ଲୋକନାଥପୁର ମା ‘ଛୁଆଳିଆପୀଠରେ ପ୍ରତିଭା ସମ୍ମାନ ଓ ସମ୍ବର୍ଦ୍ଧନା

ପଟ୍ଟାମୁଣ୍ଡାଇ ତା୧୦/୩-ପଟ୍ଟାମୁଣ୍ଡାଇ ବ୍ଲକ ଅର୍ନ୍ତଗତ ଲୋକନାଥପୁର ମା’ ଛୁଆଳିଆ ପୀଠ ମଣ୍ଡପରେ ସିଦ୍ଧ ପରମହଂସ ନୋଡାଲ ୟୁପି ସ୍କୁଲ୍ ଓ ଜରିଆ ବଳଦେବ ସରକାରୀ ଉଚ୍ଚ ବିଦ୍ୟାଳୟ କ୍ଲଷ୍ଟରର ଆନୁକୂଲ୍ୟରେ ମିଳିତ ସମ୍ବର୍ଦ୍ଧନା ସଭା ଏବଂ ଲୋକନାଥପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ…

ସାମ୍ବାଦିକ ଅକ୍ଷୟ ସାହୁ ସମ୍ବର୍ଦ୍ଧିତ

ପଟ୍ଟାମୁଣ୍ଡାଇ ତା ୧୦/୩- କେନ୍ଦ୍ରାପଡ଼ା ଜିଲ୍ଲା ସାମ୍ବାଦିକ ୟୁନିୟନ ଉପସଭାପତି ତଥା ପଟ୍ଟାମୁଣ୍ଡାଇ ଅଂଚଳର ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଛି ।  ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ବ୍ଲକ ଲୋକନାଥପୁର ମା ଛୁଆଳିଆ ପୀଠରେ ଆୟୋଜିତ ପ୍ରତିଭା ସମ୍ମାନ ଉତ୍ସବରେ…

ଶାଢ଼ୀ ଯୋଗାଇବା ଦାବୀରେ ଖଡ଼ିଅଣ୍ଟା ମିଶନଶକ୍ତି ମହିଳାଙ୍କ ଧାରଣା

ପଟ୍ଟାମୁଣ୍ଡାଇ ତା ୧୦/୩- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଖଡ଼ିଅଣ୍ଟା ପଂଚାୟତ ମିଶନଶକ୍ତି ମହିଳାମାନେ ଗତ ୨୦୨୪ ଜୁନ ମାସ ଠାରୁ ଶାଢ଼ୀ ବାବଦ ଆସିଥିବା ସରକାରୀ ଅର୍ଥ ପ୍ରଦାନ କରାଯାଇନାହିଁ ।  ବ୍ଲକ କତୃପକ୍ଷଙ୍କ ନିକଟରେ ବାରମ୍ବାର ଦାବୀ ପରେ ଶାଢ଼ୀ…

୧୯୮୦ ମସିହା ମେଟ୍ରିକ ବ୍ୟାଚ୍‌ର ବନ୍ଧୁମିଳନ

କେନ୍ଦ୍ରାପଡା ୧୦/୩- ବନ୍ଧୁତ ଅନେକ ବନ୍ଧୁତାର ସଂଜ୍ଞାତ ଅନେକ ହେଲେ ଏ ବନ୍ଧୁତା ସ୍ୱତନ୍ତ୍ର ଅଲଗା। ମାର୍ଚ୍ଚ ୯ତାରଖ ଦୋଳ ଦଶମୀ ତିଥି ରବିବାର ଦିନ ଏକତ୍ରିତ ହେଲେ ଗୋପଛକ ସ୍ଥିତି କମଲ ଭବନରେ। ବଳଦେବ ଉଚ୍ଚ ବିଦ୍ୟାଳୟର ୧୯୮୦ ମସିହା…

ପାୟଲ ମ୍ୟୁଜିକ ସ୍କୁଲର ଗ୍ରାମୀଣ ମହୋତ୍ସବ

କେନ୍ଦ୍ରାପଡ଼ା,୧୦ା୩: ଇନ୍ଦୁପୁର ଅଞ୍ଚଳର ତଥା ରାଜ୍ୟର ଏକ ଅଗ୍ରଣୀ ପ୍ରତିଷ୍ଠିତ କଳା ସଂସ୍କୃତି ପରମ୍ପରାକୁ ଆଧାର କରି ଗଢ଼ି ଉଠିଥିବା ପଞ୍ଚକଳା ଶିକ୍ଷାନୁଷ୍ଠାନ ‘ପାୟଲ ମ୍ୟୁଜିକ୍ ସ୍କୁଲ’ର ୨୨ତମ ବାର୍ଷିକ ଉତ୍ସବ ଓ ୪ର୍ଥ ପାୟଲ ମ୍ୟୁଜିକ୍ ଗ୍ରାମୀଣ ମହୋତ୍ସବ ଦୁଇ…