ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ ଉତ୍ସବ ଓଡିଆ ଅସ୍ମିତାର ପ୍ରଚଣ୍ଡ ପ୍ରବକ୍ତା ବିଜୁ ବାବୁ – ଗଣେଶ୍ୱର ବେହେରା

କେନ୍ଦ୍ରାପଡା,୫ା୨: ଆନ୍ତର୍ଜାତୀୟ ସମ୍ମାନସ୍ପଦ ନେତୃତ୍ୱ, ପ୍ରବାଦ ପୁରୁଷ ରାଷ୍ଟ୍ରନାୟକ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ ଉତ୍ସବ କେନ୍ଦ୍ରାପଡା ନଗର ଓ ବ୍ଲକ ବିଜୁ ଜନତା ଦଳ ଆନୁକୂଲ୍ୟରେ କେନ୍ଦ୍ରାପଡା ଟାଉନହଲ୍‌ଠାରେ ଆଜି ପାଳିତ ହୋଇଯାଇଛି । ଏହି ଉପଲକ୍ଷେ କେନ୍ଦ୍ରାପଡା…

ସାରଥି ବାବା କେନ୍ଦ୍ରାପଡା ଆସିବେ

କେନ୍ଦ୍ରାପଡ଼ା,୫ା୩: ବିବାଦୀୟ ବାବା ସାରଥିଙ୍କୁ କେନ୍ଦ୍ରାପଡ଼ା ଆସିବାକୁ ବାରଣ ରହିଥିଲା। ଅଦାଲତର କାଠଗଡାରେ ଠିଆ ହୋଇଥିବା ବହୁ ଚର୍ଚ୍ଚିତ ସାରଥିବାବା କେନ୍ଦ୍ରାପଡା ଫେରିବେ ସେ ନେଇ ତାଙ୍କ ଶ୍ରଦ୍ଧାଳୁଙ୍କ ଭିତରେ କଳ୍ପନାଜଳ୍ପନା ପ୍ରକାଶ ପାଉଥିଲା । କେନ୍ଦ୍ରାପଡା ଆସି ସତ୍‌ସଙ୍ଗ କରିବା…

ଡା.ସରୋଜକାନ୍ତ କାନୁନ୍‌ଗୋଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି

କେନ୍ଦ୍ରାପଡ଼ା,୫ା୩: କେନ୍ଦ୍ରାପଡାର ଜନମାନସରେ ପରିଚିତ ଡା. ସରୋଜକାନ୍ତ କାନୁନଗୋଙ୍କ ୩୭ତମ ଶ୍ରାଦ୍ଧବାର୍ଷିକୀ ଅବସରରେ କେନ୍ଦ୍ରାପଡାରେ ଜିଲ୍ଲା ପ୍ରତିଭା ପୂଜା ସଂସଦ ପକ୍ଷରୁ ତାଙ୍କୁ ଭକ୍ତିପୂର୍ଣ୍ଣର୍ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି ଉପଲକ୍ଷେ ବୁଧବାର ସକାଳେ ପୁରୁଣା ମେଡିକାଲ ଛକରେ ଥିବା ତାଙ୍କ…

ଗ୍ରୀଷ୍ମ ପ୍ରବାହ ପ୍ରତିକାର ପାଇଁ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ

କେନ୍ଦ୍ରାପଡ଼ା, ୫ା୩: ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ନିର୍ଦ୍ଦେଶ ଅନୁଯାୟୀ ଜିଲ୍ଲା ସ୍ତରୀୟ ଗ୍ରୀଷ୍ମ ପ୍ରବାହ ପ୍ରତିକାର ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଗ୍ରୀଷ୍ମ…

ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜୟନ୍ତୀ

ପଂଚାୟତିରାଜ ବ୍ୟବସ୍ଥା କ୍ଷେତ୍ରରେ ବିଜୁ ବାବୁଙ୍କ ଅତୁଳନୀୟ ଭୂମିକା ଚା ପଂଚାୟତିରାଜ ଦିବସକୁ ବାତିଲ ବିରୋଧ ଗୁରୁବାର ବାଇପାସ ଠାରେ ପ୍ରତିବାଦ ସଭା ପଟ୍ଟାମୁଣ୍ଡାଇ ୫/୩ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ…