କେନ୍ଦ୍ରାପଡ଼ା,୧୮ା୫ : ପୂର୍ବତନ କେନ୍ଦ୍ରାପଡା ଜିଲ୍ଲା ମହିଳା କଂଗ୍ରେସ ସଭାପତି ସଶ୍ମିତା ପଣ୍ଡାଙ୍କୁ ଓଡିଶା ପ୍ରଦେଶ କଂଗ୍ରେସ କମିଟି ସମ୍ପାଦକ ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି। ଭାରତୀୟ ଜାତୀୟ କଂଗ୍ରେସ ସଭାପତିଙ୍କ ଅନୁମୋଦନ କ୍ରମେ ଏହି ନିଯୁକ୍ତି ପ୍ରଦାନ କରାଯାଇଥିବା ଏ.ଆଇ.ସି.ସି. ସାଧାରଣ ସମ୍ପାଦକ ତଥା ସାଂସଦ କେ.ସି. ଭେନୁଗୋପାଳ ଏକ ପ୍ରେସ ବିଜ୍ଞପ୍ତି ମାଧ୍ୟମରେ ଜଣାଇଛନ୍ତି। ପୂର୍ବରୁ ଜିଲ୍ଲା ମହିଳା କଂଗ୍ରେସର ସଭାପତି ଭାବେ ନିଜର ଦକ୍ଷତା ପ୍ରତିପାଦନ […]

କେନ୍ଦ୍ରାପଡ଼ା,୧୮ା୫ : କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଲାହାଖଣ୍ଡ ଭରତପୁରର ଜମିଦାର ପରିବାର ଅବସରପ୍ରାପ୍ତ ଯୁଗ୍ମଶାସନ ସଚିବ ତଥା ଓଡିଶା ସଚିବାଳୟ ସେବା ସଙ୍ଘର ପ୍ରାକ୍ତନ ସଭାପତି ମନୋରଞ୍ଜନ ଦାସଙ୍କ ଧର୍ମପତ୍ନୀ ସମାଜସେବୀ ସ୍ନେହଲତା ଦାସଙ୍କ ଦ୍ୱାଦଶାହ ଅବସରରେ ତାଙ୍କ ଭରତପୁରସ୍ଥିତ ବାସଭବନରେ ଏକ ଶ୍ରଦ୍ଧାଞ୍ଜଳି ସଭା ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଶିକ୍ଷାବିତ ସୁଘୋଷ କୁମାର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସ୍ତମ୍ବକାର ଡ. ସର୍ବେଶ୍ୱର ସେଣ, ଆଇନଜୀବୀ […]