ପୁନର୍ବାସ ପକ୍ଷରୁ ଦିବ୍ୟାଙ୍ଗ କର୍ମଜୀବୀ ମହିଳାଙ୍କୁ ସମ୍ବର୍ଦ୍ଧନା

କେନ୍ଦ୍ରାପଡା,୮ା୩: ଆନ୍ତର୍ଜାତୀୟ ମହିଳା ଦିବସରେ ପୁନର୍ବାସ ପକ୍ଷରୁ ତୃଣମୂଳ ସ୍ତରରେ ଭିନ୍ନକ୍ଷମମାନଙ୍କ ପାଇଁ କାର୍ଯ୍ୟକରୁଥିବା କର୍ମଜୀବୀ ମହିଳାମାନଙ୍କୁ ସମ୍ୱର୍ଦ୍ଧନା ଓ ପ୍ରଶଂସାପତ୍ର ପ୍ରଦାନ କରାଯାଇଛି । ପୁନର୍ବାସର ମୁଖ୍ୟ ଉପଦେଷ୍ଟା ବିରଜା ରାଉତରାୟଙ୍କ ସଞ୍ଚାଳନରେ ଅନୁଷ୍ଠିତ “ସଶକ୍ତ ମହିଳା ସଶକ୍ତ ବିଶ୍ୱ’…

କେନ୍ଦ୍ରାପଡା ବିଜୁ ମହିଳା ଜନତା ଦଳ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ , ବିଜୁ ଜନତା ଦଳ ମହିଳା ମାନଙ୍କ ବଳ- ବିଜେଡି

କେନ୍ଦ୍ରାପଡ଼ା,୮ା୩: ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ବିଜୁ ଜନତାଦଳ କେନ୍ଦ୍ରାପଡା ତରଫରୁ ଏକ ବିଶାଳ ମହିଳା ସମାବେଶ କେନ୍ଦ୍ରାପଡା ସହରର ଟାଉନହଲ ଠାରେ ପାଳିତ ହୋଇଯାଇଛି । କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ସଭାରେ ବକ୍ତବ୍ୟ ରଖି…

ବିଶିଷ୍ଟ ଶିକ୍ଷକଙ୍କର ଅକାଳ ବିୟୋଗ

କେନ୍ଦ୍ରାପଡ଼ା,୮ା୩: ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ଉଦୟବଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସର୍ବେଶ୍ୱର ସ୍ୱାଇଁ(୫୩)ଙ୍କର ଦେହାନ୍ତ ହୋଇଯାଇଛି । ସେ ଗତ ୬ମାସ ହେବ କର୍କଟ ରୋଗରେ ପୀଡିତ ଥିଲେ । ଜନ୍ମସ୍ଥାନ ମାର୍ଶାଘାଇ ଅନ୍ତର୍ଗତ ଗିରଙ୍ଗ ଗ୍ରାମ ଶ୍ମଶାନରେ ତାଙ୍କର…

ଚଳିତବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

କେନ୍ଦ୍ରାପଡ଼ା,୮ା୩: କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ଆନୁକୁଲ୍ୟରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ତତ୍‌ସହିତ ତାଲୁକ୍ ସ୍ତରୀୟ ପଟ୍ଟାମୁଣ୍ଡାଇ, ଆଳି, ରାଜନଗର କୋର୍ଟ ପରିସରରେ ମଧ୍ୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଏହି…