ପୁନର୍ବାସ ପକ୍ଷରୁ ଯୌନଶୋଷଣ ନିରୋଧ ସଚେତନତା ସଭା

କେନ୍ଦ୍ରାପଡା ୮/୮- ଉଭୟ ସଂଗଠିତ ଓ ଅସଂଗତିତ କ୍ଷେତ୍ରରେ କାର୍ଯ୍ୟରତା ମହିଳାମାନଙ୍କୁ ଏକ ସୁସ୍ଥ ଓ ନିରାପଦ କର୍ମ ପରିବେଶ ଯୋଗାଇ ଦେବା ଉଦ୍ଦେଶ୍ୟରେ ପୋସ୍ ଆଇନ, ୨୦୧୩ର ପ୍ରଣୟନ କରାଯାଇଅଛି । ଏହି ଯୌନଶୋଷଣ ନିରୋଧ ଆଇନରେ ରହିଥିବା ପ୍ରତିରୋଧଗତ,…