କେନ୍ଦ୍ରାପଡ଼ା,୭ା୯: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ଗ୍ରାମପଞ୍ଚାୟତର ଯୋଡିଚଉଁରା ପୀଠରେ ଭାଗବତ ଗାଦି ଅନୁଷ୍ଠିତ ହୋଇଅଛି। ଦୀର୍ଘଦିନ ହେବ ଏଠାରେ ଭାଗବତ ସପ୍ତାହ ଅନୁଷ୍ଠିତ ହେଉଅଛି। ବାସୁଦେବ ଜନ୍ମଦିନ ଅବସରରେ ଭାଗବତ ସପ୍ତାହ ପାଳନ ହୋଇଅଛି। ରୀତି ନୀତି ଅନୁଯାୟୀ ନୀତିକାନ୍ତି, ହୋମଯଜ୍ଞ, ପ୍ରସାଦ ସେବନ ପ୍ରଭୃତି କାର୍ଯ୍ୟ କରାଯାଇଛି। ସନ୍ତୋଷ କୁମାର ନାୟକ, ଗୈାରାଙ୍ଗ ସାହୁ, ପୂର୍ଣ୍ଣଚନ୍ଦ୍ର ମହାନ୍ତି, କ୍ଷେତ୍ରବାସୀ ପରିଡା, ପ୍ରଭାକର ପରିଡା, ପ୍ରଶାନ୍ତ କୁମାର ବେହେରା, […]
Day: 7 September 2025
କେନ୍ଦ୍ରାପଡ଼ା,୭ା୯: ଡେରାବିଶ ବ୍ଲକ ଅଧିନ ଆରିପଦା ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ବନିତା ଭଦ୍ରଙ୍କୁ ଗୁରୁଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯାଇଛି। ଇଛାପୁର ହାଇସ୍କୁଲ ପରିସରରେ ଜିଲ୍ଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ଜିଲ୍ଲାପାଳ ରଘୁରାମ ଆର.ଆୟାର ମୁଖ୍ୟଅତିଥି ଭାବେ ଯୋଗଦେଇ ଶିକ୍ଷୟିତ୍ରୀ ଶ୍ରୀମତୀ ଭଦ୍ରଙ୍କୁ ଉତ୍ତରୀୟ, ମାନପତ୍ର, ଟ୍ରଫି ଓ ପୁଷ୍ପଗୁଛ ପ୍ରଦାନ କରି ସମ୍ମାନିତ କରିଛନ୍ତି। ଶ୍ରୀମତୀ ଭଦ୍ର […]
କେନ୍ଦ୍ରାପଡ଼ା,୭ା୯:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଦେପୁର ସରସ୍ୱତୀ ସରକାରୀ ହାଇସ୍କୁଲର ହିନ୍ଦୀ ଶିକ୍ଷକ ମହେଶ୍ୱର ସାହୁଙ୍କୁ ଗୁରୁଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯାଇଛି। ଇଛାପୁର ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ଜିଲ୍ଲାପାଳ ରଘୁରାମ ଆର.ଆୟାର ଯୋଗଦେଇ ହିନ୍ଦୀ ଶିକ୍ଷକ ଶ୍ରୀ ସାହୁଙ୍କୁ ପୁଷ୍ପଗୁଛ, ଉତ୍ତରୀୟ, ମାନପତ୍ର ଓ ଟ୍ରଫି ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ଶ୍ରୀ […]
ପଟ୍ଟାମୁଣ୍ଡାଇରେ ବନ୍ୟା ପରିସ୍ଥିତି ଗମ୍ଭୀର, ୭୦ହଜାର ଲୋକ ବିପନ୍ନ ମିଳୁନାହିଁ ବିଶୁଦ୍ଧ ପାଣି ପଟ୍ଟାମୁଣ୍ଡାଇ ୭/୯- ପଟ୍ଟାମୁଣ୍ଡାଇ ବ୍ଲକ ଦେଇ ପ୍ରବାହିତ ବ୍ରାହ୍ମଣୀ, ବୈତରଣୀ ଓ କାଣୀ ନଦୀରେ ଗତ ଜୁଲାଇ ୭ରୁ ଆଜି ପର୍ଯ୍ୟନ୍ତ ୪ ଥର ବନ୍ୟା ଆସି ୧୪ ପଚାଂୟତ ସମେତ ପୌରାଂଚଳର ୧୧ ଓାଡରେ ବ୍ୟାପକ କ୍ଷୟକ୍ଷତି ଘଟିଥିବା ବେଳେ ବହୁ ଗ୍ରାମ ବହ୍ୟଜଗତରୁ ବିଛିନ୍ନ ଅଛି । କିଛି ମାସ ଭିତରେ ୪ […]
ପଟ୍ଟାମୁଣ୍ଡାଇ ତା ୬/୯-କେନ୍ଦ୍ରାପଡ଼ା ଜିଲ୍ଲାର ସର୍ବପୁରାତନ ଆଧ୍ୟାତ୍ମିକ ପୀଠ ପଟ୍ଟାମୁଣ୍ଡାଇ ରାଧାରମଣ ମଠ ଠାରେ ଠାକୁର ଶ୍ରୀଶ୍ରୀ ହରି ଦାସଙ୍କ ତିରୋଭାବ ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି I ଏହି ଉପଲକ୍ଷେ ପୁରୀ ଗୋବର୍ଧନ ପୀଠ ସନ୍ଥ ସଂରକ୍ଷକ ପଟ୍ଟାମୁଣ୍ଡାଇ ରାଧାରମଣ ମଠ ମହନ୍ତ ସ୍ୱାମୀ ଅସୀମାନନ୍ଦ ଦାସ ମହାରାଜଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ପ୍ରତ୍ୟୁଷରୁ ପ୍ରଭୁ ରାଧାରମଣ, ପ୍ରଭୁ ଶ୍ରୀ ଜଗନ୍ନାଥ,ପ୍ରଭୁ ବଳଭଦ୍ର ଓ ମା ସୁଭଦ୍ରା, ପ୍ରଭୁ ଗୋପେଶ୍ୱର […]
ପଟ୍ଟାମୁଣ୍ଡାଇ ତା ୬/୯- କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରୁ ଓଡିଶା ଡ୍ରିମ ଟିଭି ଚ୍ୟାନେଲ ଉଦଘାଟିତ ହୋଇଯାଇଛି I ଏହି ଉପଲକ୍ଷେ ପଟ୍ଟାମୁଣ୍ଡାଇ ପୌର ପରିଷଦ କଲ୍ୟାଣ ମଣ୍ଡପ ଠାରେ ଗୋପୀନାଥ ତ୍ରିପାଠୀଙ୍କ ପୌରହିତ୍ୟରେ ଆୟୋଜିତ ଉଦଘାଟନ ଉତ୍ସବରେ ରାଜନଗର ପୂର୍ବତନ ବିଧାୟକ ଡ଼ ଅଲେଖ କୁମାର ଜେନା ମୁଖ୍ୟ ଅତିଥି,କେନ୍ଦ୍ରାପଡ଼ା ପୂର୍ବତନ ବିଧାୟକ କିଶୋର ତରାଇ ମୁଖ୍ୟ ବକ୍ତା, କେନ୍ଦ୍ରାପଡ଼ା ବ୍ଲକ ପୂର୍ବତନ ଅଧକ୍ଷ ଦୁର୍ଗାଶିଷ ମହାନ୍ତି, ସାମ୍ବାଦିକ […]
ସିଂହଗାଁ,ଶ୍ରୀରାମପୁର, ବାଛରା ଡାମରପୁର, ବଳଭଦ୍ରପୁର, ବାଲିପାଟଣା,ତନୁପୁର ବିଛିନ୍ନ ପଟ୍ଟାମୁଣ୍ଡାଇ ତା ୬/୯-ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବାରମ୍ବାର ଲଘୁଚାପ ଜନିତ ଲଗାଣବର୍ଷା ଓ ରେଙ୍ଗାଲି ପାଣି ଛାଡିବା ଯୋଗୁଁ ବ୍ରାହ୍ମଣୀ, ବୈତରଣୀ ଓ କାଣୀ ନଦୀରେ ୪ର୍ଥ ବନ୍ୟା ଆସିବା ଫଳରେ ପଟ୍ଟାମୁଣ୍ଡାଇ ବ୍ଲକର ୧୪ ପଂଚାୟତ ଓ ପୌରାଞ୍ଚଳର ୧୧ଟି ୱାର୍ଡର ପ୍ରାୟ ୫୦ହଜାରରୁ ଉର୍ଦ୍ଧ ଲୋକ ଓ ୧୫ହଜାର ଗୃହ ପାଳିତ ପଶୁ ଜଳବନ୍ଦୀ ହୋଇପଡିଛନ୍ତି I ପଟ୍ଟାମୁଣ୍ଡାଇ […]










