ପୁରାତନ ବିଦ୍ୟାର୍ଥୀଙ୍କ ସହଯୋଗରେ ବିଦ୍ୟାଳୟର ଗୌରବ ଓ ଗାରିମା ଅକ୍ଷୁର୍ଣ୍ଣ ରହିପାରିବ

ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲ ପୁରାତନ ଛାତ୍ର ସଂସଦ ବାର୍ଷିକ ଉତ୍ସବ ପଟ୍ଟାମୁଣ୍ଡାଇ ୨୯/୬- କେନ୍ଦ୍ରାପଡ଼ା ଜିଲ୍ଲାର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ପଟ୍ଟାମୁଣ୍ଡାଇ ଏମଏନ ହାଇସ୍କୁଲ ପୁରାତନ ଛାତ୍ର ସଂସଦର ୧୫ତମ ବାର୍ଷିକ ଉତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି । ପୁରାତନ…

ଶ୍ରୀବଳଦେବଜିଉଙ୍କ ‘ତୁଳସି ରସିଆ’ ନୃତ୍ୟରେ ଭାବ ବିହୋଳିତ ହେଲେ ଦର୍ଶକ ,

ଜିଲ୍ଲା ସ୍ତରୀୟ ବିକାଶ ମେଳାରେ ସାଂସ୍କୃତିକ ସଂନ୍ଧ୍ୟାରେ ଫିଟ ଅଫ ଫାୟାର ଏକାଡେମୀର ନୃତ୍ୟ ଚିତାର୍କଶକ ଥିଲା ନୃତ୍ୟ ମାଧ୍ୟମରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ପଟ୍ଟାମୁଣ୍ଡାଇ ୧୯/୬ ପ୍ରଗତିର ନୂତନ ସୂର୍ଯ୍ୟୋଦୟ ତଥା ଜିଲ୍ଲା ସ୍ତରୀୟ ବିକାଶ ମେଳା ଅବସରରେ ପ୍ରତ୍ୟକ ସନ୍ଧ୍ୟାରେ…

ବର୍ଣ୍ଣବିଭା ସାହିତ୍ୟ ପତ୍ରିକା ଉନ୍ମୋଚିତ

ପଟ୍ଟାମୁଣ୍ଡାଇ ତା ୧୭/୬- ପଟ୍ଟାମୁଣ୍ଡାଇ ପୌର ପରିଷଦ ପ୍ରେକ୍ଷାଳୟରେ ଗାଳ୍ପିକା ସରସ୍ୱତୀ ବେହେରାଙ୍କ ସମ୍ପାଦିତ ସାହିତ୍ୟ ପତ୍ରିକା ” ବର୍ଣ୍ଣବିଭା” ଉନ୍ମୋଚିତ ହୋଇଯାଇଛି । ଏହି ଉପଲକ୍ଷେ କବି ପୀତାମ୍ବର ତରାଇଙ୍କ ପୌରହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ କବି…

ଝିଅ ଆଗରେ ମା’କୁ ଟାଣି ନେଲା କୁମ୍ଭୀର,

କେନ୍ଦ୍ରାପଡା ୧୬/୬- କେନ୍ଦ୍ରାପଡା ଜିଲା ଆଳି ଥାନା ଅନ୍ତର୍ଗତ କୋଳଡିହ ପଞ୍ଚାୟତର ଓଁଳାଡିହା ଗାଁରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଗାଁ ନିକଟ ଖରସ୍ରୋତା ନଦୀକୁ ସଂଯୋଗ କରୁଥିବା ପାନିଆ ଯୋରର ଜଣେ ମହିଳା ଶୌଚ ହେବାକୁ ଯାଇଥିବା ବେଳେ କୁମ୍ଭୀର…

ସମାଜସେବୀ ମହେଶ୍ୱର ବିଶ୍ୱାଳଙ୍କ ଶ୍ରଦ୍ଧାଞ୍ଜଳି ସଭା

ପଟ୍ଟାମୁଣ୍ଡାଇ ୯/୬ – ପଟ୍ଟାମୁଣ୍ଡାଇ ବ୍ଲକ ୧୭ନ ଜୋନ ଜିଲ୍ଲାପରିଷଦ ସଦସ୍ୟ ରଞ୍ଜନ ବିଶ୍ୱାଳଙ୍କ ପିତା ସମାଜସେବୀ ମହେଶ୍ୱର ବିଶ୍ୱାଳଙ୍କ ଏକାଦଶାହ ଅବସରରେ ସୁଜନପୁର ଠାରେ ରବିବାର ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ କେନ୍ଦ୍ରାପଡ଼ା ବିଧାୟକ ପୂର୍ବତନ…

ଏମଏନ ହାଇସ୍କୁଲ ପୁରାତନ ଛାତ୍ର ସଂସଦ ପକ୍ଷରୁ ବୃକ୍ଷରୋପଣ

ପଟ୍ଟାମୁଣ୍ଡାଇ ୯/୬ – ପଟ୍ଟାମୁଣ୍ଡାଇ ଅଂଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଏମଏନ ହାଇସ୍କୁଲ ପୁରାତନ ଛାତ୍ର ସଂସଦ ପକ୍ଷରୁ ବିଶ୍ୱ ପରିବେଶ ଦିବସ ଅବସରରେ ହାଇସ୍କୁଲ ଖେଳ ପଡିଆ ପାର୍ଶ୍ୱରେ ଥିବା ଗୋବରୀ ନଦୀ କୂଳରେ ବୃକ୍ଷ ରୋପଣ କରାଯାଇଥିଲା ।…

ହରା ଭାରତ ପକ୍ଷରୁ ଚାରା ବଂଟନ କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ୯/୬ – କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ଅଗ୍ରିମ ସାମାଜିକ ସଂଗଠନ ହରା ଭାରତର ପକ୍ଷରୁ ୭ମ ଚାରା ବଂଟନ କାର୍ଯ୍ୟକ୍ରମ ପଟ୍ଟାମୁଣ୍ଡାଇ ଏମଏନ ହାଇସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ମାର୍ଶାଘାଇ…

ଶିମିଳିଆ ମାଇନର କେନାଲ ରେ ପାଣି ଆସୁନାହିଁ, ୧୮ରେ ଚାଷୀ ଧାରଣା

ପଟ୍ଟାମୁଣ୍ଡାଇ ୯/୬ – ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଳଭା-୧ ଅଧୀନରେ ଥିବା ଶିମିଳିଆ ମାଇନର କେନାଲରୁ ବର୍ଷ ବର୍ଷ ଧରି ଚାଷଜମିକୁ ସଠିକ ଜଳସେଚନ ହୋଇପାରୁନାହିଁ । ଫଳରେ ଚାଷ କାର୍ଯ୍ୟ ଗୁରୁତର ଭାବେ ପ୍ରଭାବିତ ହେଉଛି । ଏହି ମାଇନର…

ଗ୍ରୀଷ୍ମକାଳୀନ ନିଃଶୁଳ୍କ ଚେସ୍ ପ୍ରଶିକ୍ଷଣ ଶିବିର ସମାପନ ଦିବସ

କେନ୍ଦ୍ରାପଡା,୬ା୬: କେନ୍ଦ୍ରାପଡା ଜିଲ୍ଲା ଚେସ୍ ଆସୋସିଏସନ ପକ୍ଷରୁ କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟ ବାଣିଜ୍ୟ ବିଭାଗ କକ୍ଷରେ ଗ୍ରୀଷ୍ମକାଳୀନ ନିଃଶୁଳ୍କ ଚେସ୍ ପ୍ରଶିକ୍ଷଣ ଶିବିର ଆଜକୁ ୮ ଦିନଧରି ଅନୁଷ୍ଠିତ ହେଉଥିବା ପ୍ରଶିକ୍ଷଣ ଶିବିରକୁ ବିଧିବଧ ଭାବରେ ନୂତନ ଭାବରେ ଚୟନ ହୋଇଥିବା…

ଅନଲାଇନରେ ଶିଶୁକୁ କରାଯାଉଥିବା ଯୌନ ଶୋଷଣ ଓ ଦୁର୍ବ୍ୟବହାର ସୁରକ୍ଷା ସମ୍ପର୍କରେ ଆଇନଗତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ନିକିରାଇ ଆଇଆଇସି ପଦ୍ମାଳୟା ପ୍ରଧାନଙ୍କୁ ଶିଶୁମିତ୍ର ପୋଲିସ ଅଧିକାରୀ ଭାବେ ସମ୍ବର୍ଦ୍ଧିତ   କେନ୍ଦ୍ରାପଡା,୬ା୬: ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଓ ଚାଇଲଡ ଫଣ୍ଡ୍ ଇଣ୍ଡିଆର ମିଳିତ ଆନୁକୂଲ୍ୟରେ ଜିଲ୍ଲା ପରିଷଦ ସଭାଗୃହରେ ଶିଶୁ ସୁରକ୍ଷା ଉପରେ ଅନଲାଇନରେ ଶିଶୁକୁ କରାଯାଉଥିବା…

ସୂର୍ଯ୍ୟ ଘର ବିଜୁଳି ଯୋଜନା ସମ୍ପର୍କରେ କର୍ମଶାଳା

କେନ୍ଦ୍ରାପଡା, ୫ା୬ – କେନ୍ଦ୍ର ଓ ରାଜ୍ୟ ସରକାରର ସହଯୋଗିତା ଓ ରିହାତି ମାଧ୍ୟମରେ ଚାଲିଥିବା ପିଏମ ସୂର୍ଯ୍ୟ ଘର ବିଦ୍ୟୁତ ଯୋଜାର ଏକ କର୍ମଶାଳା କେନ୍ଦ୍ରାପଡା ସହରର ରିଡିଙ୍ଗ ରୁମ ପରିସରରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଡି ଲୋକ…

ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲ ମୋ ସ୍କୁଲ ଅଭିଯାନ କମିଟି ବୈଠକ

ପଟ୍ଟାମୁଣ୍ଡାଇ ୪/୬- ପଟ୍ଟାମୁଣ୍ଡାଇ ଏମଏନ ହାଇସ୍କୁଲ ମୋ ସ୍କୁଲ ଅଭିଯାନ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ମୋ ସ୍କୁଲ ଅଭିଯାନ କମିଟି ସଭାପତି ପ୍ରଫେସର ଅନିରୁଦ୍ଧ ରାଉଳଙ୍କ ପୌରହିତ୍ୟରେ ଆୟୋଜିତ ବୈଠକରେ ବରିଷ୍ଠ ସଦସ୍ୟ ଡ଼ କେଳୁ ଚରଣ ସ୍ୱାଇଁ…

ଅଳପୁଆ ଘାଟସେତୁ ନିର୍ମାଣ ପାଇଁ , ଆବଶ୍ୟକ ଅର୍ଥ ମଂଜୁର

ପଟ୍ଟାମୁଣ୍ଡାଇ ୪/୬–କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ତଥା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ଘାଟ ସେତୁ ନିର୍ମାଣ ପାଇଁ ରାଜ୍ୟ ସରକାର ଆବଶ୍ୟକ ଅର୍ଥ ମଂଜୁର କରିବା ସହିତ ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଦୀର୍ଘ ଦିନର ଦାବୀ ପୂରଣ ହେବାକୁ ଯାଉଥିବାରୁ…

ଜାତୀୟ ଟାଇକୋଣ୍ଡୋ ପ୍ରତିଯୋଗିତାରେ କେନ୍ଦ୍ରାପଡା ଶିବାଜୀ ଟାଇକୋଣ୍ଡୋ ଏକାଡେମୀର ସଫଳତା

କେନ୍ଦ୍ରାପଡା ୪/୬- କେନ୍ଦ୍ରାପଡା ଜିଲ୍ଲା ଶିବାଜୀ ଟାଇକୋଣ୍ଡୋଆକାଡ଼େମୀର ପ୍ରତିଯୋଗୀମାନେ କଟକସ୍ଥିତ ଜବାହରଲାଲ ନେହୁରଇନଡୋର ଷ୍ଟାଡିୟମରେ ନବମ ଜାତୀୟ ଓପେନଟାଇକୋଣ୍ଡୋ ଚମ୍ପିୟାନସିପ ପ୍ରତିଯୋଗୀତାରେ ଭାଗ ନେଇ ୪ଟି ପଦକ ହାସଲ କରିଛନ୍ତି । ଏହା ଗତ ମେ ମାସ ୩୦ତାରିଖରୁ ଆରମ୍ଭ ହୋଇ…