କେନ୍ଦ୍ରାପଡ଼ା,୧୮ା୩ : କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଅକାମି ହୋଇ ପଡିଥିବା ଶୁଦ୍ଧ ପାନୀୟଜଳ ପ୍ରକଳ୍ପକୁ ମାଇଁ ଏନସିସି ଆଲୁମିନି ଆସୋସିଏସନ ପକ୍ଷରୁ କାର୍ଯ୍ୟକ୍ଷମ କରାଯାଇଛି। ଏହି ପ୍ରକଳ୍ପକୁ ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର ଉଦଘାଟନ କରଥିବା ବେଳେ ମହାବିଦ୍ୟାଳୟର ଅଧ୍ୟକ୍ଷ…
Month: March 2025
ମୀରପାଟଣା ଗ୍ରାମରେ ଦୋଳ ମହୋତ୍ସବ
କେନ୍ଦ୍ରାପଡ଼ା, ୧୮ା୩: କେନ୍ଦ୍ରାପଡା ସହରର ମୀରପାଟଣା ଗ୍ରାମରେ ମଙ୍ଗଳବାର ଦିନ ଦୋଳ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଗ୍ରାମର ଆରଧ୍ୟା ଦେବତା ଶ୍ରୀ ମା ଥାନପତି ଠାକୁରାଣୀଙ୍କ ପ୍ରାଙ୍ଗଣରେ ପ୍ରତିବର୍ଷ ପରି ଦୋଳ ମହୋତ୍ସବ ମହାସମାରୋହରେ ଅନୁଷ୍ଠିରତ ହୋଇଯାଇଛି । ଏହି…
ବାରୋ ଶିଶୁ ଅନନ୍ତ ଆଶ୍ରମରେ ବିଶାଳ ଆଧ୍ୟାତ୍ମିକ ସମ୍ମିଳନୀ
କେନ୍ଦ୍ରାପଡା, ୧୮ା୩: କେନ୍ଦ୍ରାପଡ଼ା ବ୍ଲକ ଅର୍ନ୍ତଗତ ବାରୁଅସ୍ଥିତ ଶ୍ରୀ ଶିଶୁ ଅନନ୍ତ ଆଶ୍ରମ ପରିସରରେ ଆସନ୍ତା ଗୁରୁବାର ଅପରାହ୍ନ ୫ଟାରେ ଆଶ୍ରମର ଭକ୍ତବୃନ୍ଦ, ଆଞ୍ଚଳିକ ସଜ୍ଜନ ବୃନ୍ଦ ଏବଂ ଅରିଲୋର ଅନନ୍ତ ବଳିଆ ଟ୍ରଷ୍ଟର ମିଳିତ ଆନୁକୂଲ୍ୟରେ ପରିବେଶ, ଗଣତନ୍ତ୍ର ଏବଂ…
ଟ୍ରଷ୍ଟ ପକ୍ଷରୁ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା
କେନ୍ଦ୍ରାପଡ଼ା,୧୮ା୩: ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସଙ୍କ ନିର୍ଦେଶ କ୍ରମେ…
ପୋଖରୀ ଖୋଳାରେ ଅନିୟମିତତା ନେଇ ଜିଲ୍ଲାପାଳଙ୍କୁ ଅଭିଯୋଗ
କେନ୍ଦ୍ରାପଡ଼ା,୧୭ା୩: ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା ଅଧିନରେ ଫାର୍ମ ପୋଖରୀ ଖୋଳାରେ ଅନିୟମିତତା ହୋଇଥିବା ନେଇ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ ଅନ୍ତର୍ଗତ କୁରୁଜଙ୍ଗା ଗ୍ରାମପଞ୍ଚାୟତର ମହେଶପୁର-ଶଙ୍କରପୁର ଗ୍ରାମରେ୨୦୨୩-୨୪ଆର୍ଥିକ ବର୍ଷରେ ମୃତ୍ତିକା ସଂରକ୍ଷଣ…
ଶେଷ ହେଲା ତନାର ଦୋଳ ମେଲଣ
କେନ୍ଦ୍ରାପଡା,୧୭ା୩ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କୋରୋ ଗ୍ରାମପଞ୍ଚାୟତର ତନାର ଗ୍ରାମରେ ଦୋଳପୂର୍ଣ୍ଣିମା ଓ ହୋଲି ଉତ୍ସବ ଆବହମାନକାଳରୁ ପାଳିତ ହୋଇ ଆସୁଅଛି। ଚଳିତବର୍ଷ ଏହି ଅବସରରେ ପ୍ରାୟ ୭୨ଟି ବିମାନ ତନାର ଗ୍ରାମ ମୁଣ୍ଡରୁ ରୋଷଣୀକରି ତନାର ମଠ ମେଲଣ…
ମଦ ଦୋକାନକୁ ବିରୋଧ କଲେ ସାଧାରଣ ମହିଳା।
କେନ୍ଦ୍ରାପଡା, ୧୭/୩- ମଦ ପାଇଁ ମହାଭାରତ । ତାତିଲେ ମହିଳା ଭଙ୍ଗାରୁଜା ସହ ପୋଡିଲେ ଚାଖେଣା ଦୋକାନ । ଉତ୍ତେଜନା ସ୍ଥଳରେ ପହଁଞ୍ôଚ ବୁଝା ସୁଝା କରୁଛି ପୋଲିସ । କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ଓଲଢ଼ି ଠାରେ ଥିବା ସରକାରୀ ବିଦେଶୀ…
କେନ୍ଦ୍ରାପଡା ମହାବିଦ୍ୟାଳୟକୁ ମିଳୁ ବିଶ୍ୱବିଦ୍ୟାଳୟ ମାନ୍ୟତା
କେନ୍ଦ୍ରାପଡ଼ା, ୧୭ା୩: ସମାନ କାମ ପାଇଁ ସମାନ ଦରମା ଏବଂ ସମାନ ପଦବୀ ନୀତି ହେଉ। ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଗୁଡିକୁ ସରକାରୀ ଘୋଷଣା କରାଯାଉ। ଜିଲ୍ଲାର ସର୍ବ ପୁରାତନ ଶିକ୍ଷାନୁଷ୍ଠାନ କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳୁ ବୋଲି…
ସାହିତ୍ୟ ସଂସଦ ଓ ସୃଜନ ଦିଗନ୍ତର ମିଳିତ ଉଦ୍ୟମରେ ଫଗୁ ଆସର
କେନ୍ଦ୍ରାପଡ଼ା,୧୬ା୩: କେନ୍ଦ୍ରାପଡା ଜିଲ୍ଲା ସାହିତ୍ୟ ସଂସଦ ଓ ସୃଜନ ଦିଗନ୍ତର ମିଳିତ ଉଦ୍ୟମରେ କବି ବସନ୍ତ କୋକିଳଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ମିଳିତ ଫଗୁଆସର ଆଲୋଚନା ଚକ୍ର ଓ କବିତା ପାଠୋତ୍ସବ ସାହିତ୍ୟ ସଂସଦର ଉପସଭାପତି ବିଶିଷ୍ଟ ଆଇନଜୀବୀ ପ୍ରଦୀପ କୁମାର…
ବହୁ ପୁରାତନ ଶ୍ୟାମସୁନ୍ଦରପୁର ମହାନ୍ତିସାହି ଦୋଳ ମେଲଣ ଉଦଯାପିତ
କେନ୍ଦ୍ରାପଡା,୧୬ା୩ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ମହାନ୍ତିସାହିର ଦୋଳ ମେଲଣ ଉଦଯାପିତ ହୋଇଯାଇଛି । ଜିଲ୍ଲାର ବହୁ ପୁରାତନ ମେଲଣ ମଧ୍ୟରୁ ମହାନ୍ତି ସାହି ମେଲଣ ପ୍ରାୟ ୨ଶହ ବର୍ଷ ପୂର୍ବେ ପୂର୍ବଜମାନେ ଆରମ୍ଭ କରିଥିଲେ । ମେଲଣକୁ ବିଭିନ୍ନ…
କେନ୍ଦ୍ରାପଡା ମହାବିଦ୍ୟାଳୟରେ ପହଞ୍ôଚଲେ ଏନସିସି ସାଇକେଲ ଶୋଭାଯାତ୍ରାକାରୀ
କେନ୍ଦ୍ରାପଡ଼ା,୧୬ା୩: କଟକସ୍ଥିତ ଓଡିଶା ଏନ୍ସିସି ମୁଖ୍ୟ ନିର୍ଦ୍ଦେଶାଳୟର କଟକ ଗ୍ରୁପ୍ ଆନୁକୂଲ୍ୟରେ ସାମାଜିକ ଦାୟିତ୍ୱବୋଧକୁ ପ୍ରୋତ୍ସାହିତ କରିବା ପାଇଁ ଏକ ସାଇକେଲ ଶୋଭାଯାତ୍ରା କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ପରିସରରେ ଶନିବାର ଆସି ପହଞ୍ôଚଥିଲା । ଏନ୍ସିସି କ୍ୟାଡେଟ୍ମାନେ ଏଠାରେ ରାତ୍ରି ରହଣି…
ଆନନ୍ଦ ଉତ୍ସାହର ସହିତ ଶେଷ ହେଲା ଛଅ ଶହ ବର୍ଷର କନିକା ରାଜ ମେଳଣ ରାଜାରାଣୀଙ୍କ ସହ ରଙ୍ଗ ଖେଳିଲେ ହଜାର ହଜାର ଲୋକ
କେନ୍ଦ୍ରାପଡ଼ା, ୧୬ା୩ : କେନ୍ଦ୍ରାପଡ଼ା ଜିଲ୍ଲାର ରାଜକନିକା ବ୍ଲକ୍ରେ ୬ଶହ ବର୍ଷର କନିକା ରାଜମେଳଣ ଆନନ୍ଦ ଉତ୍ସାହର ସହିତ ଶେଷ ହୋଇଛି। ପାଂଚଦିନ ଧରି କାଳିକାପୁର, ଆୟତନ, ଦେଉଳି ଏବଂ ଗିରୀଆ ମେଳଣ ଉତ୍ସବ ପରେ କନିକାର ପ୍ରସିଦ୍ଧ ମେଳଣ ଉତ୍ସବର…
ବସନ୍ତକୁମାରୀ ଗ୍ରାମୀଣ ଚକ୍ଷୁ ଚିକିତ୍ସାଳୟର ଉନବିଂଶତମ ବାର୍ଷିକ ଉତ୍ସବ
କେନ୍ଦ୍ରାପଡ଼ା,୧୬ା୩ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଓସ୍ତପୁର ବସନ୍ତ କୁମାରୀ ଗ୍ରାମୀଣ ଚକ୍ଷୁ ଚିକିତ୍ସାଳୟ ଓ ଗବେଷଣା କେନ୍ଦ୍ରର ଉନବିଂଶତମ ବାର୍ଷିକ ଉତ୍ସବ ଚିକିତ୍ସାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଚିକିତ୍ସାଳୟର ପ୍ରତିଷ୍ଠାତା ପ୍ରଫେସର ଡା. ବିମଳକାନ୍ତ ତ୍ରିପାଠୀଙ୍କ…
ପଟାମୁଣ୍ଡାଇରେ ହୋଲି ଉତ୍ସବ ଓ ରାଜମେଳଣ
ପଟ୍ଟାମୁଣ୍ଡାଇ ତା ୧୬/୩-ପଟ୍ଟାମୁଣ୍ଡାଇ ଅଂଚଳରେ ପବିତ୍ର ହୋଲି ଉତ୍ସବ ବିପୁଳ ଆନନ୍ଦ ଉଲ୍ଲାସର ସହିତ ସମାରୋହରେ ପାଳିତ ହୋଇଯାଇଛି । ରଙ୍ଗର ପର୍ବ ହୋଲି ଉତ୍ସବକୁ ପଟ୍ଟାମୁଣ୍ଡାଇ ଧୋ୍ୟାଞ୍ଚଳ ଓ ଉତିକଣ ଅଂଚଳରେ ବିପୁଳ ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳନ କରାଯାଇଛି…
କାଠିଆଡାରେ ବିଶ୍ୱଶାନ୍ତି ମହାଯଜ୍ଞ ଉଦ୍ଯାପନ
ପଟ୍ଟାମୁଣ୍ଡାଇ, ୧୬ା୩ – ପଟ୍ଟାମୁଣ୍ଡାଇ ବ୍ଳକ ବଡପଡା ପଚାଂୟତ କାଠିଆପଡା ଠାରେ ଅନୁଷ୍ଟିତ ୩୬ତମ ବିଶ୍ୱଶାନ୍ତି ମହାଯଜ୍ଞ ଦୋଳପୂର୍ଣ୍ଣିମା ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି । ପଣ୍ଡିତ ପ୍ରଶାନ୍ତ ପଣ୍ଡାଙ୍କ ତତ୍ୱବଧାନରେ ବହୁ ବିଦ୍ୱାନ ବେଦଜ୍ଞ ବ୍ରାହ୍ମଣ ପଣ୍ଡିତମାନେ ଗୁରୁ ପୂଜା, ଧରିତ୍ରୀ…
ଗୁଲନଗର ପଞ୍ଚାୟତରେ ଭାଗବତ ପାରାୟଣ ଓ ଦୋଳ ଯାତ୍ରା ମହୋତ୍ସବ ।
କେନ୍ଦ୍ରାପଡା,ତା୧୬/୩-କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗୁଲନଗର ଗ୍ରାମର ଶ୍ରୀ ଗୋବିନ୍ଦଜୀଉ ମନ୍ଦିର ପରିସରରେ ୪୨ତମ ବାର୍ଷିକ ଶ୍ରୀମଦ୍ ଭାଗବତ ପାରାୟଣ ସପ୍ତାହ ମାର୍ଚ୍ଚ ୮ତାରିଖ ଶନିବାର ଠାରୁ ୧୪ତାରିଖ ଶୁକ୍ରବାର ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି । ଏହାପରେ ୧୫ତାରିଖ ଠାରୁ ୧୯ତାରିଖ ପର୍ଯ୍ୟନ୍ତ…
ସଂଜୀବନୀ ବିଦ୍ୟାମନ୍ଦିରର ପଞ୍ଚଦଶ ବାର୍ଷିକ ଉତ୍ସବ
କେନ୍ଦ୍ରାପଡ଼ା,୧୪ା୩: କେନ୍ଦ୍ରାପଡା ସହରସ୍ଥ ଗୁଲନଗର ମାରୁତି ଛକସ୍ଥିତ ସଂଜୀବନୀ ବିଦ୍ୟାମନ୍ଦିରର ପଞ୍ଚଦଶତମ ବାର୍ଷିକ ଉତ୍ସବ ଗୁରୁବାର ଦିନ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ପର୍ଯ୍ୟାୟରେ ଅଞ୍ଚଳର ବିଶିଷ୍ଟ ସମାଜସେବୀ ଭରତ ଚନ୍ଦ୍ର ସାହୁ ଓ ପ୍ରଧାନ ଆଚାର୍ଯ୍ୟ ବିଦ୍ୟାଧର ମହାପାତ୍ରଙ୍କ…
ଏବେକାର ଆରାମଦାୟକ , ଭବିଷ୍ୟତ ପିଢ଼ି ପାଇଁ କାଳ
ବିଶ୍ୱର ସମସ୍ତ ଦେଶ, ରାଜ୍ୟ ବିକାଶ ଆଡ଼କୁ ଦ୍ରୁତ ଗତିରେ ବଢିଚାଲୁଛି । ବିକାଶ ଆଡ଼କୁ ଅଗ୍ରଗତି କରି ଲୋକେ କୋଠାବାଟି ଗାଡି ଘୋଡା ବଢିଚାଲିଛି । ବଦ୍ଧିତ ସହରରେ ଲୋକେ ବ୍ୟସ୍ତତା ଭିତରେ ଜୀବନ ଅତିବାହିତ କରୁଛନ୍ତି । ହେଲେ…
କେ ସି ସି ଏଲ ପଟ୍ଟାମୁଣ୍ଡାଇ ଶାଖା ୨୨ତମ ସ୍ୱନକ୍ଷତ୍ର ଉତ୍ସବ
ପଟ୍ଟାମୁଣ୍ଡାଇ ତା ୧୩/୩- ଓଡିଶାର ଅନ୍ୟତମ ଅଗ୍ରଣୀ ସମବାୟ ସଂସ୍ଥା କେନ୍ଦ୍ରାପଡ଼ା କ୍ରେଡିଟ କୋପରେଟିଭ ସୋସାଇଟି ପଟ୍ଟାମୁଣ୍ଡାଇ ଶାଖାର ୨୨ତମ ସ୍ୱନକ୍ଷତ୍ର ଉତ୍ସବ ସୋସାଇଟି ଶାଖା ପରିସରରେ ଅନୁଷ୍ଠିତ ହୋଇଯାଇଛି ।ପଟ୍ଟାମୁଣ୍ଡାଇ ଶାଖା ପରିଚାଳକ ମାନସ ରଞ୍ଜନ ରାଉତଙ୍କ ପୌରହିତ୍ୟରେ ଆୟୋଜିତ…
ଆଇନଜୀବୀଙ୍କ ଅକାଳ ବିୟୋଗ
କେନ୍ଦ୍ରାପଡ଼ା,୧୩ା୩: କେନ୍ଦ୍ରାପଡା ଜିଲ୍ଲା ଓକିଲ ସଂଘର ସଦସ୍ୟ ଆଇନଜବୀ ରଞ୍ଜନ କୁମାର ସାମଲ(୫୨)ଙ୍କର ବୁଧବାର ମଧ୍ୟରାତ୍ରିରେ କୁହୁଡିସ୍ଥିତ ବାସଭବନରେ ଅକାଳ ବିୟୋଗ ହୋଇଯାଇଛି । ଗତକାଲି ମଧ୍ୟରାତ୍ରିରେ ତାଙ୍କ ଯନ୍ତ୍ରଣା ଅନୁଭବ କରିବାରୁ ଇଚ୍ଛାପୁରସ୍ଥିତ ସରକାରୀ ଚିକିତ୍ସାଳୟକୁ ଆସିଥିଲେ । ସେଠାରେ…
ଓଡିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଦାବିପତ୍ର ପ୍ରଦାନ
କେନ୍ଦ୍ରାପଡ଼ା,୧୩ା୩: ଓଡିଶା ସରକାରୀ ଆଉଟସୋର୍ସିଂ କର୍ମଚାରୀ ମହାସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ତିନି ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଛି। ସେହି ଦାବିପତ୍ରରେ ଉଲ୍ଲେଖ ରହିଛି ଯେ ସରକାରଙ୍କ ବିଭିନ୍ନ ବିଭାଗରୁ ଛଟେଇ ହୋଇଥିବା ସମସ୍ତ ସରକାରୀ ଆଉଟସୋର୍ସିଂ…
କେନ୍ଦ୍ରାପଡ଼ାରେ ନାନୋ ୟୁନିକର୍ନ୍ ଯୋଜନାର ଉଦଯାପନ ସମାରୋହ
କେନ୍ଦ୍ରାପଡ଼ା, ୧୩ା୩: ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ ଦ୍ୱାରା ନାନୋ ୟୁନିକର୍ନ୍ ଯୋଜନାର ସଫଳତା ନିମନ୍ତେ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟ ନାନୋ ୟୁନିକର୍ନ୍ ଯୋଜନା ମାଧ୍ୟମରେ ଦକ୍ଷତା…
ବଡକୋଠା ଦୋଳ ମେଳଣ
କେନ୍ଦ୍ରାପଡ଼ା, ୧୩ା୩: କେନ୍ଦ୍ରାପଡା ସହରର ନୂଆ ବସ୍ଷ୍ଟାଣ୍ଡସ୍ଥିତ ବଡକୋଠା ଠାରେ ଦୋଳ ମେଳଣ ଅନୁଷ୍ଠିତ ହୋଇଯାଇଛି । କାକଟର ରାଧାଗୋବିନ୍ଦଜୀଉଙ୍କ ନିମନ୍ତ୍ରଣରେ ସହର ଓ ଆଖାପାଖ ଅଞ୍ଚଳରୁ ୮ଟି ବିମାନରେ ରାଧାଗୋବିନ୍ଦଜୀଉ ଆସି ବଡକୋଠା ଠାରେ ଏକାଠି ହୋଇ ଭୋଗ ଖାଇଥିଲେ…
କେନ୍ଦ୍ରାପଡା କଲେଜ ପକ୍ଷରୁ ଉପଭୋକ୍ତା ସଚେତନତା ଅଭିଯାନ
କେନ୍ଦ୍ରାପଡ଼ା,୧୩ା୩: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ବାଣିଜ୍ୟ ବିଭାଗ ପକ୍ଷରୁ ଉପଭୋକ୍ତା ସଚେତନତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଉପଭୋକ୍ତା ସୁରକ୍ଷା ଅଧିନିୟମ, ଉପଭୋକ୍ତା ଅଧିକାର, କର୍ତ୍ତବ୍ୟ ଓ ଦାୟିତ୍ୱ ସମ୍ପର୍କରେ ଗ୍ରାମବାସୀଙ୍କୁ ସଚେତନ କରିବା ଏହି ଅଭିଯାନର ମୂଳ ଉଦେଶ୍ୟ ଥିଲା।…










