କେନ୍ଦ୍ରାପଡ଼ା,୪ା୩: ପୂର୍ବାହ୍ନରେ ଜିଲ୍ଲାର ଏକମାତ୍ର ଗୋଷ୍ଠୀ ବେତାର କେନ୍ଦ୍ର ବାରୁଅସ୍ଥିତ ରେଡ଼ିଓ ଭାବଗ୍ରାହୀର ୪ର୍ଥ ସ୍ୱନକ୍ଷତ୍ର ଦିବସ ଉତ୍ସବ ଭାବଗ୍ରାହୀ କଳା ନିକେତନର ଅକ୍ଷୟ ମହାନ୍ତି କକ୍ଷରେ ମହାସମାରୋହରେ ପାଳିତ ହୋଇଯାଇଛି। ରେଡ଼ିଓ ଭାବଗ୍ରାହୀର ପ୍ରତିଷ୍ଠାତା ସଙ୍ଗୀତଜ୍ଞ ବିମଳ ପ୍ରସାଦ ପରିଡାଙ୍କ…
Month: March 2025
ଗାଁଦାଣ୍ଡରେ ମହିଳାଙ୍କୁ ଉଲଗ୍ନ କରି ମାଡ଼ ଘଟଣା ଆକ୍ରମଣର ଶିକାର ମହିଳା ବିରୋଧରେ ମାମଲା
କେନ୍ଦ୍ରାପଡା,୪ା୩: କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଏକ ଗ୍ରାମର ଜନୈକ ମହିଳାଙ୍କୁ ଗାଁଦାଣ୍ଡରେ ଉଲଗ୍ନ କରି ମାଡ ମାରିବା ଘଟଣାରେ ସଦର ଥାନା ପୋଲିସ ଆକ୍ରମଣର ଶିକାର ମହିଳା ବିରୋଧରେ ମାମଲା ରୁଜୁ କରିବା ଘଟଣା ସାଧାରଣରେ ଆଶ୍ଚର୍ଯ୍ୟଚକିତ କରିଛି। ସେହିପରି…
ଆସୁଛି ଦଳୀୟ ନିର୍ବାଚନ ବିଜେଡି ପକ୍ଷରୁ ସହକାରୀ ନିର୍ବାଚନ ଅଧିକାରୀ ନିଯୁକ୍ତ
କେନ୍ଦ୍ରାପଡ଼ା, ୪ା୩ : ଦଳୀୟ ନିର୍ବାଚନ ନିମନ୍ତେ ବିଜୁ ଜନତାଦଳ ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲାର ପ୍ରତ୍ୟେକ ବ୍ଲକ ଓ ପୈାରାଞ୍ଚଳ ପାଇଁ ସହକାରୀ ନିର୍ବାଚନ ଅଧିକାରୀମାନଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ଏନେଇ ମଙ୍ଗଳବାର ଗରାପୁରସ୍ଥିତ ଜିଲ୍ଲା ବିଜେଡି ନିର୍ବାଚନ ଅଧିକାରୀ ଆଇନଜୀବୀ…
ପୁନର୍ବାସ ତରଫରୁ ଟେକ୍ନୋ-ସକ୍ଷମ ମିଶନର ଶୁଭାରମ୍ଭ
କେନ୍ଦ୍ରାପଡା,୪ା୩: ଭିନ୍ନକ୍ଷମଙ୍କ ସଶକ୍ତିକରଣ ଦିଗରେ କାର୍ଯରତ ପୁନର୍ବାସ ଅନୁଷ୍ଠାନ ତରଫରୁ ଟେକ୍ନୋ-ସକ୍ଷମ ମିଶନର ଶୁଭାରମ୍ଭ ଫାଲଗୁନ ଶୁକ୍ଳ ପଞ୍ଚମୀର ପବିତ୍ର ତିଥିରେ କରାଯାଇଛି। ଏଥି ନିମନ୍ତେ ସ୍ଥାନୀୟ ମାଧପୁରସ୍ଥିତ ଅମର ଉଦ୍ୟାନଠାରେ ଓଡ଼ିଶା ନଲେଜ୍ କର୍ପୋରେସନ ଲିମିଟେଡ୍ର ପ୍ରଚାର ରଥକୁ କେନ୍ଦ୍ରାପଡାର…
ରାଜନଗର ସିଡିପିଓଙ୍କ ଦୁର୍ବ୍ୟବହାର ପ୍ରତିବାଦ ବଦଳି ଦାବି କଲେ ଅଙ୍ଗନୱାଡି କର୍ମୀ
କେନ୍ଦ୍ରାପଡ଼ା,୪ା୩: ରାଜନଗରର ସମନ୍ୱିତ ଶିଶୁ ବିକାଶ ଅଧିକାରୀ (ସିଡିପିଓ)ଙ୍କ ଅଙ୍ଗନୱାଡି କର୍ମୀଙ୍କ ପ୍ରତି ଅଶାଳୀନ ବ୍ୟବହାରରେ ଅତିଷ୍ଟ ହୋଇ ନ୍ୟାୟ ପାଇଁ ରାଜନଗର ଅଙ୍ଗନୱାଡି କର୍ମୀମାନେ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଦୁର୍ନୀତି ଖୋର ସିଡିପିଓଙ୍କୁ ଅନ୍ୟତ୍ର ବଦଳି କରିବାକୁ…
ନେହେରୁ ଯୁବକେନ୍ଦ୍ର ପକ୍ଷରୁ ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତା
କେନ୍ଦ୍ରାପଡ଼ା, ୪ା୩ : ନେହେରୁ ଯୁବକେନ୍ଦ୍ର ଓ ମୋ ଭାରତ ପକ୍ଷରୁ ଜିଲ୍ଲା ସ୍ତରୀୟ କ୍ରୀଡା ପ୍ରତିଯୋଗିତା କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ଖେଳପଡିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କବାଡି, ଫୁଟବଲ୍, ସ୍ଲୋ ସାଇକେଲ ରେସ୍, ବ୍ୟାଡମିଣ୍ଟନ, ଟାଇବୁଣ୍ଡ ଓ ଦୈାଡ…
ସେମିଫାଇନାଲରେ କୋହଲିଙ୍କ କମାଲ ଅଷ୍ଟ୍ରେଲିଆକୁ ୪ ୱିକେଟରେ ହରାଇ ଫାଇନାଲରେ ଭାରତ
ଦୁବାଇ ୪ା୩- ଆଇସିସି ଚାମ୍ପିୟନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ କରିଛି ଟିମ ଇଣ୍ଡିଆ। ମଙ୍ଗଳବାର ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆକୁ ୪ ୱିକେଟରେ ପରାସ୍ତ କରି ଭାରତ ଫାଇନାଲରେ ପ୍ରବେଶ କରିଛି । ଏହା ସହିତ…
ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ଉନ୍ନୟନ କମିଟିର ବୈଠକ
କେନ୍ଦ୍ରାପଡା, ତା.୦୪.୦୩.୨୦୨୫ରିଖ:- ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ଉନ୍ନୟନ କମିଟିର ଏକ ବୈଠକ ଆଜି ପୂର୍ବାହ୍ଣ ଘ. ୧୦:୩୦ ମିନିଟ ସମୟରେ ଜିଲ୍ଲା ପରିଷଦ ସଭାଗୃହଠାରେ ଅରବିନ୍ଦ ମହାପାତ୍ର, ମାନ୍ୟବର ବିଧାୟକ, ପାଟକୁରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏହି…
ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ କେନ୍ଦ୍ରାପଡା ବ୍ଲକ ଓ ନଗର ବିଜେଡିର ପ୍ରତିବାଦ ରାଜ୍ୟପାଳଙ୍କୁ ଦାବିପତ୍ର
କେନ୍ଦ୍ରାପଡା,୧ା୪: ପଞ୍ଚାୟତିରାଜ ଦିବସ ପରିବର୍ତ୍ତନକୁ ପ୍ରତିବାଦ କରି ବ୍ଲକ ଓ ନଗର ବିଜୁ ଜନତା ଦଳ କେନ୍ଦ୍ରାପଡା ଜିଲ୍ଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ସୂଚନା ଯେ ରାଜ୍ୟ ସରକାର ଏକ ନିଷ୍ପତ୍ତି ନେଇ ମାର୍ଚ୍ଚ ୫ ତାରିଖ…
ଟ୍ରଷ୍ଟ ପକ୍ଷରୁ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା
କେନ୍ଦ୍ରାପଡ଼ା,୩ା୩: ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସ ଏସମ୍ପର୍କରେ ଜିଲ୍ଲାର…
ବହୁବିଧ ମେଗା ସ୍ୱାସ୍ଥ୍ୟ ଶିବିର
କେନ୍ଦ୍ରାପଡ଼ା,୩ା୩: ନଡିଆବରେଇ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ମା’ଗଜଲକ୍ଷ୍ମୀ ସାଂସ୍କୃତିକ ପରିଷଦ ଓ ନଡିଆବରେଇ ଗ୍ରାମପଞ୍ଚାୟତର ଯୁବକସଙ୍ଘ ଦ୍ୱାରା ହାଇଟେକ ମେଡିକାଲ କଲେଜର ଅଭିଜ୍ଞ ଡାକ୍ତରମାନଙ୍କ ଦ୍ୱାରା ଏକ ମାଗଣା ବହୁବିଧ ମେଗା ସ୍ୱାସ୍ଥ୍ୟସେବା ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିସହିତ ଏହି…
କେନ୍ଦ୍ରାପଡା ସଦରମହକୁମାରେ ମିଳିତ ଜନଅଭିଯୋଗ ଶୁଣାଣି ଶିବିର
କେନ୍ଦ୍ରାପଡ଼ା, ୩ା୩: କେନ୍ଦ୍ରାପଡ଼ା ସଦର ମହକୁମାରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ଣ ୧୦ ଟାରୁ ଅପରାହ୍ଣ ଗୋଟାଏ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ପୈାରସଂସ୍ଥା ଟାଉନ୍ହଲ୍ରେ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଳିତ ଜନ…
କେନ୍ଦ୍ରାପଡା ମହାବିଦ୍ୟାଳୟକୁ ସରକାରୀ ମାନ୍ୟତା ଓ ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି ପାଇଁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ଦାବିପତ୍ର
କେନ୍ଦ୍ରାପଡ଼ା, ୩ା୩: କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ସରକାରୀ ମାନ୍ୟତା ପ୍ରଦାନ, କଲେଜରେ ସ୍ଥାୟୀ ଅଧ୍ୟକ୍ଷ ନିଯୁକ୍ତି, ୫ବର୍ଷରୁ ଉର୍ଦ୍ଧ୍ୱ ସମୟ ଧରି ରହିଥିବା ଅଧ୍ୟାପକ/ଅଧ୍ୟାପିକାଙ୍କୁ ବଦଳି କରାଯିବା, ବର୍ଷବର୍ଷ ଧରି ଚାଲିଥିବା ବ୍ୟାପକ ହରିଲୁଟ, ଅନିୟମିତତା ଓ ଅରାଜକତା ପ୍ରଭୃତିର…
ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟବେକ୍ଷଣ କମିଟି ବୈଠକ
କେନ୍ଦ୍ରାପଡା,୧ା୩: ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟବେକ୍ଷଣ କମିଟି (ଦିଶା)ର ଦ୍ୱିତୀୟ ବୈଠକ କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ଜୟ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଶନିବାର ଜିଲ୍ଲା ପରିଷଦ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ପୂର୍ବ ବୈଠକରେ ଆଲୋଚିତ ହୋଇଥିବା ବିଷୟବସ୍ତୁ ଯଥା ଜଳ…
ସରକାରୀ ଓଲଢି ଉର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟରେ କମ୍ପ୍ୟୁଟର ଶିକ୍ଷାର ଶୁଭାରମ୍ଭ
କେନ୍ଦ୍ରାପଡ଼ା,୧ା୩: ଡେରାବିଶ ବ୍ଲକ ଅନ୍ତର୍ଗତ ଚାଟରାଚକଡା ପଞ୍ଚାୟତର ରାମଚନ୍ଦ୍ର ନୋଡାଲ ଉଚ୍ଚବିଦ୍ୟାଳୟ କ୍ଲଷ୍ଟରର ସରକାରୀ ଓଲଢି ଉର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟରେ କମ୍ପ୍ୟୁଟର ଶିକ୍ଷାର ଉଦ୍ଘାଟନ ଉତ୍ସବ ପାଳନ ହୋଇଯାଇଛି । ଏହି ଉଦ୍ଘାଟନ ଉତ୍ସବରେ ଡେରାବିଶ ଶିକ୍ଷା ମଣ୍ଡଳ ଶିକ୍ଷା ଅଧିକାରୀ…
ବିପୁଳ ପରିମାଣର ଚୋରାମଦ ଜବତ, ୫ କୋର୍ଟଚାଲାଣ
କେନ୍ଦ୍ରାପଡ଼ା,୧ା୩: କେନ୍ଦ୍ରାପଡ଼ା ଟାଉନ ଓ ନିକିରାଇ ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ବିପୁଳ ପରିମାଣର ଚୋରାମଦ ଜବତ କରାଯାଇଛି। ସୂଚନା ଅନୁଯାୟୀ ଚୋରା ମଦ ବିକ୍ରି ହେଉଥିବାର ଏକ ବିଶେଷ ସୁତ୍ରରୁ ଖବର ମିଳିବା…










