ଓଡ଼ିଶୀ ନୃତ୍ୟଗୁରୁ ସୁଶ୍ରୀ ଭାନୁପ୍ରିୟାଙ୍କୁ ବଙ୍ଗରତ୍ନ ସମ୍ମାନ

କେନ୍ଦ୍ରାପଡ଼ା,୧୧/୭: ଓଡ଼ିଶୀ ନୃତ୍ୟଗୁରୁ କେନ୍ଦ୍ରାପଡ଼ା ମାଟିର ଝିଅ ଭାନୁପ୍ରିୟା ଖଟୁଆଙ୍କୁ ବଙ୍ଗରତ୍ନ ସମ୍ମାନରେ ସମ୍ମାନୀତ କରାଯାଇଛି । ଭାରତ ସରକାରଙ୍କ ଅଧିନସ୍ଥ କଲଚରାଲ ଡ଼େଭଲମେଣ୍ଟ ଫାଉଣ୍ଡେସନ ପକ୍ଷରୁ ପଶ୍ଚିମବଙ୍ଗର କୋଲକାତା ଠାରେ ଆୟୋଜିତ ଆନ୍ତର୍ଜାତୀୟ ମେଗା ସୁପରକ୍ଲାସ୍ ଡ଼୍ୟାନ୍ସ ଓ ମ୍ୟୁଜିକ୍…

ମଧ୍ୟହ୍ନ ଭୋଜନରେ ଅବହେଳା ନେଇ ଅସନ୍ତୋଷ

ପଂଚାୟତ ଉନ୍ନତିକରଣ ସୂଚକାଙ୍କ ୨.୦ କର୍ମଶାଳା ଉଦଯାପିତ ପଟ୍ଟାମୁଣ୍ଡାଇ ୧୧/୭– ଆଗାମୀ ଦୁଇ ହଜାର ତିରିଶି ସୁଦ୍ଧା ଦୀର୍ଘ ସ୍ଥାୟୀ ଯୋଜନା ମାଧ୍ୟମରେ ଆଗାମୀ ପିଢ଼ିକୁ ସମସ୍ତ ସୁରକ୍ଷା ପ୍ରଦାନ ଲକ୍ଷରେ ପଟ୍ଟାମୁଣ୍ଡାଇ ବ୍ଲକ୍ ସମ୍ମିଳନୀ କକ୍ଷରେ ତାଲିମ ଶିବିର ୨ଦିନ…

କ୍ଷୁଦ୍ର ବ୍ୟବସାୟୀ ସଭ୍ୟସଭ୍ୟାଙ୍କ ଆର୍ଥୀକ ଅଭିବୃଦ୍ଧିକୁ ଅଗ୍ରାଧିକାର ଦେବ

ଜନଚେତନା ବହୁମୁଖୀ ସମବାୟ ସମିତିର ପରିଚାଳନା କମିଟି ବୈଠକ କେନ୍ଦ୍ରାପଡ଼ା,୧୧/୭: କ୍ଷୁଦ୍ର ବ୍ୟବସାୟୀ ସଭ୍ୟସଭ୍ୟାଙ୍କ ଆର୍ଥୀକ ଅଭିବୃଦ୍ଧି ପାଇଁ ଅଗ୍ରାଧିକାର ଭିତ୍ତିରେ ସହଜ ଋଣ ମଂଜୁର କରାଯିବ । କେନ୍ଦ୍ରାପଡ଼ା ଜନଚେତନା ବହୁମୁଖୀ ସମବାୟ ସମିତିର ପରିଚାଳନା କମିଟି ବୈଠକରେ ଆଜି…

ବନ୍ୟା ପାଣିରେ ଭାସୁଛି ସୁନା ଫସଲ, ପନିପରିବା ନଷ୍ଟ , ପରିବା ଦର ଆକାଶ ଛୁଆଁ

ପଟ୍ଟାମୁଣ୍ଡାଇ ୧୧/୭ – ବାରମ୍ବାର ଲଘୁଚାପ ଜନିତ ଲଗାଣବର୍ଷା ଓ ରେଙ୍ଗାଲି ପାଣି ଛାଡିବା ଯୋଗୁଁ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଧୋୟାଂଚଳରେ ଦେଇ ପ୍ରବାହିତ ବ୍ରାହ୍ମଣୀ, ବୈତରଣୀ ଓ କାଣୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇ ଗତ ତିନିଦିନ ହେବ…