଶ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଜିପିଡିଓ ପିତାମ୍ବର ଜେନାଙ୍କ ପୌରହିତ୍ୟରେ ଆୟୋଜିତ ସୁଶାସନ ଓ ବିକାଶ କର୍ମଶାଳା ସଚେତନତା ଶିବିରରେ…

ଚେନାଇରେ ‘ଭାରତ ଭାରତୀ’ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

ପଟ୍ଟାମୁଣ୍ଡାଇ ୨୭/୨ – ଓଡ଼ିଆ ଭାଷା, ସଂସ୍କୃତି ଓ ସାହିତ୍ୟକୁ ଜାତୀୟ ସ୍ତରରେ ପରିଚିତ କରିବା ଉଦ୍ଦେଶ୍ୟ ନେଇ ଚେନାଇସ୍ଥିତ ପ୍ରବାସୀ ଓଡ଼ିଆ ‘ଭାରତ ଭାରତୀ’ ସଂଗଠନ ପକ୍ଷରୁ ଗତ ୨୩ ତାରିଖ ଦିନ ଅନ୍ତର୍ଜାତୀୟ ମାତୃଭାଷା ସମ୍ମିଳନୀ ଅନୁଷ୍ଠିତ ହେଇଯାଇଛି।…

ଵନ୍ତୋ ସେଣ୍ଟ ଜାଭିଅର ହାଇସ୍କୁଲ ବାର୍ଷିକ ଉତ୍ସବ

ପଟ୍ଟାମୁଣ୍ଡାଇ ତା ୨୭/୨- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଚନ୍ଦନନଗର ବନ୍ତୋ ସେଣ୍ଟ ଜାଭିଅର ହାଇସ୍କୁଲର ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ଅଧକ୍ଷା ଲଷ୍ମୀପ୍ରିୟା ଦାଶଙ୍କ ପୌରହିତ୍ୟରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ ପଟ୍ଟାମୁଣ୍ଡାଇ କଲେଜ ପ୍ରାକ୍ତନ ଅଧକ୍ଷ ପ୍ରଫେସର ଦେବବ୍ରତ…

କେନ୍ଦ୍ରାପଡା ଜିଲ୍ଲାରେ ଚଳିତ ବର୍ଷ ୧୮ ହଜାର ୭୨୦ ମାଟ୍ରିକ ପରୀକ୍ଷାର୍ଥୀ :୧୦୭ ଟି କେନ୍ଦ୍ର ଏବଂ ୯ଟି ନୋଡାଲ କେନ୍ଦ୍ରରେ ସି.ସି.ଟିଭିର ବ୍ୟବସ୍ଥା

କେନ୍ଦ୍ରାପଡ଼ା, ୨୭ା୨: କେନ୍ଦ୍ରାପଡା ଜିଲ୍ଲାରେ ଗତ ୨୧ ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା। ଆସନ୍ତା ମାର୍ଚ୍ଚମାସ ୬ ତାରିଖରେ ଏହି ପରୀକ୍ଷା ଶେଷହେବ। ଚଳିତ ବର୍ଷ ଜିଲ୍ଲାରେ ୧୦୭ଟି…

ଜିଆରଏସଙ୍କୁ ୪ବର୍ଷ ଜେଲଦଣ୍ଡ

କେନ୍ଦ୍ରାପଡା,୨୭ା୨: ଏକ ଲାଞ୍ଚ କାରବାର ମାମଲାର ବିଚାର କରି କଟକସ୍ଥିତ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ ଅନ୍ତର୍ଗତ ଏଣ୍ଡର ଗ୍ରାମପଞ୍ଚାୟତର ପୂର୍ବତନ ଗ୍ରାମରୋଜଗାର ସେବକ(ଜି.ଆର.ଏସ.) ଲଳିତବସନ୍ତ ଘଡେଇଙ୍କୁ ୪ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିବା ସହିତ ଏକ ହଜାର…

୧୦ଟି ପଞ୍ଚାୟତକୁ ନେଇ ନୂତନ ବ୍ଲକ ପ୍ରତିଷ୍ଠା ଦାବି

କେନ୍ଦ୍ରାପଡ଼ା,୨୭ା୨: କେନ୍ଦ୍ରାପଡା ଜିଲ୍ଲାର ଆଳି ବ୍ଲକର ୧୦ଟି ଗ୍ରାମପଞ୍ଚାୟତକୁ ନେଇ ଏକ ନୂତନ ବ୍ଲକ ଗଠନ କରାଯିବାକୁ ଦାବି ହୋଇଛି। ଏନେଇ ଦଶ ପଞ୍ଚାୟତ ବିକାଶ ପରିଷଦ ସଭାପତି ବ୍ରଜସୁନ୍ଦର ଭୂୟାଁଙ୍କ ନେତୃତ୍ୱରେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ…

କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଆତ୍ମରକ୍ଷା ଶିବିର ଉଦ୍‌ଘାଟନ

କେନ୍ଦ୍ରାପଡା,୨୭ା୨: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟରେ +୩ ପ୍ରଥମ ବର୍ଷର ଛାତ୍ରୀମାନଙ୍କ ପାଇଁ ଏକ ଆତ୍ମସୁରକ୍ଷା ଶିବିର ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଫେସର ଅଭିଜିତ୍ ବୋଷ୍‌ଙ୍କ ପୌରହିତ୍ୟରେ ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ଅଧ୍ୟକ୍ଷ ଶ୍ରୀ ବୋଷ୍ ଛାତ୍ରୀମାନଙ୍କୁ ଆତ୍ମରକ୍ଷା କୌଶଳର ଆବଶ୍ୟକତା…

ପାରାକ୍ରୀଡ଼ାବିତ୍ ଙ୍କୁ ବ୍ୟାଟେରୀ ଚାଳିତ ସ୍କୁଟର ପ୍ରଦାନ

କେନ୍ଦ୍ରାପଡା ୨୭/୨ – କେନ୍ଦ୍ରାପଡା ଜିଲ୍ଲାରେ ଭିନ୍ନକ୍ଷମଙ୍କ ସଶକ୍ତିକରଣ ଦିଗରେ କାର୍ଯ୍ୟରତ ଅନୁଷ୍ଠାନ ‘ପୁନର୍ବାସ’ ପକ୍ଷରୁ ଚଳନଶକ୍ତି ବାଧିତ ଡେରାବିଶ ବ୍ଲକ ହରିଅଙ୍କ ଗ୍ରାମର ପାରାକ୍ରୀଡାବିତ୍ ବଲରାମ ସ୍ୱାଇଁଙ୍କୁ ମାଡ୍ରାସ ଆଇଆଇଟି ଦ୍ୱାରା ଉଦ୍ଭାଭିତ ଆତ୍ୟାଧୁନିକ ନିଓମୋସନ ବ୍ୟାଟେରୀ ସ୍କୁଟି ପ୍ରଦାନ…

ଗରାପୁରରେ ରେଲ୍‌ୱେ ଟିକେଟ୍ କାଉଣ୍ଟର ଉଦ୍‌ଘାଟିତ

କେନ୍ଦ୍ରାପଡା,୨୭ା୨: କେନ୍ଦ୍ରାପଡା ସହର ଉପକଣ୍ଠ ଗରାପୁରଠାରେ ରେଳବାଇର ନୂତନ ଟିକେଟ୍ କାଉଣ୍ଟର ଉଦ୍‌ଘାଟିତ ହୋଇଯାଇଛି । କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ମୁଖ୍ୟ ଅତିଥି, ଉପାଧ୍ୟକ୍ଷ ପ୍ରତାପ ନାରାୟଣ ମହାପାତ୍ର, ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ମାନସ ରଞ୍ଜନ ପରିଡା, ରେଳବାଇର…

ଗରାପୁର ସାଇ ମନ୍ଦିରରେ ଜାଗର ଉତ୍ସବ

କେନ୍ଦ୍ରାପଡା,୨୭ା୨:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁର ସାଇ ମନ୍ଦିରରେ ପୂର୍ବତନ ସାଂସଦ ଅର୍ଚ୍ଚନା ନାୟକଙ୍କ ତତ୍ୱାବଧାନରେ ଜାଗର ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଦିନସାରା ବିଧି ଅନୁସାରେ ସାଇ ମନ୍ଦିର ସମସ୍ତ ପୂଜାର୍ଚ୍ଛନା ହେବାପରେ ସନ୍ଧ୍ୟା ସମୟରେ ଆଳତୀ କରାଯାଇଥିଲା । ଏହି ଉପଲକ୍ଷେ…

ମହାଦେବ ସେନାର ବାର୍ଷିକ ଯଜ୍ଞ ଉତ୍ସବ-୨୦୨୫

କେନ୍ଦ୍ରାପଡ଼ା,୨୭ା୨: ଗତକାଲି କେନ୍ଦ୍ରାପଡ଼ା ନିକଟସ୍ଥ ବାରୁଅ ଗ୍ରାମ ଇଟ୍ଟୀପୁର ପ୍ରସିଦ୍ଧ ଗିରିମଠ ପରିସରରେ ଚଳିତ ବର୍ଷ -୨୦୨୫ ପବିତ୍ର ମହାଶିବରାତ୍ରି ଉପଲକ୍ଷେ ବାର୍ଷିକ ଯଜ୍ଞ ଉତ୍ସବ, ଆଧ୍ୟାତ୍ମିକ ସଭା, ସମ୍ବର୍ଦ୍ଧନାସଭା, ଭଜନ କାର୍ଯ୍ୟକ୍ରମ ଇତ୍ୟାଦି ସ୍ଥାନୀୟ ମହାଦେବ ସେନା ତରଫରୁ ଅନୁଷ୍ଠିତ…