କେନ୍ଦ୍ରାପଡ଼ା,୨୫ା୭ : ବିପ୍ଳବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ପକ୍ଷରୁ ନୂତନ ଜିଲ୍ଲାପାଳ ରଘୁରାମ ଆର.ଆୟାରଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। କମିଟି ସଭାପତି ବରିଷ୍ଠ ଆଇନିଜୀବୀ ବିଚିତ୍ରାନନ୍ଦ ମହାନ୍ତିଙ୍କ ପରାମର୍ଶ କ୍ରମେ କମିଟି ସାଧାରଣ ସମ୍ପାଦକ ଆଇନିଜୀବୀ ରମଣୀରଞ୍ଜନ…
Month: July 2025
ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତାରେ କେନ୍ଦ୍ରାପଡାର ତେଜ ତନ୍ମୟ ପ୍ରଥମ
କେନ୍ଦ୍ରାପଡ଼ା,୨୫ା୭:ଓଡିଶା ସାହିତ୍ୟ ଏକାଡେମୀର ୬୮ତମ ସ୍ୱନକ୍ଷତ୍ର ଦିବସ ଉପଲକ୍ଷେ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତାରେ ସେଣ୍ଟ ଜାଭିୟର ହାଇସ୍କୁଲର ଛାତ୍ର ତେଜ ତନ୍ମୟ ୨ୟ ଥର ପାଇଁ ପ୍ରଥମ ସ୍ଥାନ ଅଧିକାର କରି କେନ୍ଦ୍ରାପଡା ପାଇଁ ଗୈାରବ ଆଣି…
ବୃକ୍ଷରୋପଣ ଓ ପରିବେଶ ସଚେତନତା
କେନ୍ଦ୍ରାପଡ଼ା,୧୪ା୭: ଦିନକୁ ଦିନ ନଷ୍ଟ ହୋଇଯାଉଥିବା ପରିବେଶରେ ପ୍ରକୃତି ତା’ର ସନ୍ତୁଳନ ହରାଇବସିବା ସହ ଅସମୟରେ ପ୍ରାକୃତିକ ବିପର୍ଯ୍ୟୟ ସହ ଋତୁଚକ୍ରରେ ପରିବର୍ତ୍ତର୍ନ ହେବାରେ ଲାଗିଲାଣି । ଆଗାମୀ ପିଢ଼ି ଏକ ସବୁଜ ସୁନ୍ଦର ପୃଥିବି ପାଇବା ସହ ପ୍ରାକୃତିକ ବିପର୍ଯ୍ୟୟରୁ…
ନିର୍ମାଣାଧିନ ୫୩ ନମ୍ବର ଜାତୀୟ ରାଜପଥ ପାଲଟିଛି ମୃତ୍ୟୁଯନ୍ତା
ଦୁର୍ଘଟଣାରେ ଦୁଇ ଗୁରୁତର, ଜାତୀୟ ରାଜପଥ ପ୍ରାଧିକରଣ ସଂସ୍ଥା ଓ ଠିକାସଂସ୍ଥାକୁ ଦାୟୀ କଲେ ଜନସାଧାରଣ ଡ଼େରାବିଶ ୧୪ । ୦୭ (ବେବର୍ତା ଅଜୟ ଦାସ) – ଚଣ୍ଡିଖୋଲ ପାରାଦ୍ୱୀପ ୫୩ ନମ୍ବର ଜାତୀୟ ରାଜପଥର ଡେରାବିଶ ଥାନା ଅନ୍ତର୍ଗତ ଲକ୍ଷ୍ମୀନାରାୟଣପୁର…
ଓଡ଼ିଶୀ ନୃତ୍ୟଗୁରୁ ସୁଶ୍ରୀ ଭାନୁପ୍ରିୟାଙ୍କୁ ବଙ୍ଗରତ୍ନ ସମ୍ମାନ
କେନ୍ଦ୍ରାପଡ଼ା,୧୧/୭: ଓଡ଼ିଶୀ ନୃତ୍ୟଗୁରୁ କେନ୍ଦ୍ରାପଡ଼ା ମାଟିର ଝିଅ ଭାନୁପ୍ରିୟା ଖଟୁଆଙ୍କୁ ବଙ୍ଗରତ୍ନ ସମ୍ମାନରେ ସମ୍ମାନୀତ କରାଯାଇଛି । ଭାରତ ସରକାରଙ୍କ ଅଧିନସ୍ଥ କଲଚରାଲ ଡ଼େଭଲମେଣ୍ଟ ଫାଉଣ୍ଡେସନ ପକ୍ଷରୁ ପଶ୍ଚିମବଙ୍ଗର କୋଲକାତା ଠାରେ ଆୟୋଜିତ ଆନ୍ତର୍ଜାତୀୟ ମେଗା ସୁପରକ୍ଲାସ୍ ଡ଼୍ୟାନ୍ସ ଓ ମ୍ୟୁଜିକ୍…
ମଧ୍ୟହ୍ନ ଭୋଜନରେ ଅବହେଳା ନେଇ ଅସନ୍ତୋଷ
ପଂଚାୟତ ଉନ୍ନତିକରଣ ସୂଚକାଙ୍କ ୨.୦ କର୍ମଶାଳା ଉଦଯାପିତ ପଟ୍ଟାମୁଣ୍ଡାଇ ୧୧/୭– ଆଗାମୀ ଦୁଇ ହଜାର ତିରିଶି ସୁଦ୍ଧା ଦୀର୍ଘ ସ୍ଥାୟୀ ଯୋଜନା ମାଧ୍ୟମରେ ଆଗାମୀ ପିଢ଼ିକୁ ସମସ୍ତ ସୁରକ୍ଷା ପ୍ରଦାନ ଲକ୍ଷରେ ପଟ୍ଟାମୁଣ୍ଡାଇ ବ୍ଲକ୍ ସମ୍ମିଳନୀ କକ୍ଷରେ ତାଲିମ ଶିବିର ୨ଦିନ…
କ୍ଷୁଦ୍ର ବ୍ୟବସାୟୀ ସଭ୍ୟସଭ୍ୟାଙ୍କ ଆର୍ଥୀକ ଅଭିବୃଦ୍ଧିକୁ ଅଗ୍ରାଧିକାର ଦେବ
ଜନଚେତନା ବହୁମୁଖୀ ସମବାୟ ସମିତିର ପରିଚାଳନା କମିଟି ବୈଠକ କେନ୍ଦ୍ରାପଡ଼ା,୧୧/୭: କ୍ଷୁଦ୍ର ବ୍ୟବସାୟୀ ସଭ୍ୟସଭ୍ୟାଙ୍କ ଆର୍ଥୀକ ଅଭିବୃଦ୍ଧି ପାଇଁ ଅଗ୍ରାଧିକାର ଭିତ୍ତିରେ ସହଜ ଋଣ ମଂଜୁର କରାଯିବ । କେନ୍ଦ୍ରାପଡ଼ା ଜନଚେତନା ବହୁମୁଖୀ ସମବାୟ ସମିତିର ପରିଚାଳନା କମିଟି ବୈଠକରେ ଆଜି…
ବନ୍ୟା ପାଣିରେ ଭାସୁଛି ସୁନା ଫସଲ, ପନିପରିବା ନଷ୍ଟ , ପରିବା ଦର ଆକାଶ ଛୁଆଁ
ପଟ୍ଟାମୁଣ୍ଡାଇ ୧୧/୭ – ବାରମ୍ବାର ଲଘୁଚାପ ଜନିତ ଲଗାଣବର୍ଷା ଓ ରେଙ୍ଗାଲି ପାଣି ଛାଡିବା ଯୋଗୁଁ କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଧୋୟାଂଚଳରେ ଦେଇ ପ୍ରବାହିତ ବ୍ରାହ୍ମଣୀ, ବୈତରଣୀ ଓ କାଣୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇ ଗତ ତିନିଦିନ ହେବ…
ଫୋରଡ ବାୟା ଆଶ୍ରମରେ ଗୁରୁ ପୂର୍ଣ୍ଣିମା ପାଳିତ
କେନ୍ଦ୍ରାପଡା ୧୦/୭ – ପବିତ୍ରବ୍ୟାସ ପୂର୍ଣ୍ଣିମା ଅବସରରେ କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଫୋରଡ ଗ୍ରାମର ପୁଣ୍ୟତୋୟା ଗୋବରୀ ନଦୀ ତଟ ଦେଶରେ ମହାନ୍ ସନ୍ଥ ନାମାଚାର୍ଯ୍ୟ ବାୟାବାବାଙ୍କ ଦ୍ୱାରା ସଂସ୍ଥାପିତ ବାୟା ଆଶ୍ରମରେ ଗୁରୁ ପୂର୍ଣ୍ଣିମା ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି।…
ଗୁରୁ ପୂର୍ଣ୍ଣିମା ଏବଂ ଧର୍ମପ୍ରାଣା ସରୋଜିନୀ ପରିଡାଙ୍କ ଜୟନ୍ତୀ ପାଳିତ ଭକ୍ତି ସଙ୍ଗୀତ ଆଲବମ୍ ଅକ୍ଷୟ ଭଜନାମୃତ ଉନ୍ମୋଚିତ
କେନ୍ଦ୍ରାପଡ଼ା ୧୦/୭- ବାରୁଅ ସ୍ଥିତ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭାବଗ୍ରାହୀ କଳା ନିକେତନ ଏବଂ ରେଡ଼ିଓ ଭାବଗ୍ରାହୀର ମିଳିତ ଆନୁକୂଲ୍ୟରେ ଚିର ସବୁଜ ଅକ୍ଷୟ ମହାନ୍ତି କକ୍ଷରେ ପବିତ୍ର ଗୁରୁ ପୂର୍ଣ୍ଣିମା ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲୋକ କବି…










