କଂସାର ପଞ୍ଚାୟତରେ ଭାଗବତ ସପ୍ତାହ ଅନୁଷ୍ଠିତ

କେନ୍ଦ୍ରାପଡ଼ା,୭ା୯: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ଗ୍ରାମପଞ୍ଚାୟତର ଯୋଡିଚଉଁରା ପୀଠରେ ଭାଗବତ ଗାଦି ଅନୁଷ୍ଠିତ ହୋଇଅଛି। ଦୀର୍ଘଦିନ ହେବ ଏଠାରେ ଭାଗବତ ସପ୍ତାହ ଅନୁଷ୍ଠିତ ହେଉଅଛି। ବାସୁଦେବ ଜନ୍ମଦିନ ଅବସରରେ ଭାଗବତ ସପ୍ତାହ ପାଳନ ହୋଇଅଛି। ରୀତି ନୀତି ଅନୁଯାୟୀ ନୀତିକାନ୍ତି,…

ଆରିପଦା ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ପାଇଲେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

କେନ୍ଦ୍ରାପଡ଼ା,୭ା୯: ଡେରାବିଶ ବ୍ଲକ ଅଧିନ ଆରିପଦା ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ବନିତା ଭଦ୍ରଙ୍କୁ ଗୁରୁଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯାଇଛି। ଇଛାପୁର ହାଇସ୍କୁଲ ପରିସରରେ ଜିଲ୍ଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ…

ସରସ୍ୱତୀ ସରକାରୀ ହାଇସ୍କୁଲ ହିନ୍ଦୀ ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

କେନ୍ଦ୍ରାପଡ଼ା,୭ା୯:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଦେପୁର ସରସ୍ୱତୀ ସରକାରୀ ହାଇସ୍କୁଲର ହିନ୍ଦୀ ଶିକ୍ଷକ ମହେଶ୍ୱର ସାହୁଙ୍କୁ ଗୁରୁଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯାଇଛି। ଇଛାପୁର ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ…

ବନ୍ୟା ବିପନ୍ନଙ୍କୁ ମିଳିଲାନାହିଁ ରିଲିଫ୍‌: ବଢୁଛି ଅସନ୍ତୋଷ

ପଟ୍ଟାମୁଣ୍ଡାଇରେ ବନ୍ୟା ପରିସ୍ଥିତି ଗମ୍ଭୀର, ୭୦ହଜାର ଲୋକ ବିପନ୍ନ ମିଳୁନାହିଁ ବିଶୁଦ୍ଧ ପାଣି ପଟ୍ଟାମୁଣ୍ଡାଇ ୭/୯- ପଟ୍ଟାମୁଣ୍ଡାଇ ବ୍ଲକ ଦେଇ ପ୍ରବାହିତ ବ୍ରାହ୍ମଣୀ, ବୈତରଣୀ ଓ କାଣୀ ନଦୀରେ ଗତ ଜୁଲାଇ ୭ରୁ ଆଜି ପର୍ଯ୍ୟନ୍ତ ୪ ଥର ବନ୍ୟା ଆସି…

ରାଧାରମଣ ମଠରେ ଠାକୁର ହରିଦାସଙ୍କ ତିରୋଭାବ ଉତ୍ସବ

ପଟ୍ଟାମୁଣ୍ଡାଇ ତା ୬/୯-କେନ୍ଦ୍ରାପଡ଼ା ଜିଲ୍ଲାର ସର୍ବପୁରାତନ ଆଧ୍ୟାତ୍ମିକ ପୀଠ ପଟ୍ଟାମୁଣ୍ଡାଇ ରାଧାରମଣ ମଠ ଠାରେ ଠାକୁର ଶ୍ରୀଶ୍ରୀ ହରି ଦାସଙ୍କ ତିରୋଭାବ ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି I ଏହି ଉପଲକ୍ଷେ ପୁରୀ ଗୋବର୍ଧନ ପୀଠ ସନ୍ଥ ସଂରକ୍ଷକ ପଟ୍ଟାମୁଣ୍ଡାଇ ରାଧାରମଣ…

ପଟ୍ଟାମୁଣ୍ଡାଇରେ ଓଡି ଟି ଭି ଚ୍ୟାନେଲ ଉଦଘାଟିତ

ପଟ୍ଟାମୁଣ୍ଡାଇ ତା ୬/୯- କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରୁ ଓଡିଶା ଡ୍ରିମ ଟିଭି ଚ୍ୟାନେଲ ଉଦଘାଟିତ ହୋଇଯାଇଛି I ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ପୌର ପରିଷଦ କଲ୍ୟାଣ ମଣ୍ଡପ ଠାରେ ଗୋପୀନାଥ ତ୍ରିପାଠୀଙ୍କ ପୌରହିତ୍ୟରେ ଆୟୋଜିତ ଉଦଘାଟନ ଉତ୍ସବରେ ରାଜନଗର ପୂର୍ବତନ…

ପଟ୍ଟାମୁଣ୍ଡାଇରେ ବନ୍ୟା ପରିସ୍ଥିତି ଗମ୍ଭୀର, ୭୦ହଜାର ଲୋକ ବିପନ୍ନ

  ସିଂହଗାଁ,ଶ୍ରୀରାମପୁର, ବାଛରା ଡାମରପୁର, ବଳଭଦ୍ରପୁର, ବାଲିପାଟଣା,ତନୁପୁର  ବିଛିନ୍ନ ପଟ୍ଟାମୁଣ୍ଡାଇ ତା ୬/୯-ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବାରମ୍ବାର ଲଘୁଚାପ ଜନିତ ଲଗାଣବର୍ଷା ଓ ରେଙ୍ଗାଲି ପାଣି ଛାଡିବା ଯୋଗୁଁ ବ୍ରାହ୍ମଣୀ, ବୈତରଣୀ ଓ କାଣୀ ନଦୀରେ ୪ର୍ଥ ବନ୍ୟା ଆସିବା ଫଳରେ ପଟ୍ଟାମୁଣ୍ଡାଇ…