ସାହିତ୍ୟ ସଂସଦ ଓ ସୃଜନ ଦିଗନ୍ତର ମିଳିତ ଉଦ୍ୟମରେ ଫଗୁ ଆସର

କେନ୍ଦ୍ରାପଡ଼ା,୧୬ା୩: କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦ ଓ ସୃଜନ ଦିଗନ୍ତର ମିଳିତ ଉଦ୍ୟମରେ କବି ବସନ୍ତ କୋକିଳଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ମିଳିତ ଫଗୁଆସର ଆଲୋଚନା ଚକ୍ର ଓ କବିତା ପାଠୋତ୍ସବ ସାହିତ୍ୟ ସଂସଦର ଉପସଭାପତି ବିଶିଷ୍ଟ ଆଇନଜୀବୀ ପ୍ରଦୀପ କୁମାର…

ବହୁ ପୁରାତନ ଶ୍ୟାମସୁନ୍ଦରପୁର ମହାନ୍ତିସାହି ଦୋଳ ମେଲଣ ଉଦଯାପିତ

କେନ୍ଦ୍ରାପଡା,୧୬ା୩ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ମହାନ୍ତିସାହିର ଦୋଳ ମେଲଣ ଉଦଯାପିତ ହୋଇଯାଇଛି । ଜିଲ୍ଲାର ବହୁ ପୁରାତନ ମେଲଣ ମଧ୍ୟରୁ ମହାନ୍ତି ସାହି ମେଲଣ ପ୍ରାୟ ୨ଶହ ବର୍ଷ ପୂର୍ବେ ପୂର୍ବଜମାନେ ଆରମ୍ଭ କରିଥିଲେ । ମେଲଣକୁ ବିଭିନ୍ନ…

କେନ୍ଦ୍ରାପଡା ମହାବିଦ୍ୟାଳୟରେ ପହଞ୍ôଚଲେ ଏନସିସି ସାଇକେଲ ଶୋଭାଯାତ୍ରାକାରୀ

କେନ୍ଦ୍ରାପଡ଼ା,୧୬ା୩: କଟକସ୍ଥିତ ଓଡିଶା ଏନ୍‌ସିସି ମୁଖ୍ୟ ନିର୍ଦ୍ଦେଶାଳୟର କଟକ ଗ୍ରୁପ୍ ଆନୁକୂଲ୍ୟରେ ସାମାଜିକ ଦାୟିତ୍ୱବୋଧକୁ ପ୍ରୋତ୍ସାହିତ କରିବା ପାଇଁ ଏକ ସାଇକେଲ ଶୋଭାଯାତ୍ରା କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ଶନିବାର ଆସି ପହଞ୍ôଚଥିଲା । ଏନ୍‌ସିସି କ୍ୟାଡେଟ୍‌ମାନେ ଏଠାରେ ରାତ୍ରି ରହଣି…

ଆନନ୍ଦ ଉତ୍ସାହର ସହିତ ଶେଷ ହେଲା ଛଅ ଶହ ବର୍ଷର କନିକା ରାଜ ମେଳଣ ରାଜାରାଣୀଙ୍କ ସହ ରଙ୍ଗ ଖେଳିଲେ ହଜାର ହଜାର ଲୋକ

କେନ୍ଦ୍ରାପଡ଼ା, ୧୬ା୩ : କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକା ବ୍ଲକ୍‌ରେ ୬ଶହ ବର୍ଷର କନିକା ରାଜମେଳଣ ଆନନ୍ଦ ଉତ୍ସାହର ସହିତ ଶେଷ ହୋଇଛି। ପାଂଚଦିନ ଧରି କାଳିକାପୁର, ଆୟତନ, ଦେଉଳି ଏବଂ ଗିରୀଆ ମେଳଣ ଉତ୍ସବ ପରେ କନିକାର ପ୍ରସିଦ୍ଧ ମେଳଣ ଉତ୍ସବର…