କେନ୍ଦ୍ରାପଡା ମହାବିଦ୍ୟାଳୟ ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା

କେନ୍ଦ୍ରାପଡ଼ା,୧୪ା୮:ସ୍ୱାଧୀନତା ଦିବସର ଅବ୍ୟବହତି ପୂର୍ବରୁ କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ବିଶାଳ ଶୋଭାଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଶାନ୍ତନୁ କୁମାର ଜେନାଙ୍କ ନେତୃତ୍ୱରେ ଏବଂ ସଂଯୋଜକ ପ୍ରାଧ୍ୟାପକ ରମାନାଥ ମହାନ୍ତି, ଏନଏସଏସ ଅଧିକାରୀ ଅଧ୍ୟାପକ…

ଯଶସ୍ୱିନି ପତ୍ରିକା ଉନ୍ମୋଚିତ

କେନ୍ଦ୍ରାପଡ଼ା,୧୪ା୮:ଶ୍ୟାମସୁନ୍ଦରପୁରଗଡାସ୍ଥିତ ଚଣ୍ଡିଆ ପ୍ୟାଲେସ ସଭା ଗୃହରେ ବିଶିଷ୍ଟ ସମାଜ ସେବୀ କବି ଡ଼ ନାରାୟଣ ପତିଙ୍କ ସମ୍ପାଦନାରେ ପ୍ରକାଶିତ ସାହିତ୍ୟ ପତ୍ରିକା “ଯଶସ୍ୱିନି’ର ଶୁଭ ଉନ୍ମୋଚନ ହୋଇଯାଇଛି। ବର୍ତ୍ତମାନର ସାମାଜିକ ସ୍ଥିତିକୁ ନେଇ ଭରପୁର ଆନନ୍ଦ ଦେଉଥିବା ଏହି ପତ୍ରିକାରେ ଅନେକ…

ବାରୋରେ ତ୍ରିରଙ୍ଗା ପଦଯାତ୍ରା

କେନ୍ଦ୍ରାପଡା ସଦର, ୧୪ା୮: ଅଗଷ୍ଟ ୧୪ମଧ୍ୟାହ୍ନ ୯ ଘଟିକା ସମୟରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଉପସ୍ୱାସ୍ଥ୍ୟ କେନ୍ଦ୍ର ବାରୋ ଠାରୁ ଆରମ୍ଭ ହୋଇ ବାରେ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପର୍ଯ୍ୟନ୍ତ ତ୍ରିରଙ୍ଗା ପଦଯାତ୍ରା ଆୟୋଜନ ହୋଇଥିଲା । ସ୍ଥାନୀୟ ସରପଞ୍ଚ ଗୋପୀନାଥ…

ପଟ୍ଟାମୁଣ୍ଡାଇ କଲେଜରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ତା୧୪/୮- ରାଜ୍ୟ ସରକାରଙ୍କ ନିର୍ଦେଶରେ ପଟ୍ଟାମୁଣ୍ଡାଇ କଲେଜରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧକ୍ଷ କ୍ୟାପଟେନ ମନୋଜ ପରିଡାଙ୍କ ନେତୃତ୍ୱରେ ୫ଶହରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଶତାଧିକ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ବିଭିନ୍ନ ଦେଶାତ୍ମବୋଧ…

ପଟ୍ଟାମୁଣ୍ଡାଇ ପୌର ପରିଷଦ ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ

ପଟ୍ଟାମୁଣ୍ଡାଇ ତା ୧୪/୮- ପଟ୍ଟାମୁଣ୍ଡାଇ ପୌର ପରିଷଦ ପକ୍ଷରୁ ଏମ ଏନ ହାଇସ୍କୁଲ ଏନ ସି ସି ସ୍କାଉଟ ସହଯୋଗରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।  ପଟ୍ଟାମୁଣ୍ଡାଇ ପୌର ପରିଷଦ ଅଧକ୍ଷ ହେମନ୍ତ ସାହୁ ଓ ପୌର…

ଭାଜପା ପକ୍ଷରୁ ହର୍ ଘର୍ ତ୍ରିରଙ୍ଗା ଶୋଭାଯାତ୍ରା

ପଟ୍ଟାମୁଣ୍ଡାଇ୧୪/୮ ପଟ୍ଟାମୁଣ୍ଡାଇ ଭାଜପା ତରଫରୁ ହର୍ ଘର୍ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ନଗର ଭାଜପା ସଭାପତି ଅଶୋକ ସାହୁଙ୍କ ନେତୃତ୍ୱରେ ଏକ ବିରାଟ ଶୋଭାଯାତ୍ରା ବାଲିପଡ଼ା ମହାବୀର ମନ୍ଦିର ନିକଟରୁ ବାହାରି ବଜାର ପରିକ୍ରମା କରି ଡକ୍ଟର ଆମ୍ବେଦକରଙ୍କ ପ୍ରତିମୂର୍ତ୍ତୀ…

ବାଲିପଡ଼ା ସ୍କୁଲ ପୁରାତନ ଛାତ୍ରସଂସଦ ବାର୍ଷିକ ଉତ୍ସବ

ପଟ୍ଟାମୁଣ୍ଡାଇ ତା୧୪/୮- ପଟ୍ଟାମୁଣ୍ଡାଇ ପୌର ପରିଷଦ ଅନ୍ତର୍ଗତ ବାଲିପଡ଼ା ନୋଡାଲ ଉ. ପ୍ରା. ବିଦ୍ୟାଳୟ ପୁରାତନ ଛାତ୍ର ସଂସଦ ବାର୍ଷିକ ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାବିତ ପ୍ରମୋଦ କୁମାର ନାୟକଙ୍କ ପୌରହିତ୍ୟରେ ଆୟୋଜିତ ମନୋଜ୍ଞ ଉତ୍ସବରେ ବେଙ୍ଗାଲୁର କାମ୍ବିୟାନ ନେଟୱାର୍କ…