ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଉଦ୍ ଯାପିତ

କେନ୍ଦ୍ରାପଡା ୧୦/୮- କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ପୁରୁଷୋତ୍ତମପୁର ଗ୍ରାମ ସ୍ଥିତ ମାନସ ଭୂଷଣ ପଣ୍ଡିତ ହୃଷୀକେଶ ରଥଙ୍କ ଗୃହାଙ୍ଗନରେ ସଂସ୍ଥାପିତ ଶ୍ରୀରାମ ମନ୍ଦିରରେ ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି।…

ଫୋରଡ ଆଶ୍ରମରେ ଝୁଲଣ ମହୋତ୍ସବ , ଭଜନ ଓ ସଙ୍କୀର୍ତ୍ତନର ଅପୂର୍ବ ମୂର୍ଚ୍ଛନାରେ ଶ୍ରଦ୍ଧାଳୁ ବିଭୋର

କେନ୍ଦ୍ରାପଡା ୧୦/୮- କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଫୋରଡ ସ୍ଥିତ ନାମାଚାର୍ଯ୍ୟବାୟା ବାବାଙ୍କ ଦ୍ୱାରା ଗୋବରୀ କୂଳରେ ସଂସ୍ଥାପିତ ବାୟା ଆଶ୍ରମରେ ଝୁଲଣ ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ମଠ ମହନ୍ତ ହୃଷୀକେଶ ଦାଶ ମହାରାଜଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଭବ୍ୟ କାର୍ଯ୍ୟକ୍ରମରେ…

କଳପଡା ଗ୍ରାମପଞ୍ଚାୟତ ବରିଷ୍ଠ ନାଗରିକଙ୍କ ସମାବେଶ

କେନ୍ଦ୍ରାପଡ଼ା,୧୦ା୮:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଳପଡା ଗ୍ରାମପଞ୍ଚାୟତ ବରିଷ୍ଠ ନାଗରିକ ମଞ୍ଚର ଏକ ବୈଠକ କଳପଡା ମାର୍କେଟସ୍ଥିତ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କଳପଡା ଗ୍ରାମର ଅଧିବାସୀ ତଥା ପୂର୍ବତନ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଶରତ ଚନ୍ଦ୍ର ସ୍ୱାଇଁ ଅଧ୍ୟକ୍ଷତା…

ପଟ୍ଟାମୁଣ୍ଡାଇ ଛାତ୍ରୀ ଆତ୍ମାହୂତି ଘଟଣା ; ଛାତ୍ରୀଙ୍କ ପୁରୁଷ ବନ୍ଧୁ ଗିରଫ ଓ କୋର୍ଟ ଚାଲାଣ

ପୁରୁଷ ବନ୍ଧୁଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ତେରୋହି ଗ୍ରାମବାସୀଙ୍କ ଗ୍ରାମାଂଚଳ ଥାନା ସମ୍ମୁଖରେ ଧାରଣା ପଟ୍ଟାମୁଣ୍ଡାଇ ୧୦/୮ -ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମର ଛାତ୍ରୀ ସଙ୍ଗୀତାଙ୍କ ପୋଡିହୋଇ ମୃତ୍ୟୁ ବରଣ କରିବା ଘଟଣାରେ ପୁରୁଷ ବନ୍ଧୁ ପ୍ରମୋଦ…

ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ସିବର୍ଣ୍ଣବଶେ ଚିତ୍ର ଲୋକାର୍ପିତ

କେନ୍ଦ୍ରାପଡା,୧୦ା୮: ଶ୍ରୀ ଶ୍ରୀ ବଳଦେବଜୀଉଙ୍କର ପବିତ୍ର ଜନ୍ମଭିଷେକ ନୀତି ପାଳନ ହେବା ଅବସରରେ ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ସୁବର୍ଣ୍ଣ ଅଳଙ୍କାର ପ୍ରସ୍ତୁତ କମିଟି ଦ୍ୱାରା ପ୍ରସ୍ତୁତ ଏକ ପରିକଳ୍ପିତ ସୁବର୍ଣ୍ଣ ବେଶର ଏକ ସୁନ୍ଦର ଅକର୍ଶଣୀୟ ସଦୃଶ୍ୟ ନମୁନା ଚିତ୍ର ବିଗ୍ରହ…

କ୍ରୀୟାଯୋଗୀ ପରମହଂସ ପ୍ରଜ୍ଞାନାନନ୍ଦଜୀଙ୍କ ଜନ୍ମ ଜୟନ୍ତୀରେ ରକ୍ତଦାନ ଶିବିର

ପଟ୍ଟାମୁଣ୍ଡାଇ ୧୦/୮ ଆନ୍ତର୍ଜାତିକ ଖ୍ୟାତି ସଂପନ୍ନ କ୍ରୀୟାଯୋଗୀ ପରମହଂସ ପ୍ରଜ୍ଞାନାନନ୍ଦଜୀଙ୍କ ୬୬ତମ ଜନ୍ମ ଜୟନ୍ତୀ ଅବସରରେ କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବେଲତଳସ୍ଥିତ ହରିହରାନନ୍ଦ ଧ୍ୟାନ ମନ୍ଦିର ପରିସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟୁଷରୁ ସ୍ୱାମିଜୀଙ୍କ ପାଦୁକା ପୂଜା,…

ବଳଦେବସେନା ପକ୍ଷରୁ ରାକ୍ଷୀପୂର୍ଣ୍ଣିମାରେ ସେବାକାର୍ଯ୍ୟ

କେନ୍ଦ୍ରାପଡ଼ା,୯ା୮:ଆଜି ପବିତ୍ର ରକ୍ଷାବନ୍ଧନ ଓ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ଜନ୍ମୋତ୍ସଭ ପାଇଁ ତୁଳସୀକ୍ଷେତ୍ର ଚଳଚଞ୍ଚଳ ହୋଇ ଉଠିଛି।ଏହି ଦିବସରେ ମହାପ୍ରଭୁଙ୍କ କୃପା ଭିକ୍ଷା କରିବା ପାଇଁ ଦୂର ଦୂରାନ୍ତରୁ ଅନେକ ଶ୍ରଦ୍ଧାଳୁ ଆସିଥାନ୍ତି। ମହାପ୍ରଭୁ ହଲାୟୁଧ ଶ୍ରୀଶଙ୍କର୍ଷଣ ଆଜି ଲକ୍ଷେ…