କେନ୍ଦ୍ରାପଡା ୧୦/୮- କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ପୁରୁଷୋତ୍ତମପୁର ଗ୍ରାମ ସ୍ଥିତ ମାନସ ଭୂଷଣ ପଣ୍ଡିତ ହୃଷୀକେଶ ରଥଙ୍କ ଗୃହାଙ୍ଗନରେ ସଂସ୍ଥାପିତ ଶ୍ରୀରାମ ମନ୍ଦିରରେ ପ୍ରତିବର୍ଷ ପରି ଏବର୍ଷ ମଧ୍ୟ ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ନବ ଦିନ ବ୍ୟାପୀ ଅନୁଷ୍ଠିତ ଏହି ଭବ୍ୟ କାର୍ଯ୍ୟକ୍ରମରେ ପ୍ରତ୍ୟହ ସନ୍ଧ୍ୟାରେ ପାରାୟଣ ସହିତ ବହୁ ବିଶିଷ୍ଟ କଳାକାରମାନେ ଭଜନ, ସଙ୍କୀର୍ତ୍ତନ ଏବଂ ପ୍ରବଚନ ମାଧ୍ୟମରେ ପରମ […]

କେନ୍ଦ୍ରାପଡା ୧୦/୮- କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଫୋରଡ ସ୍ଥିତ ନାମାଚାର୍ଯ୍ୟବାୟା ବାବାଙ୍କ ଦ୍ୱାରା ଗୋବରୀ କୂଳରେ ସଂସ୍ଥାପିତ ବାୟା ଆଶ୍ରମରେ ଝୁଲଣ ମହୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ମଠ ମହନ୍ତ ହୃଷୀକେଶ ଦାଶ ମହାରାଜଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ଭବ୍ୟ କାର୍ଯ୍ୟକ୍ରମରେ ପ୍ରତ୍ୟହ ସନ୍ଧ୍ୟାରେ ଶ୍ରଦ୍ଧାଳୁ ଭକ୍ତମାନେ ଶ୍ରୀରାଧା କୃଷ୍ଣଙ୍କୁ ସୁରମ୍ୟ ଝୁଲଣରେ ବସାଇ ଝୁଲାଇବା ସହିତ ଭଜନ, ସଙ୍କୀର୍ତ୍ତନ ଏବଂ ପ୍ରବଚନ ମାଧ୍ୟମରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି […]

କେନ୍ଦ୍ରାପଡ଼ା,୧୦ା୮:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଳପଡା ଗ୍ରାମପଞ୍ଚାୟତ ବରିଷ୍ଠ ନାଗରିକ ମଞ୍ଚର ଏକ ବୈଠକ କଳପଡା ମାର୍କେଟସ୍ଥିତ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କଳପଡା ଗ୍ରାମର ଅଧିବାସୀ ତଥା ପୂର୍ବତନ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଶରତ ଚନ୍ଦ୍ର ସ୍ୱାଇଁ ଅଧ୍ୟକ୍ଷତା କରିଥିଲେ। ବୈଠକରେ ପଞ୍ଚାୟତର ବରିଷ୍ଠ ସଦସ୍ୟ କୈଳାସ ଚନ୍ଦ୍ର ସ୍ୱାଇଁ, ଜଗନ୍ନାଥ ସ୍ୱାଇଁ, ସୁଧିର ଚନ୍ଦ୍ର ସ୍ୱାଇଁ, ବସନ୍ତ ସାହୁ, ରମେଶ ଚନ୍ଦ୍ର ରାଉଳ, ଉମେଶ କୁମାର […]

ପୁରୁଷ ବନ୍ଧୁଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ତେରୋହି ଗ୍ରାମବାସୀଙ୍କ ଗ୍ରାମାଂଚଳ ଥାନା ସମ୍ମୁଖରେ ଧାରଣା ପଟ୍ଟାମୁଣ୍ଡାଇ ୧୦/୮ -ପଟ୍ଟାମୁଣ୍ଡାଇ ଗ୍ରାମାଂଚଳ ଥାନା ଅନ୍ତର୍ଗତ କାଠିଆପଡ଼ା ଗ୍ରାମର ଛାତ୍ରୀ ସଙ୍ଗୀତାଙ୍କ ପୋଡିହୋଇ ମୃତ୍ୟୁ ବରଣ କରିବା ଘଟଣାରେ ପୁରୁଷ ବନ୍ଧୁ ପ୍ରମୋଦ ବେହେରାଙ୍କୁ ରବିବାର ପୋଲିସ କୋର୍ଟ ଚାଲାଣ କରିଛି । ମୃତ ଛାତ୍ରୀଙ୍କ ବାପାଙ୍କ ଏତଲା ଆଧାରରେ ପୋଲିସ ଏକ ମାମଲା କେଶ ନମ୍ବର ୨୮୪/୨୦୨୫ରେ ରୁଜୁକରି ଭାରତୀୟ […]

କେନ୍ଦ୍ରାପଡା,୧୦ା୮: ଶ୍ରୀ ଶ୍ରୀ ବଳଦେବଜୀଉଙ୍କର ପବିତ୍ର ଜନ୍ମଭିଷେକ ନୀତି ପାଳନ ହେବା ଅବସରରେ ଶ୍ରୀ ଶ୍ରୀ ବଳଦେବଜୀଉଙ୍କ ସୁବର୍ଣ୍ଣ ଅଳଙ୍କାର ପ୍ରସ୍ତୁତ କମିଟି ଦ୍ୱାରା ପ୍ରସ୍ତୁତ ଏକ ପରିକଳ୍ପିତ ସୁବର୍ଣ୍ଣ ବେଶର ଏକ ସୁନ୍ଦର ଅକର୍ଶଣୀୟ ସଦୃଶ୍ୟ ନମୁନା ଚିତ୍ର ବିଗ୍ରହ କେନ୍ଦ୍ରାପଡାର ଜିଲ୍ଲାପାଳ ରଘୁରାମ ଆୟାରଙ୍କ ଦ୍ୱାରା ମନ୍ଦିର ପୁରୋହିତ ଗୋସାଇଁଙ୍କ ମନ୍ତ୍ରପାଠରେ ଲୋକାର୍ପିତ ହୋଇଥିଲା । ଏହି ପଦର୍ଶନୀକୁ ମହାପ୍ରଭୁଙ୍କ ସ୍ନାନମଣ୍ଡପ ଉପରେ ମହାପ୍ରଭୁଙ୍କ ୨୨ଗୋଟି ଦିବ୍ୟ […]

ପଟ୍ଟାମୁଣ୍ଡାଇ ୧୦/୮ ଆନ୍ତର୍ଜାତିକ ଖ୍ୟାତି ସଂପନ୍ନ କ୍ରୀୟାଯୋଗୀ ପରମହଂସ ପ୍ରଜ୍ଞାନାନନ୍ଦଜୀଙ୍କ ୬୬ତମ ଜନ୍ମ ଜୟନ୍ତୀ ଅବସରରେ କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବେଲତଳସ୍ଥିତ ହରିହରାନନ୍ଦ ଧ୍ୟାନ ମନ୍ଦିର ପରିସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ପ୍ରତ୍ୟୁଷରୁ ସ୍ୱାମିଜୀଙ୍କ ପାଦୁକା ପୂଜା, ସମୂହ ପ୍ରାର୍ଥନା, ଦୀପଦାନ, ସଂକୀର୍ତନ ଆଦି ପରିବେଷଣ ସହ ଗୁରୁବନ୍ଦନା ଗାନ କରାଯାଇଥିଲା । ସମବେତ ଭକ୍ତମାନେ ପରମପୂଜ୍ୟ ସ୍ୱାମିଜୀଙ୍କ ଦୀର୍ଘ ନିରାମୟ ଜୀବନ କାମନା କରିଥିଲେ […]

କେନ୍ଦ୍ରାପଡ଼ା,୯ା୮:ଆଜି ପବିତ୍ର ରକ୍ଷାବନ୍ଧନ ଓ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ଜନ୍ମୋତ୍ସଭ ପାଇଁ ତୁଳସୀକ୍ଷେତ୍ର ଚଳଚଞ୍ଚଳ ହୋଇ ଉଠିଛି।ଏହି ଦିବସରେ ମହାପ୍ରଭୁଙ୍କ କୃପା ଭିକ୍ଷା କରିବା ପାଇଁ ଦୂର ଦୂରାନ୍ତରୁ ଅନେକ ଶ୍ରଦ୍ଧାଳୁ ଆସିଥାନ୍ତି। ମହାପ୍ରଭୁ ହଲାୟୁଧ ଶ୍ରୀଶଙ୍କର୍ଷଣ ଆଜି ଲକ୍ଷେ ତୁଳସୀରେ ଅଭିଷେକ ହୋଇ ରାଜାଧିରାଜ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ବେଢ଼ା ମଧ୍ୟରେ ଦିନରୁ ରାତ୍ର ଯାଏଁ ନାନା […]