ପଟ୍ଟାମୁଣ୍ଡାଇ ୨୨/୪–କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଂଚଳ ଅନ୍ତର୍ଗତ ଅଳଭା ଗ୍ରାମର ବିଲବାଡିରେ ବର୍ଷସାରା ଜଳ ଜମି ରହି ଶହଶହ ଏକର ଚାଷଜମୀ ନଷ୍ଟ ହେଉଥିବା ବେଳେ ବାଡିବଗିଚା ସନ୍ତସନ୍ତିଆ ଅବସ୍ଥାରେ ପଡିରହୁଛି । ଅଳଭା ଘେରିରୁ ଜଳନିସ୍କାଷନ ପାଇଁ ବ୍ରୀଟିସ ଅମଳରୁ ହୋଇଥିବା ସାଇଫନ ଜୋର ଜବରଦଖଲ ହୋଇଯାଇଛି । ଅଳଭାଠାରେ ଥିବା ଜଳବିଶୋଧନ କାରାଖାନାରୁ ନିର୍ଗତ ବର୍ଜ୍ୟଜଳ ନିଷ୍କାସନ ହୋଇନପାରି ବିଲବାଡିରେ ମାଡୁଛି । ଫଳରେ ଅଳଭା ଗ୍ରାମରେ […]

ନୂଆଦିଲ୍ଲୀ,୨୫/୪: ଜମ୍ମୁ ଏବଂ କଶ୍ମୀରର ପହଲଗାମର ବୈସାରନ ଘାଟିରେ ମଙ୍ଗଳବାର (୨୨ ଏପ୍ରିଲ) ହୋଇଥିବା ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ଦିଲ୍ଲୀରେ ଏକ ସର୍ବଦଳୀୟ ବୈଠକ କେନ୍ଦ୍ର ସରକାର ଡାକିଥିଲେ। ପହଲଗାମ ଆକ୍ରମଣ ପାଇଁ ପାକିସ୍ତାନ ବିରୋଧରେ ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନର ଗୋଟିଏ ଦିନ ପରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏହି ସର୍ବଦଳୀୟ ବୈଠକ ଡାକିଥିଲେ। ବୈଠକରେ ସମସ୍ତ ରାଜନୈତିକ ଦଳର ନେତାମାନଙ୍କୁ ଏହି […]