କେନ୍ଦ୍ରାପଡା ୨୯/୭- ଜିଲ୍ଲାର ଭିନ୍ନକ୍ଷମମାନଙ୍କ ଥେରାପି ସେବା, ଅଧିକାର ସଚେତନତା ଓ ସଶକ୍ତିକରଣ ଦିଗରେ କାର୍ଯ୍ୟରତ ଅନୁଷ୍ଠାନ ପୁନର୍ବାସ ପକ୍ଷରୁ ଜାତୀୟସ୍ତରୀୟ ପାରା କ୍ରୀଡ଼ାବିତ୍ ସୁଧୀର ମଲିକଙ୍କୁ କ୍ରୀଡା ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି। ଆସନ୍ତା ଅକ୍ଟୋବର ମାସରେ ଗୋଆ ଠାରେ ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ବୋସିଆ ନ୍ୟାସନାଲ୍ ଫେଡେରେସନ୍ କପ୍ , ୨୦୨୫ ରେ ଅଂଶଗ୍ରହଣ ଦେୟ ବାବଦେ ଏହି ଆର୍ôଥକ ସହାୟତା ରାଶି ତାଙ୍କୁ ପ୍ରଦାନ […]

ପଟ୍ଟାମୁଣ୍ଡାଇ ତା ୨୯/୭-ପଟ୍ଟାମୁଣ୍ଡାଇ ରେ ବନ୍ୟା ପରିସ୍ଥିତି ଅପରିବର୍ତ୍ତିତ ରହିଛି ।  ବନ୍ୟାଜଳ ପ୍ରାୟ ସ୍ଥିର ରହିଛି ।  ଅଳଭା ଠାରେ ଗତକାଲି ଥିବା ବନ୍ୟା ଜଳ ପତ୍ତନ ୧୫ଫୁଟ ରହିଛି ।  ବନ୍ୟା ପରିସ୍ଥିତି ଅପରିବର୍ତ୍ତିତ ରହିଥିଲେ ମଧ୍ୟ ତୁହା କୁ ତୁହା ବର୍ଷା ବନ୍ୟା ବିପନ୍ନଙ୍କ ଦୁର୍ଦଶା ଦ୍ବିଗୁଣିତ କରିଛି ।  ବ୍ରାହ୍ମଣୀ ନଦୀରେ ଦେଖା ଦେଇଥିବା ୨ୟ ବନ୍ୟାରେ ପଟ୍ଟାମୁଣ୍ଡାଇ ବ୍ଲକର ଦୁର୍ଗମ ଅଞ୍ଚଳ ଭାବେ […]

ପଟ୍ଟାମୁଣ୍ଡାଇ ତା ୨୯/୭- ବ୍ରାହ୍ମଣୀ ନଦୀରେ ୨ୟ ଥର ବନ୍ୟା ଆସିବା ଫଳରେ ଶ୍ରୀରାମପୁର, ଡାମରପୁର, ବଳଭଦ୍ରପୁର ଓ ଶାସନ ପଂଚାୟତ ର ବ୍ୟାପକ ଅଞ୍ଚଳ ଜଳମଗ୍ନ ହୋଇ ପଡିବା ସହିତ ହଜାର ହଜାର ଲୋକ ବିପନ୍ନ ହୋଇଛନ୍ତି । ଶ୍ରୀରାମପୁର, ଡାମରପୁର ଓ ବଳଭଦ୍ରପୁର ବାହ୍ୟଜଗତରୁ ବିଛିନ୍ନ ହୋଇପଡିଛି । ଆଜି ଶ୍ରୀରାମପୁର ପଂଚାୟତରେ ଏକ ଅଭାବନୀୟ ଦୁଖଦଃ ଘଟଣା ଘଟିଛି । ଶ୍ରୀରାମପୁର ପଂଚାୟତ ପାଳପାଟଣା ଗ୍ରାମର […]

ପଟ୍ଟାମୁଣ୍ଡାଇ ୨୮/୭ – କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଧୋୟାଂଚଳରେ ବ୍ରାହ୍ମଣୀ, ବୈତରଣୀ ଓ କାଣୀ ନଦୀରେ ବନ୍ୟା ଆସି ବ୍ୟାପକ କ୍ଷୟକ୍ଷତି ସାଙ୍ଗକୁ ଫସଲହାନୀ ଘଟିଥିଲ।। ସଂପ୍ରତି ବନ୍ୟାପାଣି ଚାଷଜମିରୁ ଶୁଖି ନଥିବାବେଳେ ବ୍ରାହ୍ମଣୀ ନଦୀରେ ପୁଣି ବନ୍ୟା ଆସିଛି । ଫଳରେ ତଳିଆ ଅଂଚଳର ଲୋକେ ଭୟଭୀତ ହୋଇ ପଡ଼ିଛନ୍ତି। ବନ୍ୟାଂଚଳରେ କୁମ୍ଭୀର ଭୟ ଲୋକମାନଙ୍କ ମନରୁ ଲିଭି ଯାଇଥିବାବେଳେ ପୁନରାୟ ବନ୍ୟା ଆସିବା ଯୋଗୁଁ କୁମ୍ଭୀର ଭୟରେ […]

କେନ୍ଦ୍ରପଡା ୨୮/୭- ଏବେ ଶ୍ରାବଣ ମାସ ଚାଲିଛି। ଛୋଟ ପିଲାଠୁ ଆରମ୍ଭ କରି ବୟସ୍କ ମାନଙ୍କ ହାତରେ ଶ୍ରାବଣର କାଉଡ଼ି ଭାର। ଗୋଟିଏ ଲକ୍ଷ୍ୟ ଜଳାଭିଷେକ କରିବା ଓ ମାନସିକ ପୂରଣ କରିବା। ଭିନ୍ନ ଭିନ୍ନ ଭାବରେ କାଉଡ଼ିଆ ମାନେ ବାବା ଶଙ୍କରଙ୍କୁ ଜଳ ଲାଗି କରିଥାଆନ୍ତି। ଏଥିରୁ ଟିକିଏ ଭିନ୍ନ ଚିନ୍ତା କରି ଶ୍ରୀ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟର କର୍ମକର୍ତାଗଣ ଦିବ୍ୟାଙ୍ଗ ଭାଇ ମାନଙ୍କୁ ଏକତ୍ରିତ କରି ଜଳାଭିଷେକ […]

କେନ୍ଦ୍ରାପଡ଼ା,୨୮ା୭ :ଜିଲ୍ଲାସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ଜିଲ୍ଲା ସ୍ୱାସ୍ଥ୍ୟ ସମିତି, କେନ୍ଦ୍ରାପଡା ପକ୍ଷରୁ ସୋମବାର ଅପରାହ୍ନରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ତଥା ଜିଲ୍ଲା ମିଶନ ନିର୍ଦ୍ଦେଶକ ଡା. ମନୋରଞ୍ଜନ ରାଉତ ପୌରହିତ୍ୟ କରିଥଲେ। ପାଞ୍ଚ ପ୍ରକାର ହେପାଟାଇଟିସ – ଏ, ବି, ସି, ଡି ଏବଂ ଇ ଉପରେ ଉପସ୍ଥିତ ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା. ଗୌରାଙ୍ଗ […]

କେନ୍ଦ୍ରାପଡ଼ା,୨୮ା୭:ପବିତ୍ର ଶ୍ରାବଣ ମାସରେ ସବୁଆଡ଼େ ଶିବଭକ୍ତ ମାନଙ୍କ ଭିଡ। ମାନସିକ ମନାସି ଶିବଭକ୍ତ ମାନେ ଦୂରଦୂରାନ୍ତକୁ ପାଣି ଭାର ନେଇ ଯାତ୍ରା କରୁଛନ୍ତି। ଭକ୍ତିର ଏହି ଆଧ୍ୟତ୍ମିକ ଯାତ୍ରାରେ ସାମିଲ ହୋଇଥିଲେ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଆୟବା ଗାଁର କୁନିକୁନି ପିଲାମାନେ। କାନ୍ଧରେ ପାଣି ଭାର ବୋହି ଏହି କୁନି କାଉଡିଆ ମାନେ ପ୍ରାୟ ୧୫ କିଲୋମିଟର ପଥ ଅତିକ୍ରାନ୍ତ କରିଥିଲେ। ତେବେ ପିଲାମାନଙ୍କ ଶ୍ରାବଣ ଯାତ୍ରା ଆରମ୍ଭ ହୋଇଥିଲା […]

କେନ୍ଦ୍ରାପଡ଼ା, ୨୮ା୭: କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ସ୍ୱାସ୍ଥ୍ୟ ସେବା ଅବହେଳା ପରେ ଏବେ ଟେଣ୍ଡର ପରିଚାଳନାରେ ଅନିୟମିତତା ହେଉଛି । ଏପରି ଅଭିଯୋଗ ଉତ୍କଳ ଏଣ୍ଟରପ୍ରାଇଜର୍ସର ମାଲିକ ଶେଖ ମହମ୍ମଦ ନିୟାଜଉଦ୍ଦିନ ଆଣି ଜିଲ୍ଲାପାଳ ଓ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଅଭିଯୋଗ କରିଛନ୍ତି । ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ପାଇଁ ସେ ଦାବି କରିଛନ୍ତି । ସେ କହିଛନ୍ତି ଯେ ଗତ ଜୁନମାସ ୧୨ ତାରିଖରେ ଡାକ୍ତରଖାନାର ଆଇଇସି […]