ରେଡ଼ିଓ ଭାବଗ୍ରାହୀର ୪ର୍ଥ ସ୍ୱନକ୍ଷତ୍ର ଦିବସ ସମାରୋହ

କେନ୍ଦ୍ରାପଡ଼ା,୪ା୩: ପୂର୍ବାହ୍ନରେ ଜିଲ୍ଲାର ଏକମାତ୍ର ଗୋଷ୍ଠୀ ବେତାର କେନ୍ଦ୍ର ବାରୁଅସ୍ଥିତ ରେଡ଼ିଓ ଭାବଗ୍ରାହୀର ୪ର୍ଥ ସ୍ୱନକ୍ଷତ୍ର ଦିବସ ଉତ୍ସବ ଭାବଗ୍ରାହୀ କଳା ନିକେତନର ଅକ୍ଷୟ ମହାନ୍ତି କକ୍ଷରେ ମହାସମାରୋହରେ ପାଳିତ ହୋଇଯାଇଛି। ରେଡ଼ିଓ ଭାବଗ୍ରାହୀର ପ୍ରତିଷ୍ଠାତା ସଙ୍ଗୀତଜ୍ଞ ବିମଳ ପ୍ରସାଦ ପରିଡାଙ୍କ…

ଗାଁଦାଣ୍ଡରେ ମହିଳାଙ୍କୁ ଉଲଗ୍ନ କରି ମାଡ଼ ଘଟଣା ଆକ୍ରମଣର ଶିକାର ମହିଳା ବିରୋଧରେ ମାମଲା

କେନ୍ଦ୍ରାପଡା,୪ା୩: କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଏକ ଗ୍ରାମର ଜନୈକ ମହିଳାଙ୍କୁ ଗାଁଦାଣ୍ଡରେ ଉଲଗ୍ନ କରି ମାଡ ମାରିବା ଘଟଣାରେ ସଦର ଥାନା ପୋଲିସ ଆକ୍ରମଣର ଶିକାର ମହିଳା ବିରୋଧରେ ମାମଲା ରୁଜୁ କରିବା ଘଟଣା ସାଧାରଣରେ ଆଶ୍ଚର୍ଯ୍ୟଚକିତ କରିଛି। ସେହିପରି…

ଆସୁଛି ଦଳୀୟ ନିର୍ବାଚନ ବିଜେଡି ପକ୍ଷରୁ ସହକାରୀ ନିର୍ବାଚନ ଅଧିକାରୀ ନିଯୁକ୍ତ

କେନ୍ଦ୍ରାପଡ଼ା, ୪ା୩ : ଦଳୀୟ ନିର୍ବାଚନ ନିମନ୍ତେ ବିଜୁ ଜନତାଦଳ ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲାର ପ୍ରତ୍ୟେକ ବ୍ଲକ ଓ ପୈାରାଞ୍ଚଳ ପାଇଁ ସହକାରୀ ନିର୍ବାଚନ ଅଧିକାରୀମାନଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ଏନେଇ ମଙ୍ଗଳବାର ଗରାପୁରସ୍ଥିତ ଜିଲ୍ଲା ବିଜେଡି ନିର୍ବାଚନ ଅଧିକାରୀ ଆଇନଜୀବୀ…

ପୁନର୍ବାସ ତରଫରୁ ଟେକ୍ନୋ-ସକ୍ଷମ ମିଶନର ଶୁଭାରମ୍ଭ

କେନ୍ଦ୍ରାପଡା,୪ା୩: ଭିନ୍ନକ୍ଷମଙ୍କ ସଶକ୍ତିକରଣ ଦିଗରେ କାର୍ଯରତ ପୁନର୍ବାସ ଅନୁଷ୍ଠାନ ତରଫରୁ ଟେକ୍ନୋ-ସକ୍ଷମ ମିଶନର ଶୁଭାରମ୍ଭ ଫାଲଗୁନ ଶୁକ୍ଳ ପଞ୍ଚମୀର ପବିତ୍ର ତିଥିରେ କରାଯାଇଛି। ଏଥି ନିମନ୍ତେ ସ୍ଥାନୀୟ ମାଧପୁରସ୍ଥିତ ଅମର ଉଦ୍ୟାନଠାରେ ଓଡ଼ିଶା ନଲେଜ୍ କର୍ପୋରେସନ ଲିମିଟେଡ୍‌ର ପ୍ରଚାର ରଥକୁ କେନ୍ଦ୍ରାପଡାର…

ରାଜନଗର ସିଡିପିଓଙ୍କ ଦୁର୍ବ୍ୟବହାର ପ୍ରତିବାଦ ବଦଳି ଦାବି କଲେ ଅଙ୍ଗନୱାଡି କର୍ମୀ

କେନ୍ଦ୍ରାପଡ଼ା,୪ା୩: ରାଜନଗରର ସମନ୍ୱିତ ଶିଶୁ ବିକାଶ ଅଧିକାରୀ (ସିଡିପିଓ)ଙ୍କ ଅଙ୍ଗନୱାଡି କର୍ମୀଙ୍କ ପ୍ରତି ଅଶାଳୀନ ବ୍ୟବହାରରେ ଅତିଷ୍ଟ ହୋଇ ନ୍ୟାୟ ପାଇଁ ରାଜନଗର ଅଙ୍ଗନୱାଡି କର୍ମୀମାନେ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଦୁର୍ନୀତି ଖୋର ସିଡିପିଓଙ୍କୁ ଅନ୍ୟତ୍ର ବଦଳି କରିବାକୁ…

ନେହେରୁ ଯୁବକେନ୍ଦ୍ର ପକ୍ଷରୁ ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତା

କେନ୍ଦ୍ରାପଡ଼ା, ୪ା୩ : ନେହେରୁ ଯୁବକେନ୍ଦ୍ର ଓ ମୋ ଭାରତ ପକ୍ଷରୁ ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତା କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ଖେଳପଡିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କବାଡି, ଫୁଟବଲ୍‌, ସ୍ଲୋ ସାଇକେଲ ରେସ୍‌, ବ୍ୟାଡମିଣ୍ଟନ, ଟାଇବୁଣ୍ଡ ଓ ଦୈାଡ…

ସେମିଫାଇନାଲରେ କୋହଲିଙ୍କ କମାଲ ଅଷ୍ଟ୍ରେଲିଆକୁ ୪ ୱିକେଟରେ ହରାଇ ଫାଇନାଲରେ ଭାରତ

ଦୁବାଇ ୪ା୩- ଆଇସିସି ଚାମ୍ପିୟନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ କରିଛି ଟିମ ଇଣ୍ଡିଆ। ମଙ୍ଗଳବାର ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆକୁ ୪ ୱିକେଟରେ ପରାସ୍ତ କରି ଭାରତ ଫାଇନାଲରେ ପ୍ରବେଶ କରିଛି । ଏହା ସହିତ…