ଜିଲ୍ଲାରେ ମେଡ଼ିକାଲ କଲେଜ ଦାବି , ଅହୋରାତ୍ର ଗଣଧାରଣା ୨ୟ ଦିନରେ

କେନ୍ଦ୍ରାପଡ଼ା,୨୩ା୯: କେନ୍ଦ୍ରାପଡ଼ା ଜିଲ୍ଲାରେ ମେଡ଼ିକାଲ କଲେଜ ପ୍ରତିଷ୍ଠା ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଲିଥିବା ଅହୋରାତ୍ର ଗଣଧାରଣାର ଆଜି ୨ୟ ଦିବସ ପୂର୍ଣ୍ଣ ହୋଇଛି। ରାଜ୍ୟ ମନ୍ତ୍ରିମଣ୍ଡଳର ଏକାଧିକ ସଦସ୍ୟଙ୍କ ସହ ଖୋଦ୍ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡାରେ ମେଡିକାଲ କଲେଜ ଓ ହସ୍ପିଟାଲ…