ପଟ୍ଟାମୁଣ୍ଡାଇ ୩୦/୭ – ରାଜନଗର ନିର୍ବାଚନମଣ୍ଡଳୀର ଟାଣୁଆ ଯୁବନେତା ପଟ୍ଟାମୁଣ୍ଡାଇ ପୌର ପରିଷଦ ୧୫ନଂ ୱାର୍ଡ କାଉନସିଲର ଅଳଭା ଗ୍ରାମର ସମ୍ରାଟ ଜେନାଙ୍କୁ ଅଖିଳ ଭାରତ ଯୁବକଂଗ୍ରେସ ସମ୍ପାଦକ ଭାବେ ଏଆଇସିସି ସାଧାରଣ ସମ୍ପାଦକ ( ସଂଗଠନ ) କେସି ବେଣୁଗୋପାଳ ନିଯୁକ୍ତି ଦେଇଛନ୍ତି ।ଏଥି ପାଇଁ ପୂର୍ବତନ ବିଧାୟକ ଚିନ୍ମୟ ବେହୁରା, ବରିଷ୍ଠ କଂଗ୍ରେସ ନେତା ରମାକାନ୍ତ ଦାଶ, ପିସିସି ସଭ୍ୟ ସଞ୍ଜୟ ରାଉତ, ରାଜନଗର କଂଗ୍ରେସ ପ୍ରାର୍ଥୀ […]
Month: July 2025
ପଟ୍ଟାମୁଣ୍ଡାଇ ତା ୩୦/୭-ପଟ୍ଟାମୁଣ୍ଡାଇ ରେ ବନ୍ୟା ପରିସ୍ଥିତିରେ ସାମାନ୍ୟ ସୁଧାର ଆସିଛି । ତେବେ ତୁହାକୁ ତୁହା ବର୍ଷା ବନ୍ୟା ବିପନ୍ନଙ୍କ ଦୁର୍ଦଶା ବୃଦ୍ଧି କରିଛି ।ଆଜି ସକାଳ ଠାରୁ ଲଗାଣବର୍ଷା ଲାଗି ରହିଛି । ବ୍ରାହ୍ମଣୀ ନଦୀରେ ଦେଖା ଦେଇଥିବା ୨ୟ ବନ୍ୟାରେ ପଟ୍ଟାମୁଣ୍ଡାଇ ବ୍ଲକର ସିଂହ ଗାଁ, ଶ୍ରୀରାମପୁର, ଡାମରପୁର, ବଳଭଦ୍ରପୁର ଓ ବାଛରା ପଂଚାୟତର ଅନେକ ଗାଁ ବାହ୍ୟଜଗତରୁ ବିଛିନ୍ନ ହୋଇରହିଛି । ଆଜି କେନ୍ଦ୍ରାପଡ଼ା […]
କେନ୍ଦ୍ରାପଡ଼ା, ୩୦/୭.- ଟ୍ରାଫିକ ନିୟମର କଡ଼ାକଡ଼ି ଅନୁପାଳନ ଓ ଏ ଦିଗରେ ବ୍ୟାପକ ସଚେତନତା ସୃଷ୍ଟି କରାଗଲେ ସଡ଼କ ଦୁର୍ଘଟଣା ବହୁ ପରିମାଣରେ ରୋକା ଯାଇପାରିବ ବୋଲି ବୁଧବାର କେନ୍ଦ୍ରାପଡା ଜିଲା କାର୍ଯ୍ୟାଳୟରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ)ରବୀନ୍ଦ୍ର କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଡ଼କ ନିରାପତା କମିଟି ବୈଠକରେ ମତ ପ୍ରକାଶ ପାଇଛି। ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଅନୁଷ୍ଠିତ କମିଟି ବୈଠକରେ ଜିଲାର ସଡ଼କ ସୁରକ୍ଷା ସମ୍ବନ୍ଧୀୟ ସମସ୍ୟା, ଗମନାଗମନ, […]
କେନ୍ଦ୍ରାପଡ଼ା, ୩୦.୭. କେନ୍ଦ୍ରାପଡ଼ା ମୁଖ୍ୟ ଡାକ ଘର ସମେତ ଏହାର ଅଧୀନରେ ଥିବା ସମସ୍ତ ଉପ ଡାକ ଘର ଓ ଶାଖା ଡାକ ଘର ଆସନ୍ତା ୨ ଅଗଷ୍ଟ ଶନିବାର ଦିନ ସମସ୍ତ ସେବା ବନ୍ଦ ରହିବ । କେନ୍ଦ୍ରାପଡ଼ା ଡାକ ମଣ୍ଡଳର ଡାକ ଅଧିକ୍ଷକ ଦେବ ପ୍ରସାଦ ଶତପଥୀଙ୍କ ସୂଚନା ମୁତାବକ, ପୂର୍ବରୁ ବ୍ୟବହାର କରାଯାଉଥିବା ସାପ ସଫ୍ଟୱେର ବଦଳରେ ଡାକ ବିଭାଗ ନିଜସ୍ୱ ଜ୍ଞାନକୌଶଳରେ ଆଇଟି ୨.୦ […]
କେନ୍ଦ୍ରାପଡା- ଚିତ୍ରକଳା କ୍ଷେତ୍ରରେ ରାଜ୍ୟ ଠାରୁ ଆରମ୍ଭ କରି ଜାତୀୟ ଓ ଆନ୍ତର୍ଜାତୀୟ ଚିତ୍ରକଳା ପ୍ରଦର୍ଶନୀ ଓ ପ୍ରତିଯୋଗୀତାରେ ନିଜ କଳାର ଉନ୍ନତି ସହିତ କେନ୍ଦ୍ରାପଡା ଓ ଓଡିଶା ପାଇଁ ଗୌରବ ଆଣୁଥିବା କ୍ରିଷା ଏକାଡେମୀ ଅଫ୍ ଆର୍ଟ ଆଣ୍ଡ କଲଚର ପ୍ରତିଷ୍ଠାତା ତଥା ପୌରପାଳିକା ସରକାରୀ ହାଇସ୍କୁଲ ମହିପାଳର କଳା ଶିକ୍ଷକ ଚିତ୍ରଗୁରୁ ସୌମ୍ୟରଂଜନ ପଟ୍ଟନାୟକଙ୍କୁ ଭୂବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ତା୨୭.୦୭.୨୦୨୫ରିଖ ସନ୍ଧ୍ୟା ୭ଟାରେ ଅଭିକ୍ଷା […]
କେନ୍ଦ୍ରାପଡା ୨୯/୭- ଜିଲ୍ଲାର ଭିନ୍ନକ୍ଷମମାନଙ୍କ ଥେରାପି ସେବା, ଅଧିକାର ସଚେତନତା ଓ ସଶକ୍ତିକରଣ ଦିଗରେ କାର୍ଯ୍ୟରତ ଅନୁଷ୍ଠାନ ପୁନର୍ବାସ ପକ୍ଷରୁ ଜାତୀୟସ୍ତରୀୟ ପାରା କ୍ରୀଡ଼ାବିତ୍ ସୁଧୀର ମଲିକଙ୍କୁ କ୍ରୀଡା ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି। ଆସନ୍ତା ଅକ୍ଟୋବର ମାସରେ ଗୋଆ ଠାରେ ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ବୋସିଆ ନ୍ୟାସନାଲ୍ ଫେଡେରେସନ୍ କପ୍ , ୨୦୨୫ ରେ ଅଂଶଗ୍ରହଣ ଦେୟ ବାବଦେ ଏହି ଆର୍ôଥକ ସହାୟତା ରାଶି ତାଙ୍କୁ ପ୍ରଦାନ […]
ପଟ୍ଟାମୁଣ୍ଡାଇ ତା ୨୯/୭-ପଟ୍ଟାମୁଣ୍ଡାଇ ରେ ବନ୍ୟା ପରିସ୍ଥିତି ଅପରିବର୍ତ୍ତିତ ରହିଛି । ବନ୍ୟାଜଳ ପ୍ରାୟ ସ୍ଥିର ରହିଛି । ଅଳଭା ଠାରେ ଗତକାଲି ଥିବା ବନ୍ୟା ଜଳ ପତ୍ତନ ୧୫ଫୁଟ ରହିଛି । ବନ୍ୟା ପରିସ୍ଥିତି ଅପରିବର୍ତ୍ତିତ ରହିଥିଲେ ମଧ୍ୟ ତୁହା କୁ ତୁହା ବର୍ଷା ବନ୍ୟା ବିପନ୍ନଙ୍କ ଦୁର୍ଦଶା ଦ୍ବିଗୁଣିତ କରିଛି । ବ୍ରାହ୍ମଣୀ ନଦୀରେ ଦେଖା ଦେଇଥିବା ୨ୟ ବନ୍ୟାରେ ପଟ୍ଟାମୁଣ୍ଡାଇ ବ୍ଲକର ଦୁର୍ଗମ ଅଞ୍ଚଳ ଭାବେ […]
ପଟ୍ଟାମୁଣ୍ଡାଇ ତା ୨୯/୭- ବ୍ରାହ୍ମଣୀ ନଦୀରେ ୨ୟ ଥର ବନ୍ୟା ଆସିବା ଫଳରେ ଶ୍ରୀରାମପୁର, ଡାମରପୁର, ବଳଭଦ୍ରପୁର ଓ ଶାସନ ପଂଚାୟତ ର ବ୍ୟାପକ ଅଞ୍ଚଳ ଜଳମଗ୍ନ ହୋଇ ପଡିବା ସହିତ ହଜାର ହଜାର ଲୋକ ବିପନ୍ନ ହୋଇଛନ୍ତି । ଶ୍ରୀରାମପୁର, ଡାମରପୁର ଓ ବଳଭଦ୍ରପୁର ବାହ୍ୟଜଗତରୁ ବିଛିନ୍ନ ହୋଇପଡିଛି । ଆଜି ଶ୍ରୀରାମପୁର ପଂଚାୟତରେ ଏକ ଅଭାବନୀୟ ଦୁଖଦଃ ଘଟଣା ଘଟିଛି । ଶ୍ରୀରାମପୁର ପଂଚାୟତ ପାଳପାଟଣା ଗ୍ରାମର […]
ପଟ୍ଟାମୁଣ୍ଡାଇ ୨୮/୭ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଧୋୟାଂଚଳରେ ବ୍ରାହ୍ମଣୀ, ବୈତରଣୀ ଓ କାଣୀ ନଦୀରେ ବନ୍ୟା ଆସି ବ୍ୟାପକ କ୍ଷୟକ୍ଷତି ସାଙ୍ଗକୁ ଫସଲହାନୀ ଘଟିଥିଲ।। ସଂପ୍ରତି ବନ୍ୟାପାଣି ଚାଷଜମିରୁ ଶୁଖି ନଥିବାବେଳେ ବ୍ରାହ୍ମଣୀ ନଦୀରେ ପୁଣି ବନ୍ୟା ଆସିଛି । ଫଳରେ ତଳିଆ ଅଂଚଳର ଲୋକେ ଭୟଭୀତ ହୋଇ ପଡ଼ିଛନ୍ତି। ବନ୍ୟାଂଚଳରେ କୁମ୍ଭୀର ଭୟ ଲୋକମାନଙ୍କ ମନରୁ ଲିଭି ଯାଇଥିବାବେଳେ ପୁନରାୟ ବନ୍ୟା ଆସିବା ଯୋଗୁଁ କୁମ୍ଭୀର ଭୟରେ […]
କେନ୍ଦ୍ରପଡା ୨୮/୭- ଏବେ ଶ୍ରାବଣ ମାସ ଚାଲିଛି। ଛୋଟ ପିଲାଠୁ ଆରମ୍ଭ କରି ବୟସ୍କ ମାନଙ୍କ ହାତରେ ଶ୍ରାବଣର କାଉଡ଼ି ଭାର। ଗୋଟିଏ ଲକ୍ଷ୍ୟ ଜଳାଭିଷେକ କରିବା ଓ ମାନସିକ ପୂରଣ କରିବା। ଭିନ୍ନ ଭିନ୍ନ ଭାବରେ କାଉଡ଼ିଆ ମାନେ ବାବା ଶଙ୍କରଙ୍କୁ ଜଳ ଲାଗି କରିଥାଆନ୍ତି। ଏଥିରୁ ଟିକିଏ ଭିନ୍ନ ଚିନ୍ତା କରି ଶ୍ରୀ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟର କର୍ମକର୍ତାଗଣ ଦିବ୍ୟାଙ୍ଗ ଭାଇ ମାନଙ୍କୁ ଏକତ୍ରିତ କରି ଜଳାଭିଷେକ […]
କେନ୍ଦ୍ରାପଡ଼ା,୨୮ା୭ :ଜିଲ୍ଲାସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ଜିଲ୍ଲା ସ୍ୱାସ୍ଥ୍ୟ ସମିତି, କେନ୍ଦ୍ରାପଡା ପକ୍ଷରୁ ସୋମବାର ଅପରାହ୍ନରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ତଥା ଜିଲ୍ଲା ମିଶନ ନିର୍ଦ୍ଦେଶକ ଡା. ମନୋରଞ୍ଜନ ରାଉତ ପୌରହିତ୍ୟ କରିଥଲେ। ପାଞ୍ଚ ପ୍ରକାର ହେପାଟାଇଟିସ – ଏ, ବି, ସି, ଡି ଏବଂ ଇ ଉପରେ ଉପସ୍ଥିତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ଗୌରାଙ୍ଗ […]
କେନ୍ଦ୍ରାପଡ଼ା,୨୮ା୭:ପବିତ୍ର ଶ୍ରାବଣ ମାସରେ ସବୁଆଡ଼େ ଶିବଭକ୍ତ ମାନଙ୍କ ଭିଡ। ମାନସିକ ମନାସି ଶିବଭକ୍ତ ମାନେ ଦୂରଦୂରାନ୍ତକୁ ପାଣି ଭାର ନେଇ ଯାତ୍ରା କରୁଛନ୍ତି। ଭକ୍ତିର ଏହି ଆଧ୍ୟତ୍ମିକ ଯାତ୍ରାରେ ସାମିଲ ହୋଇଥିଲେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଆୟବା ଗାଁର କୁନିକୁନି ପିଲାମାନେ। କାନ୍ଧରେ ପାଣି ଭାର ବୋହି ଏହି କୁନି କାଉଡିଆ ମାନେ ପ୍ରାୟ ୧୫ କିଲୋମିଟର ପଥ ଅତିକ୍ରାନ୍ତ କରିଥିଲେ। ତେବେ ପିଲାମାନଙ୍କ ଶ୍ରାବଣ ଯାତ୍ରା ଆରମ୍ଭ ହୋଇଥିଲା […]
କେନ୍ଦ୍ରାପଡ଼ା, ୨୮ା୭: କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସ୍ୱାସ୍ଥ୍ୟ ସେବା ଅବହେଳା ପରେ ଏବେ ଟେଣ୍ଡର ପରିଚାଳନାରେ ଅନିୟମିତତା ହେଉଛି । ଏପରି ଅଭିଯୋଗ ଉତ୍କଳ ଏଣ୍ଟରପ୍ରାଇଜର୍ସର ମାଲିକ ଶେଖ ମହମ୍ମଦ ନିୟାଜଉଦ୍ଦିନ ଆଣି ଜିଲ୍ଲାପାଳ ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଅଭିଯୋଗ କରିଛନ୍ତି । ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ପାଇଁ ସେ ଦାବି କରିଛନ୍ତି । ସେ କହିଛନ୍ତି ଯେ ଗତ ଜୁନମାସ ୧୨ ତାରିଖରେ ଡାକ୍ତରଖାନାର ଆଇଇସି […]
ପଟ୍ଟାମୁଣ୍ଡାଇ ୨୭/୭ -ରାଜନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ପୌରପରିଷଦ ୧୦ ନମ୍ୱର ୱାର୍ଡ ୨୨୯ ନମ୍ୱର ବୁଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୧୨୪ ତମ ମନ୍ କି ବାତ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭାଜପା ରାଜ୍ୟପରିଷଦ ସଦସ୍ୟ ସୁନାକର ବେହେରା ଯୋଗ ଦେଇ ମନ କି ବାତ ଶୁଣିବା ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ କି ବାତ୍ କାର୍ଯ୍ୟକ୍ରମ ଜରିଆରେ ସାରା ଦେଶର ନାଗରିକଙ୍କୁ ଦେଶର […]
ପରମହଂସ ପଜ୍ଞାନନ୍ଦଜୀ ୬୬ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ପଟ୍ଟାମୁଣ୍ଡାଇ ୨୫/୭ କଳ୍ପତରୁ ନାୟକ-ପରମହଂସ ପଜ୍ଞାନନ୍ଦଜୀ ୬୬ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ଅଗଷ୍ଠ ୧୦ ରେ ରକ୍ତଦାନ ଶିବର ଆୟୋଜନକୁ ନେଇ ଏକ ପ୍ରସ୍ତୁତି ବୈଠକ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ହରିହରାନନ୍ଦ ଧ୍ୟାନମନ୍ଦିର ବେଲତଳ ଠାରେ ଅନୁଷ୍ଠିତ ହୋଇଯାଇଛି । ବାବା ଦୁଷ୍ମନ୍ତ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ସ୍ୱାମୀ ସୁଗିଦାନନ୍ଦ ଗିରି, ସ୍ୱାମୀ ବ୍ରଜେଶାନନ୍ଦ ଗିରି , ସ୍ୱାମୀ […]
କେନ୍ଦ୍ରାପଡ଼ା,୨୭ା୭:କେନ୍ଦ୍ରାପଡ଼ା ଜିଲ୍ଲା ଧର୍ମ ଜାଗରଣ ସେନା ପକ୍ଷରୁ ପ୍ରାନ୍ତ ଯୋଜନା ଅନୁସାରେ ଏକ ସନ୍ଥ ସମ୍ମିଳନୀ କେନ୍ଦ୍ରାପଡ଼ା ଜିଲ୍ଲାରେ କରାଯିବା ପାଇଁ ଯୋଜନା କରାଯାଇଛି। ଏହି କାର୍ଯ୍ୟକ୍ରମ କିଭଳି ସରସ ସୁନ୍ଦର କରାଯାଇପାରିବ ସେଥିପାଇଁ ପ୍ରାନ୍ତୀୟ ଅଧିକାରୀ ମାନେ କେନ୍ଦ୍ରାପଡ଼ା ଜିଲ୍ଲା ଗ୍ରସ୍ଥ କରି ଶିବାନନ୍ଦ ଆଶ୍ରମରେ ସନ୍ଥ ସମ୍ମିଳନୀ ପାଇଁ ଯୋଜନା ପ୍ରସ୍ତୁତ କରିଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରାନ୍ତ ସଂସ୍କୃତି ପ୍ରମୁଖ ସ୍ମୃତି ସାଗର ମହାରାଜ, ପ୍ରାନ୍ତ ସାଧୁସନ୍ଥ […]
କେନ୍ଦ୍ରାପଡ଼ା,୨୬ା୭ :ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ ) ରବୀନ୍ଦ୍ର କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଯୌନ ଶୋଷଣ ନିବାରଣ ଆଇନ ସମ୍ପର୍କିତ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସମାଜ କଲ୍ୟାଣ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏହି ବୈଠକରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ, ବ୍ଲକ ଶିକ୍ଷା ଅଧିକାରୀଙ୍କ ସମେତ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକର ମୁଖ୍ୟମାନେ ଉପସ୍ଥିତ […]
କେନ୍ଦ୍ରାପଡ଼ା,୨୬ା୭ :କେନ୍ଦ୍ରାପଡ଼ା ଜିଲ୍ଲାରେ ଚାରିଦିନ ତଳେ ଯୋଗଦେଇଥିବା ନୂତନ ଜିଲ୍ଲାପାଳ ରଘୁରାମ ଆର ଆୟାର ଶନିବାର ବନ୍ୟା ପ୍ରଭାବିତ ଆଳି ଏବଂ ପଟ୍ଟାମୁଣ୍ଡାଇ ବ୍ଲକର ବିଭିନ୍ନ ସ୍ଥାନ ବୁଲି ସ୍ଥିତି ପରୀକ୍ଷା କରିଛନ୍ତି। ନଦୀ ପାଶ୍ୱର୍ବର୍ତ୍ତୀ ଅଞ୍ଚଳର ଲୋକମାନେ କିପରି ସମସ୍ୟାରେ ଅଛନ୍ତି ତାହା ଜିଲ୍ଲାପାଳ ଦେଖିଥିଲେ। ତେଣୁ ତୁରନ୍ତ ସେମାନଙ୍କୁ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ବନ୍ୟା ଯୋଗୁ […]
ପଟ୍ଟାମୁଣ୍ଡାଇ ତା ୨୬/୭-କେନ୍ଦ୍ରାପଡ଼ା ଜିଲ୍ଲାର ନବ ନିଯୁକ୍ତ ଜିଲ୍ଲାପାଳ ରଘୁରାମ ଆର ଆୟାର ଆଜି ପଟ୍ଟାମୁଣ୍ଡାଇ ବ୍ଲକ ଗସ୍ତରେ ଆସି ବନ୍ୟା ପରବର୍ତୀ ସ୍ଥିତି ଅନୁଧ୍ୟାନ କରିଛନ୍ତି । ଜିଲ୍ଲାପାଳ ଶ୍ରୀ ଆୟାର ପଟ୍ଟାମୁଣ୍ଡାଇ ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ସିଂହଗାଁ ପଂଚାୟତର କୃଷ୍ଣ ଦାସପୁର ଓ ପେଣ୍ଠପାଳ ପଂଚାୟତ ଦାଣ୍ଡିସାହି ପରିଦର୍ଶନ କରି ବନ୍ୟା ପରବର୍ତୀ ସ୍ଥିତି ଓ ବନ୍ୟା ମୁକାବିଲା କ୍ଷେତ୍ରରେ ପ୍ରଶାସନିକ ପଦକ୍ଷେପ ସମ୍ପର୍କରେ ଅନୁଧ୍ୟାନ […]
ପଟ୍ଟାମୁଣ୍ଡାଇ ତା ୨୬/୭- ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ମଦନପୁର ଛକରେ ଆଜି ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବସ ଧକ୍କା ରେ ଦୁଇ ସ୍କୁଟି ଆରୋହୀ ଶଳା ଭିଣୋଇ ଙ୍କ ମୃତ୍ୟୁ ଘଟିଛି । ପ୍ରତିବାଦରେ ଉତ୍ୟକ୍ତ ଲୋକମାନେ ପଟ୍ଟାମୁଣ୍ଡାଇ- ମଦନପୁର- ରାଜନଗର ରାସ୍ତାରେ ଟାୟାର ଜାଳି ରାସ୍ତାରୋକ କରିଥିଲେ। ଏହି ଘଟଣା ସମଗ୍ର ପଟ୍ଟାମୁଣ୍ଡାଇ ଅଂଚଳରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି । […]
କେନ୍ଦ୍ରାପଡା,୨୫ା୭: କେନ୍ଦ୍ରାପଡା ଜିଲ୍ଲା କୁହୁଡିଠାରେ ସିଦ୍ଧମହାପୁରୁଷ ସରକାରୀ ଉଚ୍ଚ ବିଦ୍ୟାଳୟ ଗୁରୁବାର ଦିନ ବିଦ୍ୟାଳସ୍ତରୀୟ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସଭାପତିତ୍ୱ କରିଥିଲେ । କେନ୍ଦ୍ରାପଡା ମଣ୍ଡଳିଶିକ୍ଷା ଅଧିକାରୀ ନାରାୟଣ ପ୍ରସାଦ ମନ୍ତ୍ରୀ ମୁଖ୍ୟ ଅତିଥି ଓ ବ୍ଲକ ଇକୋକ୍ଲବ ସଂପାଦକ ପ୍ରଫୁଲ କୁମାର ମହାପାତ୍ର ମୁଖ୍ୟବକ୍ତା, ସମ୍ମାନୀତ ଅତିଥିଭାବେ ନିକଟରେ ପ୍ରକୃତିବନ୍ଧୁ ପୁରଷ୍କାର ପାଇଥିବା ବିଦ୍ୟାଳୟର ଅବସର ପ୍ରାପ୍ତ ପୂର୍ବତନ ଇକୋକ୍ଲବ […]
କେନ୍ଦ୍ରାପଡା ୨୫/୭- କେନ୍ଦ୍ରାପଡ଼ା ପୌରାଞ୍ଚଳ ଅନ୍ତର୍ଗତ ଶ୍ରୀ ବଳଦେବଜୀଉ ମନ୍ଦର ନିକଟସ୍ଥ ଇଚ୍ଛାପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ବିଣାପାଣି ଦାଶଙ୍କ ସଭାପତିତ୍ୱରେ ଏକ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟରୁ ନିକଟରେ ଅବସର ନେଇଥିବା ସହକାରୀ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି କରଙ୍କ ଉଦ୍ଦେଶ୍ୟରେ ଅନୁଷ୍ଠିତ ଏହି ସଭାରେ ଇଚ୍ଛାପୁର କ୍ଲଷ୍ଟର୍ର ସାଧନ ସପ୍ସଯୋଜକ ବିଭୁପ୍ରସାଦ ନାୟକ, ସରସ୍ୱତୀ ଉଚ୍ଚ ବିଦ୍ୟାଳୟର ଦେପୁରର ପ୍ରଧାନ ଶିକ୍ଷୟିତ୍ରୀ କାଦମ୍ବିନୀ […]
କେନ୍ଦ୍ରାପଡା ୨୫/୭- କେନ୍ଦ୍ରାପଡ଼ା ପୌରାଞ୍ଚଳ ଅନ୍ତର୍ଗତ ଶ୍ରୀ ବଳଦେବଜୀଉ ମନ୍ଦିର ନିକଟସ୍ଥ ଇଚ୍ଛାପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ବିଣାପାଣି ଦାଶଙ୍କ ସଭାପତିତ୍ୱରେ ଏକ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟରୁ ନିକଟରେ ଅବସର ନେଇଥିବା ସହକାରୀ ଶିକ୍ଷୟିତ୍ରୀ ପୁଷ୍ପାଞ୍ଜଳି କରଙ୍କ ଉଦ୍ଦେଶ୍ୟରେ ଅନୁଷ୍ଠିତ ଏହି ସଭାରେ ଇଚ୍ଛାପୁର କ୍ଲଷ୍ଟର୍ର ସାଧନ ସପ୍ସଯୋଜକ ବିଭୁପ୍ରସାଦ ନାୟକ, ସରସ୍ୱତୀ ଉଚ୍ଚ ବିଦ୍ୟାଳୟର ଦେପୁରର ପ୍ରଧାନ ଶିକ୍ଷୟିତ୍ରୀ କାଦମ୍ବିନୀ […]
ରାଷ୍ଟ୍ରୀୟ ଫସଲ ବୀମା ପଞ୍ଜିକରଣ ପୋର୍ଟାଲ ବନ୍ଦ . ଚାଷୀ ହତାସ ପଟ୍ଟାମୁଣ୍ଡାଇ ୨୫/୭ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଖରିଫ ଧାନ ସଂଗ୍ରହ ପାଇଁ ଚାଷୀଙ୍କ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଆସନ୍ତା ୩୧ ତାରିଖ ଗୁରୁବାର ଏହି ଫସଲ ପଞ୍ଜୀକରଣ ଅବଧି ସରିଯିବ। ଅନ୍ୟପକ୍ଷରେ ଫସଲ ବିମା ୱେବ ପୋର୍ଟାଲ ବହୁ ସମୟଧରି ଖୋଲୁନାହିଁ । ଫଳରେ ଚାଷୀ ପଞ୍ଜୀକରଣ କରି ନ ପାରି ଚିନ୍ତାଗ୍ରସ୍ତ ହୋଇପଡ଼ିଛନ୍ତି। […]










