ପଟ୍ଟାମୁଣ୍ଡାଇ,୨୫/୪- ପଟ୍ଟାମୁଣ୍ଡାଇ ବ୍ଳକ ଅନ୍ତର୍ଗତ ନିମପୁର ଶାସନ ସତ୍ୟସାଇ ସେବା ସମିତି ପକ୍ଷରୁ ଆରାଧନା ମହୋତ୍ସବ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ସହ ଏକ ମାଗଣା ଚିକିତ୍ସା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଡାକ୍ତର ରଶ୍ମି ରଂଜନ ମହାନ୍ତିଙ୍କ ତତ୍ବାବଧାନରେ ଏହି ଶିବିରରେ ୧୦୮ ଜଣ ରୋଗୀଙ୍କୁ ଚିକିତ୍ସା କରାଯାଇ ଔଷଧ ବଣ୍ଟନ କରାଯାଇଥିଲା। ସମିତି ପକ୍ଷରୁ ନଗର ସଂକୀର୍ତ୍ତନ, ସଫେଇ, ଦୀପଦାନ, ଭଜନ ସହ ବିଭିନ୍ନ […]
Day: 25 April 2025
କେନ୍ଦ୍ରାପଡ଼ା,୨୫ା୪: ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ସେବା ବିଭାଗ ତରଫରୁ ଓ ଜିଲ୍ଲା ପ୍ରଶାସନ(କ୍ରୀଡା ବିଭାଗ) ଆନୁକୂଲ୍ୟରେ ଇଚ୍ଛାପୁରସ୍ଥିତ ଶ୍ୟାମଗୁଡିଆ ଏବଂ ପଟ୍ଟାମୁଣ୍ଡାଇର ପୋଖରୀଆପଡାଠାରେ ଥିବା ବହୁମୁଖୀ ଇଣ୍ଡୋର ଷ୍ଟାଡିୟମଠାରେ ଏକ ଗ୍ରୀଷ୍ମକାଳୀନ ବ୍ୟାଡମିଣ୍ଟନ ଶିବିର କେନ୍ଦ୍ରାପଡା ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ନୀଲୁ ମହାପାତ୍ର ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିଥିଲେ । ଏହି ଶିବିର ଚଳିତ ମାସ ଏପ୍ରିଲ ୨୫ ତାରିଖରୁ ଆରମ୍ଭ ହୋଇ ମେ ମାସ ୧୧ […]
କେନ୍ଦ୍ରାପଡ଼ା,୨୫ା୪: ଓଡିଶା ରାଜସ୍ୱ ଅମଲା ସଂଘ କେନ୍ଦ୍ରାପଡା ଜିଲ୍ଲା ଶାଖା ପକ୍ଷରୁ ରାଜସ୍ୱ ମନ୍ତ୍ରୀଙ୍କ କେନ୍ଦ୍ରାପଡା ଜିଲ୍ଲାଗ୍ରସ୍ତ ପରିପ୍ରେକ୍ଷୀରେ ଓଡିଶା ରାଜସ୍ୱ ଅମଲା ସଂଘର କେତେକ ପୂରଣ ଅପେକ୍ଷାରେ ଥିବା ନାର୍ଯ୍ୟ ଦାବି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ପ୍ରଦାନ କରାଯାଇଛି । ଜିଲ୍ଲାସ୍ତରୀୟ ରାଜସ୍ୱ ଅମଲାମାନେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ଜିଲ୍ଲା ପରିଷଦ କାର୍ଯ୍ୟାଳୟ, ଜିଲ୍ଲା ମଙ୍ଗଳ କାର୍ଯ୍ୟାଳୟ, ଜିଲ୍ଲା ପଞ୍ଚାୟତ କାର୍ଯ୍ୟାଳୟ, ବେଷାମରିକ ଯୋଗାଣ କାର୍ଯ୍ୟାଳୟ, ଜିଲ୍ଲା ନିର୍ବାଚନ […]
କେନ୍ଦ୍ରାପଡ଼ା,୨୫ା୪: ଧାନର ମାନ ପରୀକ୍ଷା କରାଯାଇ ଏହା ସଠିକ ଥିବା ଜଣାଯିବା ପରେ ମଧ୍ୟ ଜଣେ ଚାଷୀଙ୍କ ଧାନ କ୍ୱିଣ୍ଟାଲ ପିଛା ୮କେଜି କାଟିବା ଘଟଣାରେ ଚାଷୀ ଜଣଙ୍କ ନ୍ୟାୟ ପାଇବା ପାଇଁ ଯୋଗାଣମନ୍ତ୍ରୀଙ୍କୁ ଅଭିଯୋଗ କରିଛନ୍ତି। ଆଳି ବ୍ଲକ ଅନ୍ତର୍ଗତ ଦଶିପୁର ଗ୍ରାମର ଚାଷୀ ବିବେକାନନ୍ଦ ଦାଶ ଅଭିଯୋଗପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଧାନର ମାନ ଉନ୍ନତ ଥିଲେ କଟନୀ ଛଟନୀ ହେବ ନାହିଁ ବୋଲି ସରକାରୀ ନିୟମ […]










