କେନ୍ଦ୍ରାପଡ଼ା,୧୯ା୫ : ଭାରତୀୟ କମ୍ୟୁନିଷ୍ଟ ପାର୍ଟ( ସି.ପି.ଆ.ଇ.)ର ଦୁଇଦିନିଆ ଦଶମ ଜିଲ୍ଲା ସମ୍ମିଳନୀ ଉଦଯାପିତ ହୋଇଯାଇଛି। ଜିଲ୍ଲା ସହସାମ୍ପାଦକ ଆଦିକନ୍ଦ ରାଉଳଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଖୋଲା ଅଧିବେସନରେ ମୁଖ୍ୟଅତିଥି ଭାବେ ରାଜ୍ୟ ସମ୍ପାଦକ ମଣ୍ଡଳୀ ସଭ୍ୟ ପୂର୍ବତନ ବିଧାୟକ ସାଥି ଏନ.ନାରାୟଣ ରେଡ୍ଡୀ, ମୁଖ୍ୟବକ୍ତା ଭାବେ ସମ୍ପାଦକ ମଣ୍ଡଳୀ ସଭ୍ୟ ଡ. ପ୍ରଶାନ୍ତ ମିଶ୍ର, ଜିଲ୍ଲା ସମ୍ପାଦକ ସାଥି ରମଣୀରଞ୍ଜନ ରାଉତରାୟ, ମାର୍ଶାଘାଇ-ମହାକାଳପଡା ଜୋନ ସମ୍ପାଦକ ସାଥି ବିକାଶ […]

କେନ୍ଦ୍ରାପଡ଼ା, ୧୯/୫: କେନ୍ଦ୍ରାପଡା ଜିଲ୍ଲାରେ ସରକାରୀ ଓ ବେସରକାରୀ ସ୍ତରରେ ପ୍ରତି ୩ବର୍ଷରେ ଥରେ ପରିବର୍ତ୍ତନ କରାଯାଇଥାଏ । ଏହି ଅବସରରେ ଗରାପୁର ସ୍ଥିତ ଗୋପାଳଜିୟୁ ମନ୍ଦିର ପରିସରରେ ୧୦୯ତମ ବୈଠକରେ ଶ୍ରୀ ଶ୍ରୀ ନୀଳାଚଳ ନିଖିଳୋତ୍କଳ ପାଲା ଗାୟକ ପରିଷଦ ଓଡିଶା ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲା ପାଲା ଗାୟକ ପରିଷଦର ଜିଲ୍ଲା, ବ୍ଲକ ସ୍ତରୀୟ ନୂତନ କର୍ମକର୍ତ୍ତା ଚୟନ କରାଯାଇଥିଲା । ଏହି ବୈଠକରେ ଜିଲ୍ଲାର ସମସ୍ତ ପ୍ରତିନିଧିମାନଙ୍କୁ […]

କେନ୍ଦ୍ରାପଡ଼ା,୧୯ା୫: ଜଣେ ବ୍ୟକ୍ତି ଅସୁସ୍ଥ ଥିବାବେଳେ ଏହାର ଫାଇଦା ନେଇ ଜଳସଂପଦ ବିଭାଗ ସଂପୃକ୍ତ ବ୍ୟକ୍ତିଙ୍କ ଜମିରୁ ମାଟି ତାଡ଼ି ନେଇଛି। ଏ ନେଇ ବ୍ୟକ୍ତି ଜଣକ ପ୍ରଥମେ ବିଭାଗୀୟ ସହକାରୀ ଯନ୍ତ୍ରୀ ଓ ପରେ ବିଭାଗୀୟ ଅଧୀକ୍ଷଣ ଯନ୍ତ୍ରୀଙ୍କ ନିକଟରେ ଅଭିଯୋଗ କରିଥିଲେ। ହେଲେ ସେଠାରୁ ନ୍ୟାୟ ନପାଇବାରୁ ଏବେ ଜଳସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି। କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶଘାଇ ବ୍ଲକ ପିକରାଳି ଗ୍ରାମର […]

କେନ୍ଦ୍ରାପଡ଼ା,୧୯ା୫ : କେନ୍ଦ୍ରାପଡା ଜିଲ୍ଲାର ପ୍ରସିଦ୍ଧ ଶ୍ରୀ ରାଧାଗୋବିନ୍ଦଜୀୟୁଙ୍କ ଚନ୍ଦନ ଯାତ୍ରା ମହୋତ୍ସବ ସୋମବାର ଦିନ ବିଳମ୍ବିତ ରାତ୍ରରେ ଉଦ୍‌ଯାପିତ ହୋଇଯାଇଛି । ଏପ୍ରିଲ ମାସ ୩୦ତାରିଖ ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଥିବା ଏହି ଯାତ୍ରା ଧୁମଧାମରେ କେନ୍ଦ୍ରାପଡା ସହର ଚାଟରାପାଟଣାସ୍ଥିତ ମନ୍ଦିର ପରିସରରେ ଏହି ଉତ୍ସବ ଅନୁଷ୍ଠିତ ହୋଇଥିଲା । ଶ୍ରୀ ଜୀୟୁଙ୍କ ଚଳନ୍ତି ପ୍ରତିମାକୁ ଚନ୍ଦନ ଲେପ ଦିଆଯାଇ ଏକ ସୁସଜ୍ଜିତ ବିଭାନରେ ନିକଟସ୍ଥ ଚନ୍ଦନ ପୋଖରୀକୁ […]