ସିପିଆଇର ଦୁଇଦିନିଆ ଦଶମ ଜିଲ୍ଲା ସମ୍ମିଳନୀ ଉଦଯାପିତ

କେନ୍ଦ୍ରାପଡ଼ା,୧୯ା୫ : ଭାରତୀୟ କମ୍ୟୁନିଷ୍ଟ ପାର୍ଟ( ସି.ପି.ଆ.ଇ.)ର ଦୁଇଦିନିଆ ଦଶମ ଜିଲ୍ଲା ସମ୍ମିଳନୀ ଉଦଯାପିତ ହୋଇଯାଇଛି। ଜିଲ୍ଲା ସହସାମ୍ପାଦକ ଆଦିକନ୍ଦ ରାଉଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଖୋଲା ଅଧିବେସନରେ ମୁଖ୍ୟଅତିଥି ଭାବେ ରାଜ୍ୟ ସମ୍ପାଦକ ମଣ୍ଡଳୀ ସଭ୍ୟ ପୂର୍ବତନ ବିଧାୟକ ସାଥି…

କେନ୍ଦ୍ରାପଡା ଜିଲ୍ଲା ପାଲାଗାୟକ ପରିଷଦର କର୍ମକର୍ତ୍ତା ଚୟନ

କେନ୍ଦ୍ରାପଡ଼ା, ୧୯/୫: କେନ୍ଦ୍ରାପଡା ଜିଲ୍ଲାରେ ସରକାରୀ ଓ ବେସରକାରୀ ସ୍ତରରେ ପ୍ରତି ୩ବର୍ଷରେ ଥରେ ପରିବର୍ତ୍ତନ କରାଯାଇଥାଏ । ଏହି ଅବସରରେ ଗରାପୁର ସ୍ଥିତ ଗୋପାଳଜିୟୁ ମନ୍ଦିର ପରିସରରେ ୧୦୯ତମ ବୈଠକରେ ଶ୍ରୀ ଶ୍ରୀ ନୀଳାଚଳ ନିଖିଳୋତ୍କଳ ପାଲା ଗାୟକ ପରିଷଦ…

ଅସୁସ୍ଥ ଥିବାବେଳେ ମାଟି ତାଡି ନେଲା ବିଭାଗ ,ଜଳସଂପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ନିକଟରେ ଅଭିଯୋଗ

କେନ୍ଦ୍ରାପଡ଼ା,୧୯ା୫: ଜଣେ ବ୍ୟକ୍ତି ଅସୁସ୍ଥ ଥିବାବେଳେ ଏହାର ଫାଇଦା ନେଇ ଜଳସଂପଦ ବିଭାଗ ସଂପୃକ୍ତ ବ୍ୟକ୍ତିଙ୍କ ଜମିରୁ ମାଟି ତାଡ଼ି ନେଇଛି। ଏ ନେଇ ବ୍ୟକ୍ତି ଜଣକ ପ୍ରଥମେ ବିଭାଗୀୟ ସହକାରୀ ଯନ୍ତ୍ରୀ ଓ ପରେ ବିଭାଗୀୟ ଅଧୀକ୍ଷଣ ଯନ୍ତ୍ରୀଙ୍କ ନିକଟରେ…

ଶ୍ରୀ ରାଧାଗୋବିନ୍ଦଜୀୟୁଙ୍କ ଚନ୍ଦନ ଯାତ୍ରା ଉଦ୍‌ଯାପିତ

କେନ୍ଦ୍ରାପଡ଼ା,୧୯ା୫ : କେନ୍ଦ୍ରାପଡା ଜିଲ୍ଲାର ପ୍ରସିଦ୍ଧ ଶ୍ରୀ ରାଧାଗୋବିନ୍ଦଜୀୟୁଙ୍କ ଚନ୍ଦନ ଯାତ୍ରା ମହୋତ୍ସବ ସୋମବାର ଦିନ ବିଳମ୍ବିତ ରାତ୍ରରେ ଉଦ୍‌ଯାପିତ ହୋଇଯାଇଛି । ଏପ୍ରିଲ ମାସ ୩୦ତାରିଖ ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଥିବା ଏହି ଯାତ୍ରା ଧୁମଧାମରେ କେନ୍ଦ୍ରାପଡା ସହର ଚାଟରାପାଟଣାସ୍ଥିତ…