ପଟ୍ଟାମୁଣ୍ଡାଇ ବ୍ଲକରେ ମିଳିତ ଜନଶୁଣାଣୀ ଶିବିର ; ୬୨ ଅଭିଯୋଗ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦେଶ

ପଟ୍ଟାମୁଣ୍ଡାଇ ୧୯/୫  – କେନ୍ଦ୍ରାପଡା ଜିଲା ପ୍ରଶାସନ ପକ୍ଷରୁ ସୋମବାର ପଟ୍ଟାମୁଣ୍ଡାଇ ବ୍ଲକରେ ମିଳିତ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । କେନ୍ଦ୍ରାପଡ଼ା ଅତିରିକ୍ତ ଜିଲ୍ଲାପାଳ ରବୀନ୍ଦ୍ର ମଲ୍ଲିକ, ଜିଲ୍ଲା ପ୍ରକଳ୍ପ ନିର୍ଦେଶକ ଅଜାମ୍ବର ମହାନ୍ତି, ସହକାରୀ ଜିଲ୍ଲାପାଳ ତୃପ୍ତି…