କେନ୍ଦ୍ରାପଡ଼ା,୨୩ା୯: କେନ୍ଦ୍ରାପଡ଼ା ଜିଲ୍ଲାରେ ମେଡ଼ିକାଲ କଲେଜ ପ୍ରତିଷ୍ଠା ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଚାଲିଥିବା ଅହୋରାତ୍ର ଗଣଧାରଣାର ଆଜି ୨ୟ ଦିବସ ପୂର୍ଣ୍ଣ ହୋଇଛି। ରାଜ୍ୟ ମନ୍ତ୍ରିମଣ୍ଡଳର ଏକାଧିକ ସଦସ୍ୟଙ୍କ ସହ ଖୋଦ୍ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡାରେ ମେଡିକାଲ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା ସମ୍ପର୍କରେ ବିଭିନ୍ନ ସମୟରେ ଆଶ୍ୱାସନା ଦେଇଥିଲେ ମଧ୍ୟ ଗତକାଲି ବିଧାନସଭାରେ ଏ ସମ୍ପର୍କିତ ପ୍ରଶ୍ନରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଉତ୍ତର ସରକାରଙ୍କ ପ୍ରକୃତ ମୁଖା ଖୋଲି […]










