ଜବରଦଖଲ ଯୋଗୁଁ ପୋତି ହୋଇଗଲାଣି ବ୍ରୀଟିସ ଅମଳର ସାଇଫନ ଜଳ ନିଷ୍କାସନରେ ବାଧା, ଫସଲହାନି

26 April 2025 kanika odisha 0

ପଟ୍ଟାମୁଣ୍ଡାଇ ୨୨/୪–କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ଅଳଭା ଗ୍ରାମର ବିଲବାଡିରେ ବର୍ଷସାରା ଜଳ ଜମି ରହି ଶହଶହ ଏକର ଚାଷଜମୀ ନଷ୍ଟ ହେଉଥିବା ବେଳେ ବାଡିବଗିଚା ସନ୍ତସନ୍ତିଆ ଅବସ୍ଥାରେ ପଡିରହୁଛି । ଅଳଭା […]

ଆତଙ୍କବାଦୀ ଆକ୍ରମଣ ବେଳେ ସୁରକ୍ଷା ବାହିନୀର ଅନୁପସ୍ଥିତି କାହିଁକି ଥିଲା? ସର୍ବଦଳୀୟ ବୈଠକରେ ବିରୋଧୀଙ୍କ ପ୍ରଶ୍ନ

26 April 2025 kanika odisha 0

ନୂଆଦିଲ୍ଲୀ,୨୫/୪: ଜମ୍ମୁ ଏବଂ କଶ୍ମୀରର ପହଲଗାମର ବୈସାରନ ଘାଟିରେ ମଙ୍ଗଳବାର (୨୨ ଏପ୍ରିଲ) ହୋଇଥିବା ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ଦିଲ୍ଲୀରେ ଏକ ସର୍ବଦଳୀୟ ବୈଠକ କେନ୍ଦ୍ର ସରକାର ଡାକିଥିଲେ। ପହଲଗାମ ଆକ୍ରମଣ ପାଇଁ ପାକିସ୍ତାନ […]

ସତ୍ୟସାଇ ସେବା ସମିତି ପକ୍ଷରୁ ଆରାଧନା ମହୋତ୍ସବ

25 April 2025 kanika odisha 0

ପଟ୍ଟାମୁଣ୍ଡାଇ,୨୫/୪- ପଟ୍ଟାମୁଣ୍ଡାଇ ବ୍ଳକ ଅନ୍ତର୍ଗତ ନିମପୁର ଶାସନ ସତ୍ୟସାଇ ସେବା ସମିତି ପକ୍ଷରୁ ଆରାଧନା ମହୋତ୍ସବ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ସହ ଏକ ମାଗଣା ଚିକିତ୍ସା ସ୍ବାସ୍ଥ୍ୟ ଶିବିର ଅନୁ‌ଷ୍ଠିତ […]

ଗ୍ରୀଷ୍ମକାଳୀନ ବ୍ୟାଡମିଣ୍ଟନ ଶିବିର ଉଦ୍‌ଘାଟିତ

25 April 2025 kanika odisha 0

କେନ୍ଦ୍ରାପଡ଼ା,୨୫ା୪: ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ସେବା ବିଭାଗ ତରଫରୁ ଓ ଜିଲ୍ଲା ପ୍ରଶାସନ(କ୍ରୀଡା ବିଭାଗ) ଆନୁକୂଲ୍ୟରେ ଇଚ୍ଛାପୁରସ୍ଥିତ ଶ୍ୟାମଗୁଡିଆ ଏବଂ ପଟ୍ଟାମୁଣ୍ଡାଇର ପୋଖରୀଆପଡାଠାରେ ଥିବା ବହୁମୁଖୀ ଇଣ୍ଡୋର ଷ୍ଟାଡିୟମଠାରେ ଏକ ଗ୍ରୀଷ୍ମକାଳୀନ […]

ଜିଲ୍ଲାସ୍ତରୀୟ ରାଜସ୍ୱ ଅମଲା କ୍ୟାଡର ପୁନର୍ଗଠନ ଦାବି

25 April 2025 kanika odisha 0

କେନ୍ଦ୍ରାପଡ଼ା,୨୫ା୪: ଓଡିଶା ରାଜସ୍ୱ ଅମଲା ସଂଘ କେନ୍ଦ୍ରାପଡା ଜିଲ୍ଲା ଶାଖା ପକ୍ଷରୁ ରାଜସ୍ୱ ମନ୍ତ୍ରୀଙ୍କ କେନ୍ଦ୍ରାପଡା ଜିଲ୍ଲାଗ୍ରସ୍ତ ପରିପ୍ରେକ୍ଷୀରେ ଓଡିଶା ରାଜସ୍ୱ ଅମଲା ସଂଘର କେତେକ ପୂରଣ ଅପେକ୍ଷାରେ ଥିବା ନାର୍ଯ୍ୟ ଦାବି ରାଜସ୍ୱ […]

କ୍ୱିଣ୍ଟାଲ ପିଛା ୮କେଜି ଧାନ କାଟିନେବା ଘଟଣା , ଯୋଗାଣମନ୍ତ୍ରୀଙ୍କ ନିକଟରେ ଅଭିଯୋଗ କଲେ ଚାଷୀ

25 April 2025 kanika odisha 0

କେନ୍ଦ୍ରାପଡ଼ା,୨୫ା୪: ଧାନର ମାନ ପରୀକ୍ଷା କରାଯାଇ ଏହା ସଠିକ ଥିବା ଜଣାଯିବା ପରେ ମଧ୍ୟ ଜଣେ ଚାଷୀଙ୍କ ଧାନ କ୍ୱିଣ୍ଟାଲ ପିଛା ୮କେଜି କାଟିବା ଘଟଣାରେ ଚାଷୀ ଜଣଙ୍କ ନ୍ୟାୟ ପାଇବା ପାଇଁ ଯୋଗାଣମନ୍ତ୍ରୀଙ୍କୁ […]

ବିଶ୍ୱହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ବିଶାଳ ହିନ୍ଦୁ ଶୋଭାଯାତ୍ରା

5 April 2025 kanika odisha 0

ପଟ୍ଟାମୁଣ୍ଡାଇ ତା ୪/୪-ବିଶ୍ୱହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପଟ୍ଟାମୁଣ୍ଡାଇ ପ୍ରଖଣ୍ଡ ପକ୍ଷରୁ ଆଜି ସନ୍ଧ୍ୟାରେ ଏକ ବିଶାଳ ହିନ୍ଦୁ ଶୋଭାଯାତ୍ରା ଆୟୋଜନ କରାଯାଇଥିଲା । ଏହି ଶୋଭାଯାତ୍ରାରେ ବିଶ୍ୱହିନ୍ଦୁ ପରିଷଦ ଜିଲ୍ଲା ସଭାପତି […]

ବ୍ରାହ୍ମଣୀ ବ୍ଲକ ଗଠନ ଦାବୀକୁ ଜୋରଦାର କଲା ବ୍ଲକ ଗଣସଂଗ୍ରାମ ସମିତି

2 April 2025 kanika odisha 0

ପଟ୍ଟାମୁଣ୍ଡାଇ ତା ୨/୪- -କେନ୍ଦ୍ର ସରକାର ନିର୍ବାଚନମଣ୍ଡଳୀ ପୁନଃ ଗଠନ ପାଇଁ ପଦକ୍ଷେପ ନେଇଥିବାରୁ ରାଜ୍ୟ ସରକାର ପ୍ରଶାସନିକ ସୁବିଧା ପାଇଁ ବ୍ଲକ ପୁନଃ ଗଠନ କରିବା ପାଇଁ ଯୋଜନା କରୁଛନ୍ତି । ଏଇ […]