ଗ୍ରାମେଶ୍ୱର ମହୋତ୍ସବ ଅନୁଷ୍ଠିତ , ପୂଜ୍ୟପୂଜାଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ

କେନ୍ଦ୍ରାପଡ଼ା,୨୮ା୨: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଜମଧର ଗ୍ରାମପଞ୍ଚାୟତର ଜଣ୍ଟିଲୋ ଗ୍ରାମରେ ଗ୍ରାମେଶ୍ୱର ମହୋତ୍ସବ ପବିତ୍ର ଜାଗର ଅବସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅବସରପ୍ରାପ୍ତ କର୍ମଚାରୀ ରବୀନ୍ଦ୍ର ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ମହୋତ୍ସବରେ କୃଷିବିଜ୍ଞାନକେନ୍ଦ୍ରର ବୈଜ୍ଞାନିକ ଡ. ତାପସରଞ୍ଜନ ସାହୁ ମୁଖ୍ୟଅତିଥି,…

ଓଳକଣା ମେଲଣ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ , ବିମାନ ଶୋଭାଯାତ୍ରାରେ ଡିଜେ ବନ୍ଦ ନିଷ୍ପତ୍ତି

କେନ୍ଦ୍ରାପଡା,୨୮ା୨: ଆସନ୍ତ ମାର୍ଚ୍ଚ ୧୩ ତାରିଖରେ ଅନୁଷ୍ଠିତ ହେବ ପ୍ରସିଦ୍ଧ ଓଳକଣା ମେଳଣ। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚି ସାରିଛି। ଏହି ମେଳଣଟି କେନ୍ଦ୍ରାପଡା ଓ କଟକ ଜିଲ୍ଲାର କେନ୍ଦ୍ରସ୍ଥଳରେ ଅନୁଷ୍ଠିତ ହୁଏ। ତେବେ ଶୁକ୍ରବାର ମେଳଣ ପଡିଆ ସ୍ଥିତ…

କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟରେ ଅଧ୍ୟାପକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

କେନ୍ଦ୍ରାପଡା,୨୮ା୨: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଶିକ୍ଷା ବିଭାଗ ପ୍ରାଧ୍ୟାପକ ଡକ୍ଟର ପ୍ରଭାକର ମଲ୍ଲିକ ଶୁକ୍ରବାର ଚାକିରୀରୁ ଅବସର ଗ୍ରହଣ କରିଛନ୍ତି। ସେ ସୁଭଦ୍ରା ମହତାବ ମହାବିଦ୍ୟାଳୟ, ଅସୁରେଶ୍ୱରରୁ ଚାକିରୀ ଆରମ୍ଭ କରି ତୁଳସୀ ମହିଳା ମହାବିଦ୍ୟାଳୟ ଏବଂ ଶେଷରେ କେନ୍ଦ୍ରାପଡା ସ୍ୱୟଂଶାସିତ…