ବସନ୍ତକୁମାରୀ ଗ୍ରାମୀଣ ଚକ୍ଷୁ ଚିକିତ୍ସାଳୟର ଉନବିଂଶତମ ବାର୍ଷିକ ଉତ୍ସବ

କେନ୍ଦ୍ରାପଡ଼ା,୧୬ା୩ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଓସ୍ତପୁର ବସନ୍ତ କୁମାରୀ ଗ୍ରାମୀଣ ଚକ୍ଷୁ ଚିକିତ୍ସାଳୟ ଓ ଗବେଷଣା କେନ୍ଦ୍ରର ଉନବିଂଶତମ ବାର୍ଷିକ ଉତ୍ସବ ଚିକିତ୍ସାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଚିକିତ୍ସାଳୟର ପ୍ରତିଷ୍ଠାତା ପ୍ରଫେସର ଡା. ବିମଳକାନ୍ତ ତ୍ରିପାଠୀଙ୍କ…

ପଟାମୁଣ୍ଡାଇରେ ହୋଲି ଉତ୍ସବ ଓ ରାଜମେଳଣ

ପଟ୍ଟାମୁଣ୍ଡାଇ ତା ୧୬/୩-ପଟ୍ଟାମୁଣ୍ଡାଇ ଅଂଚଳରେ ପବିତ୍ର ହୋଲି ଉତ୍ସବ ବିପୁଳ ଆନନ୍ଦ ଉଲ୍ଲାସର ସହିତ ସମାରୋହରେ ପାଳିତ ହୋଇଯାଇଛି । ରଙ୍ଗର ପର୍ବ ହୋଲି ଉତ୍ସବକୁ ପଟ୍ଟାମୁଣ୍ଡାଇ ଧୋ୍ୟାଞ୍ଚଳ ଓ ଉତିକଣ ଅଂଚଳରେ ବିପୁଳ ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳନ କରାଯାଇଛି…

କାଠିଆଡାରେ ବିଶ୍ୱଶାନ୍ତି ମହାଯଜ୍ଞ ଉଦ୍‌ଯାପନ

ପଟ୍ଟାମୁଣ୍ଡାଇ, ୧୬ା୩ – ପଟ୍ଟାମୁଣ୍ଡାଇ ବ୍ଳକ ବଡପଡା ପଚାଂୟତ କାଠିଆପଡା ଠାରେ ଅନୁଷ୍ଟିତ ୩୬ତମ ବିଶ୍ୱଶାନ୍ତି ମହାଯଜ୍ଞ ଦୋଳପୂର୍ଣ୍ଣିମା ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି । ପଣ୍ଡିତ ପ୍ରଶାନ୍ତ ପଣ୍ଡାଙ୍କ ତତ୍ୱବଧାନରେ ବହୁ ବିଦ୍ୱାନ ବେଦଜ୍ଞ ବ୍ରାହ୍ମଣ ପଣ୍ଡିତମାନେ ଗୁରୁ ପୂଜା, ଧରିତ୍ରୀ…