ଗ୍ରୀନ ଡେଭଲପମେଣ୍ଟ ଫାଉଣ୍ଡେସନ ଓ ଓଡିଶା ପ୍ରଗତି ମଞ୍ଚ ପକ୍ଷରୁ ରାଜ୍ୟ ସ୍ତରୀୟ ଆଦର୍ଶ ଗୁରୁ ସମ୍ବର୍ଦ୍ଧନା ଉତ୍ସବ

କେନ୍ଦ୍ରାପଡ଼ା,୫ା୯:ଗ୍ରୀନ ଡେଭଲପମେଣ୍ଟ ଫାଉଣ୍ଡେସନ ଏବଂ ଓଡିଶା ପ୍ରଗତି ମଞ୍ଚ ପକ୍ଷରୁ କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗରାପୁର ଆନନ୍ଦମାର୍ଗ ବିଦ୍ୟାଳୟ ପରିସରରେ ଦଶମ ରାଜ୍ୟ ସ୍ତରୀୟ ଆଦର୍ଶ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଅନୁଷ୍ଠିତ ଉତ୍ସବରେ ଉଭୟ…

ଜିଲ୍ଲା ସ୍ତରୀୟ ଗୁରୁଦିବସ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ

ଜିଲ୍ଲା ସ୍ତରୀୟ ଗୁରୁଦିବସ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ

କେନ୍ଦ୍ରାପଡ଼ା,୫ା୯:କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ଇଚ୍ଛାପୁର ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍ତରୀୟ ଗୁରୁଦିବସ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଶିକ୍ଷାଧିକାରୀ ପବିତ୍ର ମୋହନ ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସମାରୋହରେ ଜିଲ୍ଲାପାଳ ରଘୁରାମ ଆର.ଆୟାର ମୁଖ୍ୟଅତିଥି…

ଗୋପାଳ ଦାଶ ସ୍ମାରକୀ କଳା ମନ୍ଦିରରେ ଗୁରୁ ଦିବସ

ପଟ୍ଟାମୁଣ୍ଡାଇ ୫/୯ -କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଅଂଚଳର ଥିବା ଓଡ଼ିଶାର ସର୍ବବୃହତ ପଂଚକଳାତୀର୍ଥ ଗୋପାଳ ଦାଶ ସ୍ମାରକୀ କଳା ମନ୍ଦିର ଗଡମେକରର ବର୍ଣ୍ଣାତ୍ମ୍ୟ ଗୁରୁ ଦିବସ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଗଡମେକର ପ୍ରତିଷ୍ଠାତା ତଥା ନିର୍ଦ୍ଦେଶକ ଗୁରୁଶ୍ରୀ ସୁଶାନ୍ତ ପାଣିଙ୍କ…

ଡେପୁଟୀ ନର୍ସିଂ ସୁପରିନଟେଣ୍ଡେଣ୍ଟଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

କେନ୍ଦ୍ରାପଡ଼ା,୫ା୯:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଡେପୁଟି ନର୍ସିଙ୍ଗ ସୁପରିନଟେଣ୍ଡେଣ୍ଟ ବାସନ୍ତି ନାୟକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଏହି ଉପଲକ୍ଷେ ଏକ ସଭା ଶୁକ୍ରବାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ଼…

ଦୀନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟରେ ନବାଗତ ଛାତ୍ରଛାତ୍ରୀଙ୍କ ପ୍ରବେଶ ଉତ୍ସବ

କେନ୍ଦ୍ରାପଡା,୪ା୯: ଆଜି କେନ୍ଦ୍ରାପଡା ଦୀନବନ୍ଧୁ ସାହୁ ଆଇନ ମହାବିଦ୍ୟାଳୟରେ ନବାଗତ ଆଇନସ୍ନାତକ ଛାତ୍ରଛାତ୍ରୀମାନଙ୍କର ୨୦୨୫-୨୬ ଶିକ୍ଷାବର୍ଷ ନିମନ୍ତେ ପ୍ରବେଶ ଉତ୍ସବ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଡ. ରବିନ୍ଦ୍ର କୁମାର ବଳ ସଭାପତିତ୍ୱ କରିଥିଲେ ।…

ରାଜ୍ୟସ୍ତରୀୟ ଗୁରୁପୂଜନ ଉତ୍ସବ

କେନ୍ଦ୍ରାପଡ଼ା,୪ା୯:ବର୍ତ୍ତମାନ ସମସ୍ତ ଯୁବପିଢି ଓଡ଼ିଶାର ପରମ୍ପରାକୁ ଭୁଲି ବିଦେଶୀ ସଂସ୍କୃତିକୁ ଆପଣେଇ ନେଉଥିବା ବେଳେ ଓଡ଼ିଶାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ମୂର୍ଚ୍ଛନା ଓ ଓଡ଼ିଶା କଲଚର ଆର୍ଟ ଏକାଡେମୀ (ଓକା)ର ମିଳିତ ଆନୁକୁଲ୍ୟରେ ଓଡ଼ିଶାର ପରମ୍ପରାକୁ ଆଗେଇନେବା ଲାଗି ଭୁବନେଶ୍ୱର ଜୟଦେବ…

ମଣ୍ଡଳ ସ୍ତରୀୟ ପ୍ରଧାନ ଶିକ୍ଷକ ସମ୍ମିଳନୀ

କେନ୍ଦ୍ରାପଡ଼ା,୪ା୯:ଇଚ୍ଛାପୁର ଉଚ୍ଚ ବିଦ୍ୟାଳୟରେ ଏକ ମଣ୍ଡଳ ସ୍ତରୀୟ ପ୍ରଧାନ ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ସମସ୍ତ ସରକାରୀ, ସରକାରୀ ଅନୁଦାନ ପ୍ରାପ୍ତ ଓ ବେସରକାରୀ ପ୍ରାଥମିକ, ଉଚ୍ଚ ପ୍ରାଥମିକ, ଉଚ୍ଚ ବିଦ୍ୟାଳୟ ତଥା ମଦ୍ରାସାର ପ୍ରଧାନ…