ପଟ୍ଟାମୁଣ୍ଡାଇ ଏମ ଏନ ହାଇସ୍କୁଲ ମୋ ସ୍କୁଲ ଅଭିଯାନ କମିଟି ବୈଠକ

ପଟ୍ଟାମୁଣ୍ଡାଇ ୪/୬- ପଟ୍ଟାମୁଣ୍ଡାଇ ଏମଏନ ହାଇସ୍କୁଲ ମୋ ସ୍କୁଲ ଅଭିଯାନ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ମୋ ସ୍କୁଲ ଅଭିଯାନ କମିଟି ସଭାପତି ପ୍ରଫେସର ଅନିରୁଦ୍ଧ ରାଉଳଙ୍କ ପୌରହିତ୍ୟରେ ଆୟୋଜିତ ବୈଠକରେ ବରିଷ୍ଠ ସଦସ୍ୟ ଡ଼ କେଳୁ ଚରଣ ସ୍ୱାଇଁ…

ଅଳପୁଆ ଘାଟସେତୁ ନିର୍ମାଣ ପାଇଁ , ଆବଶ୍ୟକ ଅର୍ଥ ମଂଜୁର

ପଟ୍ଟାମୁଣ୍ଡାଇ ୪/୬–କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ତଥା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଅଳପୁଆ ଘାଟ ସେତୁ ନିର୍ମାଣ ପାଇଁ ରାଜ୍ୟ ସରକାର ଆବଶ୍ୟକ ଅର୍ଥ ମଂଜୁର କରିବା ସହିତ ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଦୀର୍ଘ ଦିନର ଦାବୀ ପୂରଣ ହେବାକୁ ଯାଉଥିବାରୁ…

ଜାତୀୟ ଟାଇକୋଣ୍ଡୋ ପ୍ରତିଯୋଗିତାରେ କେନ୍ଦ୍ରାପଡା ଶିବାଜୀ ଟାଇକୋଣ୍ଡୋ ଏକାଡେମୀର ସଫଳତା

କେନ୍ଦ୍ରାପଡା ୪/୬- କେନ୍ଦ୍ରାପଡା ଜିଲ୍ଲା ଶିବାଜୀ ଟାଇକୋଣ୍ଡୋଆକାଡ଼େମୀର ପ୍ରତିଯୋଗୀମାନେ କଟକସ୍ଥିତ ଜବାହରଲାଲ ନେହୁରଇନଡୋର ଷ୍ଟାଡିୟମରେ ନବମ ଜାତୀୟ ଓପେନଟାଇକୋଣ୍ଡୋ ଚମ୍ପିୟାନସିପ ପ୍ରତିଯୋଗୀତାରେ ଭାଗ ନେଇ ୪ଟି ପଦକ ହାସଲ କରିଛନ୍ତି । ଏହା ଗତ ମେ ମାସ ୩୦ତାରିଖରୁ ଆରମ୍ଭ ହୋଇ…