ପଟ୍ଟାମୁଣ୍ଡାଇ ତା୧୦/୩-ପଟ୍ଟାମୁଣ୍ଡାଇ ବ୍ଲକ ଅର୍ନ୍ତଗତ ଲୋକନାଥପୁର ମା’ ଛୁଆଳିଆ ପୀଠ ମଣ୍ଡପରେ ସିଦ୍ଧ ପରମହଂସ ନୋଡାଲ ୟୁପି ସ୍କୁଲ୍ ଓ ଜରିଆ ବଳଦେବ ସରକାରୀ ଉଚ୍ଚ ବିଦ୍ୟାଳୟ କ୍ଲଷ୍ଟରର ଆନୁକୂଲ୍ୟରେ ମିଳିତ ସମ୍ବର୍ଦ୍ଧନା ସଭା ଏବଂ ଲୋକନାଥପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ…
Month: March 2025
ସାମ୍ବାଦିକ ଅକ୍ଷୟ ସାହୁ ସମ୍ବର୍ଦ୍ଧିତ
ପଟ୍ଟାମୁଣ୍ଡାଇ ତା ୧୦/୩- କେନ୍ଦ୍ରାପଡ଼ା ଜିଲ୍ଲା ସାମ୍ବାଦିକ ୟୁନିୟନ ଉପସଭାପତି ତଥା ପଟ୍ଟାମୁଣ୍ଡାଇ ଅଂଚଳର ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ବ୍ଲକ ଲୋକନାଥପୁର ମା ଛୁଆଳିଆ ପୀଠରେ ଆୟୋଜିତ ପ୍ରତିଭା ସମ୍ମାନ ଉତ୍ସବରେ…
ଶାଢ଼ୀ ଯୋଗାଇବା ଦାବୀରେ ଖଡ଼ିଅଣ୍ଟା ମିଶନଶକ୍ତି ମହିଳାଙ୍କ ଧାରଣା
ପଟ୍ଟାମୁଣ୍ଡାଇ ତା ୧୦/୩- ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଖଡ଼ିଅଣ୍ଟା ପଂଚାୟତ ମିଶନଶକ୍ତି ମହିଳାମାନେ ଗତ ୨୦୨୪ ଜୁନ ମାସ ଠାରୁ ଶାଢ଼ୀ ବାବଦ ଆସିଥିବା ସରକାରୀ ଅର୍ଥ ପ୍ରଦାନ କରାଯାଇନାହିଁ । ବ୍ଲକ କତୃପକ୍ଷଙ୍କ ନିକଟରେ ବାରମ୍ବାର ଦାବୀ ପରେ ଶାଢ଼ୀ…
୧୯୮୦ ମସିହା ମେଟ୍ରିକ ବ୍ୟାଚ୍ର ବନ୍ଧୁମିଳନ
କେନ୍ଦ୍ରାପଡା ୧୦/୩- ବନ୍ଧୁତ ଅନେକ ବନ୍ଧୁତାର ସଂଜ୍ଞାତ ଅନେକ ହେଲେ ଏ ବନ୍ଧୁତା ସ୍ୱତନ୍ତ୍ର ଅଲଗା। ମାର୍ଚ୍ଚ ୯ତାରଖ ଦୋଳ ଦଶମୀ ତିଥି ରବିବାର ଦିନ ଏକତ୍ରିତ ହେଲେ ଗୋପଛକ ସ୍ଥିତି କମଲ ଭବନରେ। ବଳଦେବ ଉଚ୍ଚ ବିଦ୍ୟାଳୟର ୧୯୮୦ ମସିହା…
ପାୟଲ ମ୍ୟୁଜିକ ସ୍କୁଲର ଗ୍ରାମୀଣ ମହୋତ୍ସବ
କେନ୍ଦ୍ରାପଡ଼ା,୧୦ା୩: ଇନ୍ଦୁପୁର ଅଞ୍ଚଳର ତଥା ରାଜ୍ୟର ଏକ ଅଗ୍ରଣୀ ପ୍ରତିଷ୍ଠିତ କଳା ସଂସ୍କୃତି ପରମ୍ପରାକୁ ଆଧାର କରି ଗଢ଼ି ଉଠିଥିବା ପଞ୍ଚକଳା ଶିକ୍ଷାନୁଷ୍ଠାନ ‘ପାୟଲ ମ୍ୟୁଜିକ୍ ସ୍କୁଲ’ର ୨୨ତମ ବାର୍ଷିକ ଉତ୍ସବ ଓ ୪ର୍ଥ ପାୟଲ ମ୍ୟୁଜିକ୍ ଗ୍ରାମୀଣ ମହୋତ୍ସବ ଦୁଇ…
ଆଦର୍ଶ ଶିକ୍ଷକ ନିତ୍ୟାନନ୍ଦ ବିଶ୍ୱାଳଙ୍କ ସ୍ମୃତିସଭା
କେନ୍ଦ୍ରାପଡ଼ା,୯ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ପଳସିଂହା ଗ୍ରାମର ଗଣକବି ଗୋପାଳ ଦାଶ ସ୍ମୃତି ସଂସଦ ଆନୁକୂଲ୍ୟରେ ଆଦର୍ଶ ଶିକ୍ଷକ ନିତ୍ୟାନନ୍ଦ ବିଶ୍ୱାଳଙ୍କ ଏକ ସ୍ମୃତିସଭା ରବିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି କେଶବ ଚନ୍ଦ୍ର ବିଶ୍ୱାଳଙ୍କ ପୈାରହିତ୍ୟରେ ଅନୁଷ୍ଠିତ ଏହି ସ୍ମୃତିସଭାରେ କେନ୍ଦ୍ରାପଡା…
ନପଙ୍ଗ ପାନୀୟଜଳ ପ୍ରକଳ୍ପ ଶିଳାନ୍ୟାସ କଲେ ବିଧାୟକ
ପଟ୍ଟାମୁଣ୍ଡାଇ ତା ୯/୩- କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ତଥା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ବଡ଼ମୂଳବସନ୍ତ ପଂଚାୟତ ନପଙ୍ଗ ଠାରେ ୨୫ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଗ୍ରାମ୍ୟ ପାନୀୟଜଳ ପ୍ରକଳ୍ପ ଶିଳାନ୍ୟାସ କରାଯାଇଛି । ଏହି ଉପଲକ୍ଷେ ବଡ଼ମୂଳବସନ୍ତ ସରପଞ୍ଚ ସନ୍ତୋଷ ସେଠୀଙ୍କ ପୌରହିତ୍ୟରେ…
ପଟ୍ଟାମୁଣ୍ଡାଇରେ ନୂତନ ଅପରାଧୀକ ଆଇନ ସଚେତନତା
ପଟ୍ଟାମୁଣ୍ଡାଇ ତା ୯/୩- ଭାରତବର୍ଷ କୁ ସବୁ ଦୃଷ୍ଟିରୁ ସୁରକ୍ଷିତ ରଖିବା ଓ ଅପରାଧମୁକ୍ତ ରାଷ୍ଟ୍ର ଗଠନ କରିବା ପାଇଁ କେନ୍ଦ୍ର ସରକାର ନୂତନ ଅପରାଧୀକ ଆଇନ ପ୍ରଣୟନ କରିବା ସହିତ ଏହାକୁ ସଫଳତାର ସହିତ କାର୍ଯ୍ୟକାରୀ କରିବା ପାଇଁ ସବୁ…
ନିଆରା ପରମ୍ପରା ରେ ବନ୍ଧୁ ମିଳନ .
କେନ୍ଦ୍ରାପଡା -ତା ୭.୩.୨୦୨୫. କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ପୁରାତନ ଶିକ୍ଷାନୁଷ୍ଠାନ ମହାଵୀର ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ, ନିକିରାଇ ୧୯୭୭ ମାଟ୍ରିକ ବ୍ୟାଚର ପୁରାତନ ଛାତ୍ର ଛାତ୍ରୀ ମାନଙ୍କ ର ଏକ ନିଆରା ପରମ୍ପରା ରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ନିକିରାଇ…
ପୁନର୍ବାସ ପକ୍ଷରୁ ଦିବ୍ୟାଙ୍ଗ କର୍ମଜୀବୀ ମହିଳାଙ୍କୁ ସମ୍ବର୍ଦ୍ଧନା
କେନ୍ଦ୍ରାପଡା,୮ା୩: ଆନ୍ତର୍ଜାତୀୟ ମହିଳା ଦିବସରେ ପୁନର୍ବାସ ପକ୍ଷରୁ ତୃଣମୂଳ ସ୍ତରରେ ଭିନ୍ନକ୍ଷମମାନଙ୍କ ପାଇଁ କାର୍ଯ୍ୟକରୁଥିବା କର୍ମଜୀବୀ ମହିଳାମାନଙ୍କୁ ସମ୍ୱର୍ଦ୍ଧନା ଓ ପ୍ରଶଂସାପତ୍ର ପ୍ରଦାନ କରାଯାଇଛି । ପୁନର୍ବାସର ମୁଖ୍ୟ ଉପଦେଷ୍ଟା ବିରଜା ରାଉତରାୟଙ୍କ ସଞ୍ଚାଳନରେ ଅନୁଷ୍ଠିତ “ସଶକ୍ତ ମହିଳା ସଶକ୍ତ ବିଶ୍ୱ’…
କେନ୍ଦ୍ରାପଡା ବିଜୁ ମହିଳା ଜନତା ଦଳ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ , ବିଜୁ ଜନତା ଦଳ ମହିଳା ମାନଙ୍କ ବଳ- ବିଜେଡି
କେନ୍ଦ୍ରାପଡ଼ା,୮ା୩: ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ବିଜୁ ଜନତାଦଳ କେନ୍ଦ୍ରାପଡା ତରଫରୁ ଏକ ବିଶାଳ ମହିଳା ସମାବେଶ କେନ୍ଦ୍ରାପଡା ସହରର ଟାଉନହଲ ଠାରେ ପାଳିତ ହୋଇଯାଇଛି । କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ସଭାରେ ବକ୍ତବ୍ୟ ରଖି…
ବିଶିଷ୍ଟ ଶିକ୍ଷକଙ୍କର ଅକାଳ ବିୟୋଗ
କେନ୍ଦ୍ରାପଡ଼ା,୮ା୩: ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ଉଦୟବଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସର୍ବେଶ୍ୱର ସ୍ୱାଇଁ(୫୩)ଙ୍କର ଦେହାନ୍ତ ହୋଇଯାଇଛି । ସେ ଗତ ୬ମାସ ହେବ କର୍କଟ ରୋଗରେ ପୀଡିତ ଥିଲେ । ଜନ୍ମସ୍ଥାନ ମାର୍ଶାଘାଇ ଅନ୍ତର୍ଗତ ଗିରଙ୍ଗ ଗ୍ରାମ ଶ୍ମଶାନରେ ତାଙ୍କର…
ଚଳିତବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ
କେନ୍ଦ୍ରାପଡ଼ା,୮ା୩: କେନ୍ଦ୍ରାପଡା ଜିଲ୍ଲା ଆଇନସେବା ପ୍ରାଧିକରଣ ଆନୁକୁଲ୍ୟରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ତତ୍ସହିତ ତାଲୁକ୍ ସ୍ତରୀୟ ପଟ୍ଟାମୁଣ୍ଡାଇ, ଆଳି, ରାଜନଗର କୋର୍ଟ ପରିସରରେ ମଧ୍ୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଏହି…
ଜାତୀୟ ଲଳିତକଳା ଏକାଡେମୀ ବାର୍ଷିକ ଚିତ୍ର ପ୍ରଦର୍ଶନୀ ପାଇଁ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଚିତ୍ର ମନୋନୀତ
କେନ୍ଦ୍ରାପଡା,୭ା୩: କେନ୍ଦ୍ରାପଡା ସହରର କ୍ରିଷ୍ଣା ଏକାଡେମୀ ଅଫ୍ ଆର୍ଟ ଆଣ୍ଡ କଲ୍ଚର ଏକାଡେମୀର ପ୍ରତିଷ୍ଠାତା ଚିତ୍ରଶିଳ୍ପୀ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ପ୍ରକୃତି ସୁରକ୍ଷା ବିଷୟ ବସ୍ତୁକୁ ନେଇ କାନ୍ଭାସରେ ଅଙ୍କିତ ଚିତ୍ର ଦିଲ୍ଲୀସ୍ଥିତ ଭାରତ ସରକାରଙ୍କ ସଂସ୍କୃତି ବିଭାଗ ଦ୍ୱାରା ପରିଚାଳିତ ଜାତୀୟ…
କବି ଦୀପକ ମିଶ୍ରଙ୍କ ଜୟନ୍ତୀ ପାଳିତ
କେନ୍ଦ୍ରାପଡ଼ା ୭ /୩ ଓଡିଆ ସାହିତ୍ୟର ବିଶିଷ୍ଟ କବି ସ୍ୱର୍ଗତ ଦୀପକ ମିଶ୍ରଙ୍କ ୮୭ତମ ଜୟନ୍ତୀ ସ୍ଥାନୀୟ କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଗାନ୍ଧି ଭବନରେ କେନ୍ଦ୍ରାପଡ଼ା ଜିଲ୍ଲା ସାହିତ୍ୟ ପରିଷଦ ଓ ଓଡିଶା ସାହିତ୍ୟ ଏକାଡେମୀ ମିଳିତ ଉଦ୍ୟମରେ ପାଳିତ…
ଦାଦାବଟି ମାଗି ବିଫଳ ହେବାରୁ ବୃଦ୍ଧଙ୍କୁ ବୁଲେଟ୍ ଚେନ୍ ରେ ପିଟିଲେ ଦୁର୍ବୃତ୍ତ
କେନ୍ଦ୍ରାପଡା ୭/୩ – ଦାଦାବଟି ମାଗି ବିଫଳ ହେବାରୁ ବୃଦ୍ଧଙ୍କୁ ବୁଲେଟ୍ ଚେନ୍ ରେ ପିଟିଲେ ଦୁର୍ବୃତ୍ତ । ଏହି ମାଡମରା ଘଟଣା ସିସିଟିଭି କ୍ୟାମେରାରେ କଏଦ ହୋଇଛି । ଘଟଣା ଘଟିଛି କେନ୍ଦ୍ରାପଡା ଛାଞ୍ଚୁଣିଆ ଗାଁର ବ୍ୟବସାୟୀ ଅନନ୍ତ ଚରଣ…
୫ବାଇକ ଜବତ, ଦୁଇ ଚୋର ଗିରଫ
କେନ୍ଦ୍ରାପଡ଼ା,୬ା୩: କେନ୍ଦ୍ରାପଡା ଟାଉନ ଥାନା ପୋଲିସ ଏକ ବାଇକ ଚୋରି ର୍ୟାକେଟ ଠାବ କରିଛି। ଏହି ର୍ୟାକେଟ୍ରେ ଥିବା ଦୁଇ ଚୋରଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କ ନିକଟରୁ ୫ଟି ଚୋରା ବାଇକ ଜବତ କରାଯାଇଛି। ଅଭିଯୁକ୍ତ ଦ୍ୱୟ ହେଲେ ମାର୍ଶାଘାଇ…
ବିଜୁ ଅସମ୍ମାନ ପ୍ରତିବାଦରେ ବିଜେଡି ଗଣଧାରଣା,ବିକ୍ଷୋଭ, ରାସ୍ତାରୋକ, ପ୍ରତିବାଦ ସଭା, କୁଶପୁତ୍ତଳିକା ଦାହ
ପଟ୍ଟାମୁଣ୍ଡାଇ ତା ୬/୩-ଆନ୍ତର୍ଯ୍ୟାତିକ ଖ୍ୟାତିସମ୍ପନ୍ନ ରାଷ୍ଟ୍ରନାୟକ ପ୍ରବାଦ ପୁରୁଷ ପଂଚାୟତରାଜ ବ୍ୟବସ୍ଥାର ଜନକ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟନାୟକଙ୍କ ଜୟନ୍ତୀ ତିନି ଦଶନ୍ଧି ଧରି ପଂଚାୟତରାଜ ଦିବସ ଭାବେ ପାଳିତ ହୋଇ ସରକାରୀ ଛୁଟି ଘୋଷିତ ହୋଇ ଆସୁଥିବାବେଳେ ରାଜ୍ୟ…
ବୃତ୍ତି ପରୀକ୍ଷାରେ ତୁଳସୀ ବିଦ୍ୟା ମନ୍ଦିରର ସଫଳତା
କେନ୍ଦ୍ରାପଡା,୬ା୩: କେନ୍ଦ୍ରାପଡା ସହରସ୍ଥ ଇଚ୍ଛାପୁରସ୍ଥିତ ତୁଳସୀ ବିଦ୍ୟାମନ୍ଦିରର ଛାତ୍ରଛାତ୍ରୀମାନେ ବୃତ୍ତି ପରୀକ୍ଷାରେ ସଫଳତାର ସହ କୃତିତ୍ୱ ଅର୍ଜନ କରିଛନ୍ତି । ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷାରେ ଜ୍ୟୋତିପ୍ରିୟା ସାମଲ ଓ ପ୍ରସନ୍ନଜିତ ବାରିକ ସଫଳ ହୋଇଥିବା ବେଳେ ପଞ୍ଚମ ଶ୍ରେଣୀ ବୃତ୍ତି…
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ ଉତ୍ସବ ଓଡିଆ ଅସ୍ମିତାର ପ୍ରଚଣ୍ଡ ପ୍ରବକ୍ତା ବିଜୁ ବାବୁ – ଗଣେଶ୍ୱର ବେହେରା
କେନ୍ଦ୍ରାପଡା,୫ା୨: ଆନ୍ତର୍ଜାତୀୟ ସମ୍ମାନସ୍ପଦ ନେତୃତ୍ୱ, ପ୍ରବାଦ ପୁରୁଷ ରାଷ୍ଟ୍ରନାୟକ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ ଉତ୍ସବ କେନ୍ଦ୍ରାପଡା ନଗର ଓ ବ୍ଲକ ବିଜୁ ଜନତା ଦଳ ଆନୁକୂଲ୍ୟରେ କେନ୍ଦ୍ରାପଡା ଟାଉନହଲ୍ଠାରେ ଆଜି ପାଳିତ ହୋଇଯାଇଛି । ଏହି ଉପଲକ୍ଷେ କେନ୍ଦ୍ରାପଡା…
ସାରଥି ବାବା କେନ୍ଦ୍ରାପଡା ଆସିବେ
କେନ୍ଦ୍ରାପଡ଼ା,୫ା୩: ବିବାଦୀୟ ବାବା ସାରଥିଙ୍କୁ କେନ୍ଦ୍ରାପଡ଼ା ଆସିବାକୁ ବାରଣ ରହିଥିଲା। ଅଦାଲତର କାଠଗଡାରେ ଠିଆ ହୋଇଥିବା ବହୁ ଚର୍ଚ୍ଚିତ ସାରଥିବାବା କେନ୍ଦ୍ରାପଡା ଫେରିବେ ସେ ନେଇ ତାଙ୍କ ଶ୍ରଦ୍ଧାଳୁଙ୍କ ଭିତରେ କଳ୍ପନାଜଳ୍ପନା ପ୍ରକାଶ ପାଉଥିଲା । କେନ୍ଦ୍ରାପଡା ଆସି ସତ୍ସଙ୍ଗ କରିବା…
ଡା.ସରୋଜକାନ୍ତ କାନୁନ୍ଗୋଙ୍କ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି
କେନ୍ଦ୍ରାପଡ଼ା,୫ା୩: କେନ୍ଦ୍ରାପଡାର ଜନମାନସରେ ପରିଚିତ ଡା. ସରୋଜକାନ୍ତ କାନୁନଗୋଙ୍କ ୩୭ତମ ଶ୍ରାଦ୍ଧବାର୍ଷିକୀ ଅବସରରେ କେନ୍ଦ୍ରାପଡାରେ ଜିଲ୍ଲା ପ୍ରତିଭା ପୂଜା ସଂସଦ ପକ୍ଷରୁ ତାଙ୍କୁ ଭକ୍ତିପୂର୍ଣ୍ଣର୍ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି ଉପଲକ୍ଷେ ବୁଧବାର ସକାଳେ ପୁରୁଣା ମେଡିକାଲ ଛକରେ ଥିବା ତାଙ୍କ…
ଗ୍ରୀଷ୍ମ ପ୍ରବାହ ପ୍ରତିକାର ପାଇଁ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡ଼ା, ୫ା୩: ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ନିର୍ଦ୍ଦେଶ ଅନୁଯାୟୀ ଜିଲ୍ଲା ସ୍ତରୀୟ ଗ୍ରୀଷ୍ମ ପ୍ରବାହ ପ୍ରତିକାର ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦ୍ଭାବନା ସଭାଗୃହରେ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଗ୍ରୀଷ୍ମ…
ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜୟନ୍ତୀ
ପଂଚାୟତିରାଜ ବ୍ୟବସ୍ଥା କ୍ଷେତ୍ରରେ ବିଜୁ ବାବୁଙ୍କ ଅତୁଳନୀୟ ଭୂମିକା ଚା ପଂଚାୟତିରାଜ ଦିବସକୁ ବାତିଲ ବିରୋଧ ଗୁରୁବାର ବାଇପାସ ଠାରେ ପ୍ରତିବାଦ ସଭା ପଟ୍ଟାମୁଣ୍ଡାଇ ୫/୩ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ…










