ସମାଜସେବୀ ମହେଶ୍ୱର ବିଶ୍ୱାଳଙ୍କ ଶ୍ରଦ୍ଧାଞ୍ଜଳି ସଭା

ପଟ୍ଟାମୁଣ୍ଡାଇ ୯/୬ – ପଟ୍ଟାମୁଣ୍ଡାଇ ବ୍ଲକ ୧୭ନ ଜୋନ ଜିଲ୍ଲାପରିଷଦ ସଦସ୍ୟ ରଞ୍ଜନ ବିଶ୍ୱାଳଙ୍କ ପିତା ସମାଜସେବୀ ମହେଶ୍ୱର ବିଶ୍ୱାଳଙ୍କ ଏକାଦଶାହ ଅବସରରେ ସୁଜନପୁର ଠାରେ ରବିବାର ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ କେନ୍ଦ୍ରାପଡ଼ା ବିଧାୟକ ପୂର୍ବତନ…

ଏମଏନ ହାଇସ୍କୁଲ ପୁରାତନ ଛାତ୍ର ସଂସଦ ପକ୍ଷରୁ ବୃକ୍ଷରୋପଣ

ପଟ୍ଟାମୁଣ୍ଡାଇ ୯/୬ – ପଟ୍ଟାମୁଣ୍ଡାଇ ଅଂଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଏମଏନ ହାଇସ୍କୁଲ ପୁରାତନ ଛାତ୍ର ସଂସଦ ପକ୍ଷରୁ ବିଶ୍ୱ ପରିବେଶ ଦିବସ ଅବସରରେ ହାଇସ୍କୁଲ ଖେଳ ପଡିଆ ପାର୍ଶ୍ୱରେ ଥିବା ଗୋବରୀ ନଦୀ କୂଳରେ ବୃକ୍ଷ ରୋପଣ କରାଯାଇଥିଲା ।…

ହରା ଭାରତ ପକ୍ଷରୁ ଚାରା ବଂଟନ କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ୯/୬ – କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ଅଗ୍ରିମ ସାମାଜିକ ସଂଗଠନ ହରା ଭାରତର ପକ୍ଷରୁ ୭ମ ଚାରା ବଂଟନ କାର୍ଯ୍ୟକ୍ରମ ପଟ୍ଟାମୁଣ୍ଡାଇ ଏମଏନ ହାଇସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ମାର୍ଶାଘାଇ…

ଶିମିଳିଆ ମାଇନର କେନାଲ ରେ ପାଣି ଆସୁନାହିଁ, ୧୮ରେ ଚାଷୀ ଧାରଣା

ପଟ୍ଟାମୁଣ୍ଡାଇ ୯/୬ – ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଳଭା-୧ ଅଧୀନରେ ଥିବା ଶିମିଳିଆ ମାଇନର କେନାଲରୁ ବର୍ଷ ବର୍ଷ ଧରି ଚାଷଜମିକୁ ସଠିକ ଜଳସେଚନ ହୋଇପାରୁନାହିଁ । ଫଳରେ ଚାଷ କାର୍ଯ୍ୟ ଗୁରୁତର ଭାବେ ପ୍ରଭାବିତ ହେଉଛି । ଏହି ମାଇନର…