ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରାଣପ୍ରତିଷ୍ଠାତାଙ୍କ ପରଲୋକ

କେନ୍ଦ୍ରାପଡ଼ା,୧୩ା୮:ନିଗମାନନ୍ଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରାଣପ୍ରତିଷ୍ଠାତା ତଥା ଗଗୁଆ ପଞ୍ଚାୟତର ରାହାମାସ୍ଥିତ ନିଗମାନନ୍ଦ ହାଇସ୍କୁଲର ପୂର୍ବତନ ପ୍ରଧାନଶିକ୍ଷକ ଧ୍ରୁବ ଚରଣ ଦାଶ(୮୩)ଙ୍କର ପରଲୋକ ହୋଇଯାଇଛି। ସେ କିଛିଦିନ ହେବ ବାର୍ଦ୍ଧକ୍ୟଜନିତ ରୋଗରେ ପିଡିତ ଥାଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ…

ରାଧାରମଣ ମଠରେ ଝୁଲଣ ଯାତ୍ରା

ପଟ୍ଟାମୁଣ୍ଡାଇ ତା ୧୩/୮-କେନ୍ଦ୍ରାପଡ଼ା ଜିଲ୍ଲାର ସର୍ବପୁରାତନ ଆଧ୍ୟାତ୍ମିକ ପୀଠ ପଟ୍ଟାମୁଣ୍ଡାଇ ରାଧାରମଣ ମଠରେ ଝୁଲଣ ଯାତ୍ରା ଅନୁଷ୍ଠିତ ହୋଇଯାଇଛି I ୩ଦିନ ଧରି ଆୟୋଜିତ ଝୁଲଣ ଯାତ୍ରା ପବିତ୍ର ଗହ୍ମାପୂର୍ଣ୍ଣିମା ଅବସରରେ ଉଦଯାପିତ ହୋଇଯାଇଛି I ପୁରୀ ଗୋବର୍ଧନ ପୀଠ ସନ୍ଥ…

ବଗଡା ଗ୍ରାମପଞ୍ଚାୟତରେ ବରିଷ୍ଠ ନାଗରିକଙ୍କ ସମାବେଶ

କେନ୍ଦ୍ରାପଡ଼ା,୧୩ା୮:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ବଗଡା ଗ୍ରାମପଞ୍ଚାତର ବରିଷ୍ଠ ନାଗରିକମାନଙ୍କ ଏକ ସମାବେଶ ପଞ୍ଚାୟତ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ବ୍ରଜକିଶୋର ବିଶ୍ୱାଳ ଏହି ସମାବେଶରେ ଅଧ୍ୟକ୍ଷତା କରିଥିଲେ। ବଗଡା ପଞ୍ଚାୟତର ସରପଞ୍ଚ ସୁବନୀ ସାହୁ ଏଭଳି ସଂଗଠନକୁ ସ୍ୱାଗତ…

ତୁଳସୀ ମହିଳା ମହାବିଦ୍ୟାଳୟରେ ଦଳୀୟ ସଭା ପରିଣତ କରିବା ବିରୁଦ୍ଧରେ ପ୍ରତିବାଦ

କେନ୍ଦ୍ରାପଡା,୧୨ା୮:ଆଜି  କେନ୍ଦ୍ରାପଡା ଜିଲ୍ଲା ବିଜୁଜନତା ଦଳର ସଭାପତି ଶିବ ପ୍ରସାଦ ଭଳ ଏକ ପ୍ରତିନିଧି ମଣ୍ଡଳି ତୁଳସୀ ମହିଳା ମହାବିଦ୍ୟାଳୟର ସଭାପତି ତଥା କେନ୍ଦ୍ରାପଡାର ଅତିରିକ୍ତ ଜିଲ୍ଲାପାଳ ନବ କିଶୋର ଜେନାକୁ ସାକ୍ଷାତ କରି ମହିଳା ବିଦ୍ୟାଳୟର ଏକ ସଭାକୁ ଦଳୀୟ…

ତୁଳସୀକ୍ଷେତ୍ର ପଣ୍ଡିତସଭାର ଚତୁର୍ଦ୍ଦଶ ଅଧିବେଶନ

କେନ୍ଦ୍ରାପଡା,୧୩ା୮:କେନ୍ଦ୍ରାପଡା ତୁଳସୀକ୍ଷେତ୍ର ପଣ୍ଡିତ ସଭାର ଚତୁର୍ଦ୍ଦଶ ଅଧିବେଶନ ଇଚ୍ଛାପୁର ସ୍ଥିତ ସିଦ୍ଧ ବଳଦେବଜୀୟୁ ମନ୍ଦିର ପରିସରରେ ବରିଷ୍ଠ ସଭ୍ୟ ପ୍ରବଚକ ଦାମୋଦର ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଦିବଂଗତ ସଭାପତି ସ୍ୱର୍ଗତ ଧ୍ରୁବଚରଣ ପଣ୍ଡାଙ୍କ ଅମର ଆତ୍ମାର ସଦଗତି ନିମନ୍ତେ…