ସମ୍ରାଟ ଜେନା ଜାତୀୟ ଯୁବ କଂଗ୍ରେସ ସମ୍ପାଦକ

ପଟ୍ଟାମୁଣ୍ଡାଇ ୩୦/୭ – ରାଜନଗର ନିର୍ବାଚନମଣ୍ଡଳୀର ଟାଣୁଆ ଯୁବନେତା ପଟ୍ଟାମୁଣ୍ଡାଇ ପୌର ପରିଷଦ ୧୫ନଂ ୱାର୍ଡ କାଉନସିଲର ଅଳଭା ଗ୍ରାମର ସମ୍ରାଟ ଜେନାଙ୍କୁ ଅଖିଳ ଭାରତ ଯୁବକଂଗ୍ରେସ ସମ୍ପାଦକ ଭାବେ ଏଆଇସିସି ସାଧାରଣ ସମ୍ପାଦକ ( ସଂଗଠନ ) କେସି ବେଣୁଗୋପାଳ…

ପଟ୍ଟାମୁଣ୍ଡାଇ ବନ୍ୟାଞ୍ଚଳ ପରିଦର୍ଶନ କଲେ ଜିଲ୍ଲାପାଳ , ତୁହାକୁ ତୁହା ବର୍ଷା ଯୋଗୁଁ ବିପନ୍ନଙ୍କ ଦୁର୍ଦଶା ବଢୁଛି

ପଟ୍ଟାମୁଣ୍ଡାଇ ତା ୩୦/୭-ପଟ୍ଟାମୁଣ୍ଡାଇ ରେ ବନ୍ୟା ପରିସ୍ଥିତିରେ ସାମାନ୍ୟ ସୁଧାର ଆସିଛି । ତେବେ ତୁହାକୁ ତୁହା ବର୍ଷା ବନ୍ୟା ବିପନ୍ନଙ୍କ ଦୁର୍ଦଶା ବୃଦ୍ଧି କରିଛି ।ଆଜି ସକାଳ ଠାରୁ ଲଗାଣବର୍ଷା ଲାଗି ରହିଛି । ବ୍ରାହ୍ମଣୀ ନଦୀରେ ଦେଖା ଦେଇଥିବା…

ଜିଲ୍ଲା ସଡ଼କ ନିରାପତ୍ତା କମିଟି ବୈଠକ: କଡ଼ାକଡ଼ି କରାଯିବ ସୁରକ୍ଷା ବ୍ୟବସ୍ଥା

କେନ୍ଦ୍ରାପଡ଼ା, ୩୦/୭.- ଟ୍ରାଫିକ ନିୟମର କଡ଼ାକଡ଼ି ଅନୁପାଳନ ଓ ଏ ଦିଗରେ ବ୍ୟାପକ ସଚେତନତା ସୃଷ୍ଟି କରାଗଲେ ସଡ଼କ ଦୁର୍ଘଟଣା ବହୁ ପରିମାଣରେ ରୋକା ଯାଇପାରିବ ବୋଲି ବୁଧବାର କେନ୍ଦ୍ରାପଡା ଜିଲା କାର୍ଯ୍ୟାଳୟରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ)ରବୀନ୍ଦ୍ର କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଆଇଟି ୨.୦ ସଫ୍ଟୱେର କାର୍ଯ୍ୟକ୍ଷମ ଲାଗି , ଅଗଷ୍ଟ ୨ରେ କେନ୍ଦ୍ରାପଡ଼ା ମୁଖ୍ୟ ଡାକ ଘର ସମେତ , ଉପ ଡାକ ଘର ଓ ଶାଖା ଡାକ ଘର ବନ୍ଦ ରହିବ.

କେନ୍ଦ୍ରାପଡ଼ା, ୩୦.୭. କେନ୍ଦ୍ରାପଡ଼ା ମୁଖ୍ୟ ଡାକ ଘର ସମେତ ଏହାର ଅଧୀନରେ ଥିବା ସମସ୍ତ ଉପ ଡାକ ଘର ଓ ଶାଖା ଡାକ ଘର ଆସନ୍ତା ୨ ଅଗଷ୍ଟ ଶନିବାର ଦିନ ସମସ୍ତ ସେବା ବନ୍ଦ ରହିବ । କେନ୍ଦ୍ରାପଡ଼ା ଡାକ…