କେନ୍ଦ୍ରାପଡ଼ା,୨୬ା୭ :ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ ) ରବୀନ୍ଦ୍ର କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଯୌନ ଶୋଷଣ ନିବାରଣ ଆଇନ ସମ୍ପର୍କିତ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସମାଜ କଲ୍ୟାଣ ବିଭାଗ ଆନୁକୂଲ୍ୟରେ…
Day: 26 July 2025
ବନ୍ୟାଞ୍ଚଳ ବୁଲି ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ
କେନ୍ଦ୍ରାପଡ଼ା,୨୬ା୭ :କେନ୍ଦ୍ରାପଡ଼ା ଜିଲ୍ଲାରେ ଚାରିଦିନ ତଳେ ଯୋଗଦେଇଥିବା ନୂତନ ଜିଲ୍ଲାପାଳ ରଘୁରାମ ଆର ଆୟାର ଶନିବାର ବନ୍ୟା ପ୍ରଭାବିତ ଆଳି ଏବଂ ପଟ୍ଟାମୁଣ୍ଡାଇ ବ୍ଲକର ବିଭିନ୍ନ ସ୍ଥାନ ବୁଲି ସ୍ଥିତି ପରୀକ୍ଷା କରିଛନ୍ତି। ନଦୀ ପାଶ୍ୱର୍ବର୍ତ୍ତୀ ଅଞ୍ଚଳର ଲୋକମାନେ କିପରି ସମସ୍ୟାରେ…
ପେଣ୍ଠପାଳ ଓ ସିଂହଗାଁ ବନ୍ୟା ପରବର୍ତୀ ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ
ପଟ୍ଟାମୁଣ୍ଡାଇ ତା ୨୬/୭-କେନ୍ଦ୍ରାପଡ଼ା ଜିଲ୍ଲାର ନବ ନିଯୁକ୍ତ ଜିଲ୍ଲାପାଳ ରଘୁରାମ ଆର ଆୟାର ଆଜି ପଟ୍ଟାମୁଣ୍ଡାଇ ବ୍ଲକ ଗସ୍ତରେ ଆସି ବନ୍ୟା ପରବର୍ତୀ ସ୍ଥିତି ଅନୁଧ୍ୟାନ କରିଛନ୍ତି । ଜିଲ୍ଲାପାଳ ଶ୍ରୀ ଆୟାର ପଟ୍ଟାମୁଣ୍ଡାଇ ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ସିଂହଗାଁ…
ବସ ଧକ୍କାରେ ୨ସ୍କୁଟି ଆରୋହୀ ଶଳା ଭିଣୋଇଙ୍କ ମୃତ୍ୟୁ , ପ୍ରତିବାଦରେ ଉତ୍ୟକ୍ତ ଲୋକଙ୍କ ଟାୟାର ଜାଳି ରାସ୍ତାରୋକ
ପଟ୍ଟାମୁଣ୍ଡାଇ ତା ୨୬/୭- ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ମଦନପୁର ଛକରେ ଆଜି ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବସ ଧକ୍କା ରେ ଦୁଇ ସ୍କୁଟି ଆରୋହୀ ଶଳା ଭିଣୋଇ ଙ୍କ ମୃତ୍ୟୁ ଘଟିଛି । ପ୍ରତିବାଦରେ…
ବିଦ୍ୟାଳୟସ୍ତରୀୟ ବନମହେତ୍ସବ ଓ ସମ୍ବର୍ଦ୍ଧନା ଉତ୍ସବ
କେନ୍ଦ୍ରାପଡା,୨୫ା୭: କେନ୍ଦ୍ରାପଡା ଜିଲ୍ଲା କୁହୁଡିଠାରେ ସିଦ୍ଧମହାପୁରୁଷ ସରକାରୀ ଉଚ୍ଚ ବିଦ୍ୟାଳୟ ଗୁରୁବାର ଦିନ ବିଦ୍ୟାଳସ୍ତରୀୟ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସଭାପତିତ୍ୱ କରିଥିଲେ । କେନ୍ଦ୍ରାପଡା ମଣ୍ଡଳିଶିକ୍ଷା ଅଧିକାରୀ ନାରାୟଣ ପ୍ରସାଦ ମନ୍ତ୍ରୀ ମୁଖ୍ୟ…
ଅବସର କାଳୀନ ସମ୍ବର୍ଦ୍ଧନା ସଭା
କେନ୍ଦ୍ରାପଡା ୨୫/୭- କେନ୍ଦ୍ରାପଡ଼ା ପୌରାଞ୍ଚଳ ଅନ୍ତର୍ଗତ ଶ୍ରୀ ବଳଦେବଜୀଉ ମନ୍ଦର ନିକଟସ୍ଥ ଇଚ୍ଛାପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ବିଣାପାଣି ଦାଶଙ୍କ ସଭାପତିତ୍ୱରେ ଏକ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟରୁ ନିକଟରେ ଅବସର ନେଇଥିବା ସହକାରୀ…
ଅବସର କାଳୀନ ସମ୍ବର୍ଦ୍ଧନା ସଭା
କେନ୍ଦ୍ରାପଡା ୨୫/୭- କେନ୍ଦ୍ରାପଡ଼ା ପୌରାଞ୍ଚଳ ଅନ୍ତର୍ଗତ ଶ୍ରୀ ବଳଦେବଜୀଉ ମନ୍ଦିର ନିକଟସ୍ଥ ଇଚ୍ଛାପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ବିଣାପାଣି ଦାଶଙ୍କ ସଭାପତିତ୍ୱରେ ଏକ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟରୁ ନିକଟରେ ଅବସର ନେଇଥିବା ସହକାରୀ…
ବୀମା ଦାଖଲ ସମୟ ସୀମା ବୃଦ୍ଧି ପାଇଁ ଦାବି
ରାଷ୍ଟ୍ରୀୟ ଫସଲ ବୀମା ପଞ୍ଜିକରଣ ପୋର୍ଟାଲ ବନ୍ଦ . ଚାଷୀ ହତାସ ପଟ୍ଟାମୁଣ୍ଡାଇ ୨୫/୭ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳରେ ଖରିଫ ଧାନ ସଂଗ୍ରହ ପାଇଁ ଚାଷୀଙ୍କ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଆସନ୍ତା ୩୧ ତାରିଖ ଗୁରୁବାର ଏହି ଫସଲ…
ବିପ୍ଲବୀ ଆନନ୍ଦ ଜେନା ସ୍ମୃତି କମିଟି ପକ୍ଷରୁ ନୂତନ ଜିଲ୍ଲାପାଳଙ୍କୁ ସ୍ୱାଗତ
କେନ୍ଦ୍ରାପଡ଼ା,୨୫ା୭ : ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ପକ୍ଷରୁ ନୂତନ ଜିଲ୍ଲାପାଳ ରଘୁରାମ ଆର.ଆୟାରଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। କମିଟି ସଭାପତି ବରିଷ୍ଠ ଆଇନିଜୀବୀ ବିଚିତ୍ରାନନ୍ଦ ମହାନ୍ତିଙ୍କ ପରାମର୍ଶ କ୍ରମେ କମିଟି ସାଧାରଣ ସମ୍ପାଦକ ଆଇନିଜୀବୀ ରମଣୀରଞ୍ଜନ…
ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତାରେ କେନ୍ଦ୍ରାପଡାର ତେଜ ତନ୍ମୟ ପ୍ରଥମ
କେନ୍ଦ୍ରାପଡ଼ା,୨୫ା୭:ଓଡିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ୱନକ୍ଷତ୍ର ଦିବସ ଉପଲକ୍ଷେ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତାରେ ସେଣ୍ଟ ଜାଭିୟର ହାଇସ୍କୁଲର ଛାତ୍ର ତେଜ ତନ୍ମୟ ୨ୟ ଥର ପାଇଁ ପ୍ରଥମ ସ୍ଥାନ ଅଧିକାର କରି କେନ୍ଦ୍ରାପଡା ପାଇଁ ଗୈାରବ ଆଣି…










