କେନ୍ଦ୍ରାପଡା ସଦର,୮ା୮ – କେନ୍ଦ୍ରାପଡା ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତିର ଆହ୍ୱାନରେ ୫ଦଫା ଦାବି ନେଇ କେନ୍ଦ୍ରାପଡା ଜିଲ୍ଲା ସମନ୍ୱୟ ସମିତିର ପାଞ୍ଚ ଶହରୁ ଉର୍ଦ୍ଧ ଶିକ୍ଷକ, ଶିକ୍ଷିକା ଓ କର୍ମଚାରୀ ନୁଆ ବସଷ୍ଟାଣ୍ଡ ନିକଟସ୍ଥ ଗୋବିନ୍ଦ ଜୀୟୁ ମନ୍ଦିର ସମ୍ମୁଖରେ ଏକ ବିଶାଳ ରାଲିରେ ସହର ପରିକ୍ରମା କରି ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ପ୍ରତିବାଦ ସଭା କରିଥିଲେ । ଜିଲ୍ଲା […]
Day: 8 August 2025
କେନ୍ଦ୍ରାପଡା ୭/୮ – ସାରା ରାଜ୍ୟରେ ଆଲୋଡନ ସୃଷ୍ଟି କରିଥିବା କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡ଼ପଡା ପଂଚାୟତ କାଠିଆପଡା ଗ୍ରାମର ଛାତ୍ରୀ ପି ଡି ସଂଗୀତା ନିଆଁରେ ପୋଡି ମୃତଙ୍କ ପାଇଁ ମୁଖ୍ୟ ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ବିଜେଡିର ଶତାଧିକ କର୍ମିର୍ ଜିଲ୍ଲାପାଳଙ୍କୁ ଏକ ସ୍ମାରକ ପତ୍ର ଦେଇଥିଲେ । ଏହି ସ୍ମାରକ ପତ୍ରରେ ଉଲ୍ଲେଖ ଅଛି ଯେ ରାଜ୍ୟରେ ଆଇନ ଶୃଙ୍ଖଳା […]
ରାଜ୍ୟ ବିଜେଡି ସୁପ୍ରିମୋ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟନାୟକଙ୍କ ନିର୍ଦେଶରେ ରାଜ୍ୟ ବିଜେଡି ତଥ୍ୟ ଅନୁସନ୍ଧାନକାରୀ ଦଳ କଲେଜ ଛାତ୍ରୀ ଆତ୍ମଦାହ ଘଟଣାର ପୁଙ୍ଖାନୁପୁଙ୍ଖ ଅନୁସନ୍ଧାନ କରିବା ପାଇଁ ରାଜନଗର ବିଧାୟକ ଧ୍ରୁବ ସାହୁଙ୍କ ସହିତ ଆଜି ସନ୍ଧ୍ୟାରେ କାଠିଆପଡା ଗାଁରେ ପହଂଚିଛି । ଏହି ରାଜ୍ୟ ବିଜେଡି ଟିମରେ ପୂର୍ବତନ ମହିଳା, ଶିଶୁ ବିକାଶ ଓ ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ, ପୂର୍ବତନ ସାଂସଦ […]
ସାରା ରାଜ୍ୟରେ ଆଲୋଡନ ସୃଷ୍ଟି କରିଥିବା କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡ଼ପଡା ପଂଚାୟତ କାଠିଆପଡା ଗ୍ରାମରେ ପହଂଚି ନିଆଁରେ ପୋଡି ମୃତ୍ୟୁବରଣ କରିଥିବା ଛାତ୍ରୀ ପି ଡି ସଂଗୀତାଙ୍କ ପରିବାରକୁ ଭେଟି ଏହି ସମବେଦନଶୀଳ ମାମଲାର ଅନୁଧ୍ୟାନ କରିଥିଲେ I ପି ସି ସି ସଭାପତି ଭକ୍ତ ଚରଣ ଦାସଙ୍କ ନିର୍ଦେଶରେ ପି ସି ସି ଉପସଭାପତି ସସ୍ମିତା ବେହେରାଙ୍କ ନେତୃତ୍ୱରେ ଗଠିତ ତଥ୍ୟ ଅନୁସନ୍ଧାନକାରୀ ଦଳ ସଦସ୍ୟା […]
କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡ଼ପଡା ପଂଚାୟତ କାଠିଆପଡା ଗ୍ରାମରେ ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣାର ଅନୁଧ୍ୟାନ କରିଛି ଶାସକ ବିଜେପି ଟିମ I କେନ୍ଦ୍ରାପଡ଼ା ଜିଲ୍ଲା ବିଜେପି ସଭାପତି ଶଶାଙ୍କ ସେଠୀ, କେନ୍ଦ୍ରାପଡ଼ା ବିଧାନସଭା ସଭା ବିଜେପି ପ୍ରାର୍ଥୀ ଗୀତାଞ୍ଜଳି ସେଠୀ, ପୂର୍ବତନ ସାଂସଦ ଅର୍ଚନା ନାୟକ, ପଟ୍ଟାମୁଣ୍ଡାଇ ବ୍ଲକ ଉପାଧକ୍ଷା ଜୟନ୍ତୀ ସ୍ୱାଇଁ, ନାରୀନେତ୍ରୀ କାନନବାଳା ଦାସ ଜିଲ୍ଲା ବିଜେପି ସାଧାରଣ ସମ୍ପାଦକ ଉପିନ […]
ପଟ୍ଟାମୁଣ୍ଡାଇ ବ୍ଲକ ବଡପଡା ପଂଚାୟତ ଛାତ୍ରୀ ମୃତ୍ୟୁ ଘଟଣାର ସ୍ଥିତି ଅନୁସନ୍ଧାନ ପାଇଁ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି ବାମପନ୍ଥୀ ଦଳ ନେତାମାନେ I ଜିଲ୍ଲା ସି ପି ଏମ ଜିଲ୍ଲା ସମ୍ପାଦକ ଗୟାଧର ଧଳଙ୍କ ନେତୃତ୍ୱରେ ନରୋତ୍ତମ ପାର୍ଥସାରଥୀ, ସୋମନାଥ ବିଶ୍ୱାଳ, ଜିଲ୍ଲା କୃଷକ ସଭା ସମ୍ପାଦକ ବିଜୟ ଦାସ ଦାଶରଥୀ ସାହୁ, ଗୁଣମଣି ବେହେରା ପ୍ରମୁଖ କାଠିଆପଡା ଗାଁକୁ ଯାଇ ମୃତା ଛାତ୍ରୀ ପରିବାର ଲୋକ ମାନଙ୍କୁ ଭେଟି […]










